• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ

Proprietor Abhimanyu Maharana by Proprietor Abhimanyu Maharana
August 18, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୮ ଅଗଷ୍ଟ ଗୁରୁବାର ) ଖୋର୍ଦ୍ଧା-ଜଟଣୀ :- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଆକାଶ ମାର୍ଗରୁ ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ପରିଦର୍ଶନ କରିବା ପରେ ପନ୍ଦର ଦିନପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି. ସେହିପରି  ପାଣି ଛାଡିବାର ସାତଦିନ ମଧ୍ୟରେ କ୍ଷୟକ୍ଷତି ଆକଳନ,ପନ୍ଦର ଦିନରେ ସହାୟତା ଯୋଗାଇବାକୁ ନିର୍ଦେଶ ଦେଇଛନ୍ତି.ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା,ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ,ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା,ଅସ୍ତରଙ୍ଗ, ଡେଲାଙ୍ଗ,ପିପିଲି,କଣାସର ତଳିଆ ଅଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ଅନୁଧ୍ୟାନ କରିଥିଲେ ।

ବନ୍ୟାରେ ବ୍ୟାପକ ଅଞ୍ଚଳ, ଜଳମଗ୍ନ ହେଵା ସହିତ ଅନେକ ଚାଷଜମି ଓ ବାସଗୃହ କ୍ଷତିଗ୍ରସ୍ତ ହୋଇଥିବା ଘଟଣାରେ ମୁଖ୍ୟମନ୍ତ୍ରୀ ଚିନ୍ତାପ୍ରକଟ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ସଚିବ ଶ୍ରୀ ଭି କେ ପାଣ୍ଡିଆନ ମଧ୍ୟ୍ୟ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିଲେ. ପ୍ରଭାବିତ ଅଞ୍ଚଳରେ ଚାଲିଥିବା ସମସ୍ତ ପ୍ରକାର ସହାୟତା ଯଥା;ରିଲିଫ୍ ଓ ରନ୍ଧାଖାଦ୍ୟ ଯୋଗାଣ, ସ୍ୱାସ୍ଥ୍ୟସେବା, ପାନୀୟଜଳ ଯୋଗାଣକୁ ତ୍ୱରାନ୍ୱିତ କରିବା ସହିତ ପ୍ରଭାବିତ ଗୋରୁ,ଗାଈ ମାନଙ୍କୁ ଆବଶ୍ୟକୀୟ ଗୋଖାଦ୍ୟ ଓ ପଶୁଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବନ୍ୟାଞ୍ଚଳରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ କ୍ଷତିଗ୍ରସ୍ତ ଅଞ୍ଚଳ ପାଇଁ ରିଲିଫ ସହାୟତା ଘୋଷଣା କରିଛନ୍ତି.

ଖୋର୍ଦ୍ଧା,ପୁରୀ,କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜ଼ିଲ୍ଲାର ଯେଉଁ ଗାଁ ମାନଙ୍କରେ ପାଣି ପଶିଛି ସେଠାରେ ବିପନ୍ନ ଲୋକ ମାନଙ୍କୁ ୧୫ ଦିନ ରିଲିଫ ସହାୟତା ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି . ସେହିପରି ସମ୍ବଲପୁର, ବରଗଡ଼,ସୋନପୁର,ବୌଦ୍ଧ ଓ ଅନୁଗୁଳ ଜ଼ିଲ୍ଲାରେ ପାଣି ପଶିଥିବା ଗାଁ ର ଲୋକମାନଙ୍କୁ ସାତଦିନ ପାଇଁ ରିଲିଫ ଦିଆଯିବ. ପାଣି ଛାଡିବାର ସାତଦିନ ମଧ୍ୟ୍ୟରେ କ୍ଷୟକ୍ଷତି ଆକଳନ କରିବା ଏବଂ ତା’ର ୧୫ ଦିନ ଭିତରେ ଘରଭଙ୍ଗା ଓ ଫସଲ କ୍ଷତି ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ,ପ୍ରଶାସନ କୁ ନିର୍ଦେଶ ଦେଇଛନ୍ତି .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

June 30, 2026
କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

June 30, 2026
ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

ଧ୍ୟାନକୁଦ ଜଗନ୍ନାଥ ମନ୍ଦିରରେ ଶ୍ରୀ ଜିୟୁ ମାନଙ୍କ ସ୍ନାନଯାତ୍ରା

June 30, 2026
ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

ଆଦିବାସୀ ମହାବିଦ୍ଯାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

ସାମ୍ବାଦିକ ଅଶୋକ ଭୋଇ ଙ୍କ ଅକାଳ ବିୟୋଗ ରେ ଶୋକସଭା

June 30, 2026
କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

କଣ୍ଟାବାଞ୍ଜି ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ଉତ୍ସବ ସମ୍ପନ୍ନ 

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version