• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକାମ୍ର ହାଟଠାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା -୨୦୨୨ ଉଦ୍‌ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
August 20, 2022
in ଓଡ଼ିଶା, ମହାନଗର, ହୋମ୍
0
ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକାମ୍ର ହାଟଠାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା -୨୦୨୨ ଉଦ୍‌ଘାଟିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ଗଣେଶ ପୂଜା ଅବସରରେ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟଠାରେ ଆୟୋଜନ କରାଯାଇଅଛି . ରାଜ୍ୟରେ ଥିବା ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି) ମାନଙ୍କରେ ଜଡିତଥିବା ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି କରି ତାଙ୍କୁ ନିୟମିତ କାମ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ POHI-୨୦୨୨-୨୩ ଯୋଜନାରେ ଏହା ଅନୁଷ୍ଠିତ ହୋଇଅଛି . ଆଜି ଏହି ମେଳାକୁ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀମତୀ ରୀତା ସାହୁ ଉଦ୍‌ଘାଟନ କରିଛନ୍ତି . ଏହି ଉସିବରେ ବୟନଶିଳ୍ପ ନିର୍ଦ୍ଦେଶକ ଶ୍ରୀଯୁକ୍ତ ସୁଶାନ୍ତ କୁମାର ଦାଶ, ସମ୍ବଲପୁରୀ ବସ୍ତ୍ରାଳୟର ସଂପାଦକ ଶ୍ରୀଯୁକ୍ତ ସଂପୂର୍ଣ୍ଣାନନ୍ଦ ପ୍ରଧାନ, ଓ ସମ୍ବଲପୁରୀ ବସ୍ତ୍ରାଳୟ, ବରଗଡର ବାଣିଜ୍ୟ ଅଧିକାରୀ ଶ୍ରୀଯୁକ୍ତ ହେମନ୍ତ କୁମାର ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ .

ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ, କଟକ, ସୋନପୁର, ଆଠଗଡ, ଢେଙ୍କାନାଳ, ବାରିପଦା, ଖୋର୍ଦ୍ଧା, ନୟାଗଡ, କଲାହାଣ୍ଡି, ବଲାଙ୍ଗିର ଓ ବୌଦ୍ଧ ବୟନ ମଣ୍ଡଳମାନଙ୍କରୁ ୫୫ଗୋଟି ସମବାୟ ସମିତି/ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସେମାନଙ୍କର ଉତ୍ପିାଦିତ ଲୁଗାର ପ୍ରଦର୍ଶନୀ ଓ ବିକ୍ରୟ କରିବା ପାଇଁ ଯୋଗଦାନ କରିଛନ୍ତି .ଏଥି ସକାଶେ ସେମାନଙ୍କୁ ୫୫ଗୋଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଅଛି . ଏହି ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଆସନ୍ତା ତା.୩୧.୦୮.୨୦୨୨ ପର୍ଯ୍ୟନ୍ତ ଚାଲୁରହିବ ‘ ଏହି ଏକାମ୍ର ହାଟରେ ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ପ୍ରଚେଷ୍ଠାରେ ଗତ ତା.୦୨.୧୦.୨୦୨୧ ରୁ ତା.୧୪.୦୮.୨୦୨୨ ପର୍ଯ୍ୟନ୍ତ ରାଜ୍ୟର ୫୩୬ଜଣ ହସ୍ତତନ୍ତ ବୁଣାକାର/ସଂସ୍ଥା ଓ ୭୧୮ଜଣ ହସ୍ତଶିଳ୍ପ କାରିଗର ଭାଗନେଇ ଯଥାକ୍ରମେ ୭୦୦.୭୨ ଓ ୩୮୫.୦୪ ଲକ୍ଷ ଟଙ୍କା,

ଏହିପରି ମୋଟ ୧୦୮୫.୭୬ ଲକ୍ଷ ଟଙ୍କାର କାରବାର କରିପାରିଛନ୍ତି, ଯାହାକି ଏକ ଯୁଗାନ୍ତକାରି ପଦକ୍ଷେପ ଅଟେ . ଏତତ୍‌ବ୍ୟତୀତ ଉକ୍ତ ହାଟରେ ଥିବା ଫୁଡ ଷ୍ଟଲମାନଙ୍କରେ ମଧ୍ୟ ୨୧୩.୦୩ ଲକ୍ଷ ଟଙ୍କାର ବିକ୍ରୟ କରି ପାରିଛନ୍ତିି ଓ ଏହି ହାଟରେ ୧୬ଗୋଟି ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହୋଇଅଛି ‘ ଉକ୍ତ ଅବଧି ମଧ୍ୟରେ ଏକାମ୍ର ହାଟ ମଧ୍ୟକୁ ୧.୯୬ ଲକ୍ଷ ଲୋକ ଆଗମନ କରିଛନ୍ତିି . ତା.୧୭.୦୮.୨୦୨୨ରୁ ଆରମ୍ଭ ହେଉଥିବା ସ୍ୱତନ୍ତ୍ର ମେଳାରେ ଗ୍ରାହକମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତର ଉପିାଦିତ ହସ୍ତତନ୍ତ ଲୁଗା ସୁଲଭ ମୂଲ୍ୟରେ ୧୦% ସରକାରୀ ରିହାତିରେ କିଣିପାରିବେ . ଏହାର ସୁଯୋଗ ନେବାପାଇଁ ସମିତି ତରଫରୁ ଗ୍ରାହକମାନଙ୍କୁ ଅନୁରୋଧ କରାଯାଉଅଛି .

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version