• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜ୍ଞାନ ଓ କାରିଗରୀ ବିଭାଗ ପକ୍ଷରୁ ବୁଝାମଣାପତ୍ର ସ୍ୱାକ୍ଷରିତ : ରାଜ୍ୟରେ ବିଜ୍ଞାନ ଓ କାରିଗରୀ ପରିବେଶର ଦୃଢ଼ୀକରଣକୁ ପ୍ରାଥମିକତା

Proprietor Abhimanyu Maharana by Proprietor Abhimanyu Maharana
August 20, 2022
in ଓଡ଼ିଶା, ମହାନଗର, ହୋମ୍
0
ବିଜ୍ଞାନ ଓ କାରିଗରୀ ବିଭାଗ ପକ୍ଷରୁ ବୁଝାମଣାପତ୍ର ସ୍ୱାକ୍ଷରିତ : ରାଜ୍ୟରେ ବିଜ୍ଞାନ ଓ କାରିଗରୀ ପରିବେଶର ଦୃଢ଼ୀକରଣକୁ ପ୍ରାଥମିକତା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ବିଜ୍ଞାନ ଓ କାରିଗରୀ ବିଭାଗ ଆନୁକୂଲ୍ୟରେ ରାଜ୍ୟ ବିଜ୍ଞାନ ଓ କାରିଗରୀ ପରିଷଦ ଏବଂ ଭୁବନେଶ୍ୱର ସିଟି ନଲେଜ ଇନୋଭେସନ୍‌ କ୍ଳଷ୍ଟର (ବିସିକେଆଇସି) ଫାଉଣ୍ଡେସନ୍‌ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି । ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡାଙ୍କ ଉପସ୍ଥିତିରେ ଏହା ସ୍ୱାକ୍ଷରିତ ହୋଇଛି । ସମ୍ମିଳିତ ଉଦ୍ୟମରେ ବିଜ୍ଞାନ ଓ କାରିଗରୀ କାର୍ଯ୍ୟକ୍ରମ ତଥା ଅଭିନବ ଭିତ୍ତିଭୂମିର ଉନ୍ନତିକରଣ ଉପରେ ବୁଝାମଣାପତ୍ରରେ ଗୁରୁତ୍ୱାରୋପ କରାଯାଇଛି । ବିଜ୍ଞାନ ଓ କାରିଗରୀ କ୍ଷେତ୍ରରେ ରାଜ୍ୟର ସାମର୍ଥ୍ୟକୁ ଏପରି ପଦକ୍ଷେପ ଅଧିକ ସାହାଯ୍ୟ କରିବ ବୋଲି ଉଲ୍ଲେଖ କରି ମନ୍ତ୍ରୀ ଶ୍ରୀ ପଣ୍ଡା ରାଜ୍ୟରେ ବିଜ୍ଞାନ ଶିକ୍ଷା, ଗବେଷଣା, ଯୋଗାଯୋଗ ଓ ନୂତନ ଉଦ୍ଭାବନ ଇତ୍ୟାଦିକୁ ପ୍ରୋତ୍ସାହନ ଦେବାରେ ଏପରି ବୁଝାମଣା ଲାଭଦାୟକ ହେବ ବୋଲି ଆଶାପ୍ରକାଶ କରିଛନ୍ତି ।

ସେ ମଧ୍ୟ ରାଜ୍ୟରେ ବାୟୋଟେକ୍‌ନୋଲୋଜି କ୍ଷେତ୍ରରେ ଅଭିବୃଦ୍ଧି ଉପରେ ଗୁରୁତ୍ୱ ଦେଇଛନ୍ତି । ବୁଝାମଣାପତ୍ର ଅନୁସାରେ ବିଜ୍ଞାନ ଓ କାରିଗରୀ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମରେ ବିସିକେଆଇସି ସହଯୋଗୀ ଭାବରେ କାର୍ଯ୍ୟ କରିବ । ରାଜ୍ୟର ବିଜ୍ଞାନ ଓ କାରିଗରୀ ନୀତି ପ୍ରଣୟନ, ବିଭିନ୍ନ ବିଜ୍ଞାନଭିତ୍ତିକ କୌଶଳର ହସ୍ତାନ୍ତରଣ, ଶିକ୍ଷା-ସ୍ୱାସ୍ଥ୍ୟ-ପରିମଳ-ପରିବେଶ ଓ ଯୋଗାଯୋଗ କ୍ଷେତ୍ରରେ ଅଧିକ ଜ୍ଞାନବିନିମୟ, ତାଲିମ ଓ ଦକ୍ଷତା ବୃଦ୍ଧି, ଉଦ୍ୟୋଗ ତଥା ବୁଦ୍ଧିଜୀବୀଙ୍କ ମିଳିତ ଉଦ୍ୟମ ନିମନ୍ତେ ପ୍ରୋତ୍ସାହନ ଏବଂ ବିଦ୍ୟାଳୟସ୍ତରରୁ ପରୀକ୍ଷାମୂଳକ ଶିକ୍ଷଣ ନିମନ୍ତେ କାର୍ଯ୍ୟକ୍ରମ ରୂପାୟନ ଇତ୍ୟାଦି କ୍ଷେତ୍ରରେ ଉଭୟ ବିଜ୍ଞାନ ଓ କାରିଗରୀ ବିଭାଗ ତଥା ବିସିକେଆଇସି ଏକତ୍ର କାର୍ଯ୍ୟ କରିବେ ବୋଲି ବୁଝାମଣାପତ୍ରରେ ଦର୍ଶାଯାଇଛି ।

ବିଜ୍ଞାନ ଓ କାରିଗରୀ ବିଭାଗର କମିଶନର ତଥା ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ କହିଛନ୍ତି ଯେ ରାଜ୍ୟରେ ବିଜ୍ଞାନ ଓ କାରିଗରୀ ପରିବେଶର ଦୃଢ଼ୀକରଣକୁ ପ୍ରାଥମିକତା ଦେଇ ଶିକ୍ଷାନୁଷ୍ଠାନ, ସେ୍ୱଚ୍ଛାସେବୀ ସଂଗଠନ ଓ ନାଗରିକଙ୍କ ମଧ୍ୟରେ ମତାମତ ଆଦାନପ୍ରଦାନ କ୍ରମେ ବିଜ୍ଞାନ ଶିକ୍ଷା ତଥା ଗବେଷଣା କାର୍ଯ୍ୟକୁ ସଂପ୍ରସାରିତ କରିବାରେ ଏପରି ଉଦ୍ୟମ ଯଥେଷ୍ଟ ସହାୟକ ହେବ । ବିଭାଗ ପକ୍ଷରୁ ରାଜ୍ୟ ବିଜ୍ଞାନ ଓ କାରିଗରୀ ପରିଷଦର ସଂପାଦକ ପୂଜା ମିଶ୍ର ଓ ବିସିକେଆଇସି ପକ୍ଷରୁ ତା’ର ଅଧ୍ୟକ୍ଷ ଡ. ମୃତୁ୍ୟଞ୍ଜୟ ସୁଆର ବୁଝାମଣାପତ୍ରରେ ସ୍ୱାକ୍ଷର କରିଥିବାବେଳେ କାର୍ଯ୍ୟକ୍ରମରେ ବରିଷ୍ଠ ଅଧିକାରୀବୃନ୍ଦ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version