• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆଇସିଏଲ ଫିନକର୍ପ ପକ୍ଷରୁ ଓଡ଼ିଶାରେ ପ୍ରଥମ ବାର୍ଷିକୀ ଉତ୍ସବ ପାଳନ

Proprietor Abhimanyu Maharana by Proprietor Abhimanyu Maharana
August 20, 2022
in ଓଡ଼ିଶା, ବାଣିଜ୍ୟ, ମହାନଗର, ହୋମ୍
0
ଆଇସିଏଲ ଫିନକର୍ପ ପକ୍ଷରୁ ଓଡ଼ିଶାରେ ପ୍ରଥମ ବାର୍ଷିକୀ ଉତ୍ସବ ପାଳନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ଭୁବନେଶ୍ୱର :- ଦକ୍ଷିଣ ଭାରତର ମୁଖ୍ୟ ଏନବିଏଫସି, ଆଇସିଏଲ ଫିନକର୍ପ, ଓଡ଼ିଶାରେ ନିଜର ସେବାକୁ ବିସ୍ତାର କରିବାର ଏକ ବର୍ଷ ପୂରଣ କରିଛି । ଓଡ଼ିଶାରେ ଏହି ଉନ୍ମୋଚନ ଆଇସିଏଲ ଫିନକର୍ପର ସର୍ବଭାରତୀୟ ଉପସ୍ଥିତିର ଆରମ୍ଭ ଏବଂ ସମଗ୍ର ଭାରତର ଲୋକମାନଙ୍କ ପାଇଁ ନିଜର ସେବାଗୁଡ଼ିକୁ ସୁଲଭ କରାଇବା ନେଇ ବ୍ରାଣ୍ଡର ଦୃଷ୍ଟିକୋଣକୁ ଚିହ୍ନିତ କରିଛି । ଏହି ଉପଲବ୍ଧିଗୁଡ଼ିକୁ ଚିହ୍ନଟ କରିବା ପାଇଁ ଆଇସିଏଲ ବର୍ତମାନ ଓଡ଼ିଶାରେ ଅଶୋକ ନଗର, ବି.କେ ରୋଡ଼, ବାଲେଶ୍ୱର, ବ୍ରହ୍ମପୁର, ଯାଜପୁର ଟାଉନ, ଖୋର୍ଦ୍ଧା, ଲିଙ୍କ ରୋଡ଼୍‌, ନିଆଳି, ନିମାପଡ଼ା, ସହୀଦ ନଗର, ସାକ୍ଷୀଗୋପାଳ ଏବଂ ସାଲେପୁରରେ ନିଜର ୧୨ ଟି ନୂତନ ଶାଖାଗୁଡ଼ିକର ଶୁଭାରମ୍ଭ କରିଛି ।

ନୂତନ ଶାଖାଗୁଡ଼ିକ ଚଳିତ ୧୯ ଅଗଷ୍ଟରେ ଆଇସିଏଲ ଫିନକର୍ପ ର ଅଧ୍ୟକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ, ଓକିଲ କେ.ଜି ଅନିଲ କୁମାରଙ୍କ ଦ୍ୱାରା ଉଦଘାଟିତ ହୋଇଛି ଏବଂ ଏହି କାର୍ଯ୍ୟକ୍ରମରେ ଅନେକ ସାମାଜିକ-ରାଜନୈତିକ ତଥା ସାଂସ୍କୃତିକ ମାନ୍ୟଗଣ ବ୍ୟକ୍ତିମାନେ ଯୋଗ ଦେଇଛନ୍ତି ା ଏହି ଉପଲବ୍ଧିର ସ୍ମୃତିରକ୍ଷା କରିବା ପାଇଁ ଆଇସିଏଲ ଫିନକର୍ପ ନିଜର ଗ୍ରାହକଙ୍କ ପାଇଁ ପ୍ରଥମ ବାର୍ଷିକୀ ଧମାଲ ଲକି ଡ୍ର ଉପସ୍ଥାପିତ କରିଛି । ଯେଉଁମାନେ ଓଡ଼ିଶାର ୨୨ଟି ଶାଖାରୁ ସୁନା ବାବଦେ ଋଣ ପାଇଛନ୍ତି, ସେମାନେ ୧୦ଟି ସୁନା ମୁଦ୍ରା ଜିତିବାର ସୁଯୋଗ ପାଇଛନ୍ତି । ଅନ୍ୟ ବ୍ୟାଙ୍କ କିମ୍ବା ଆର୍ଥିକ ପ୍ରତିଷ୍ଠାନରୁ ସେମାନଙ୍କ ସୁନା ବାବଦେ ଋଣ ପାଇଁ ସ୍ଥାନାନ୍ତର କରୁଥିବା ଗ୍ରାହକଙ୍କ ପାଇଁ ମଧ୍ୟ ଏହି ଅଫର ବୃଦ୍ଧି କରାଯାଇଛି ।

ଡ୍ର’ରେ ଥିବା ୧୦ ଭାଗ୍ୟଶାଳୀ ବିଜେତାଙ୍କ ବିଷୟରେ ଜାନୁଆରୀ ୧, ୨୦୨୩ରେ ଘୋଷଣା କରାଯିବ । ପୂର୍ବଥର ହୋଇଥିବା ଲକି ଡ୍ର’ର ବିଜେତାଙ୍କ ତାଲିକା ଓଡ଼ିଶାର ପ୍ରତ୍ୟେକ ଶାଖାରେ ଘୋଷଣା କରାଯିବ । ଏହାର ସିଏମଡି ଶ୍ରୀ କେ.ଜି ଅନିଲକୁମାରଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଏବଂ ଭାରତୟ ରିଜର୍ଭ ବ୍ୟାଙ୍କ ଦ୍ୱାରା ନିର୍ଦ୍ଧାରିତ ମାନକ ପାଳନ କରିବା ସହିତ ଆଇସିଏଲ ଫିନକର୍ପ ସର୍ବୋତମ ସୁଧହାର ଏବଂ ଋଣକୁ ଶ୍ରୀଘ୍ର ପ୍ରକ୍ରୟାକରଣ କରି ନିଜର ଓଡ଼ିଶାର ଗ୍ରାହକଙ୍କ ବିଶ୍ୱାସ ଅର୍ଜନ କରିଛି । ଓଡ଼ିଶାରେ ନୂତନ ଶାଖାଗୁଡ଼ିକର ଶୁଭାରମ୍ଭ ହେବା ସହିତ ଆଇସିଏଲ ଓଡ଼ିଆ ଲୋକଙ୍କ ପାଇଁ ଉନ୍ନତ ସେବା ଯୋଗାଇ ସମଗ୍ର ଭାରତରେ ଏକ ବୃହତ ଉପସ୍ଥିତି ସୃଷ୍ଟି କରିବାକୁ ଆଶା ରଖିଛି ।

ଗତ ୩୧ ବର୍ଷ ମଧ୍ୟରେ ଆଇସିଏଲ କେରଳ, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, କର୍ଣ୍ଣାଟକ, ଓଡ଼ିଶା ଏବଂ ମଧ୍ୟ ପୂର୍ବରେ ଥିବା ଗୋଷ୍ଠୀ କମ୍ପାନୀଗୁଡ଼ିକରେ ୨୫୦ ରୁ ଅଧିକ ଶାଖା ବିସ୍ତାର କରିବା ସହିତ ଏକ ଅଗ୍ରଣୀ ଆର୍ଥିକ ସଙ୍ଗଠନ ହୋଇପାରିଛି । ଆଇସିଏଲ ସାଲେମ ଇରୋଡ଼ ଇନଭେଷ୍ଟମେଂଟ ଲିମିଟେଡ ନାମକ ଏକ ତାଲିକାଭୁକ୍ତ ଅଣ ବ୍ୟାଙ୍କିଙ୍ଗ କମ୍ପାନୀକୁ ମଧ୍ୟ ଅଧିଗ୍ରହଣ କରିଛି । ଆଇସିଏଲ ଫିନକର୍ପ ସୁନା ଋଣ, କିସ୍ତିରେ ଟଙ୍କା ଦେଇ କିଣିବା ଋଣ, ନିବେଶ ବିକଳ୍ପ, ଟଙ୍କା ସ୍ଥାନାନ୍ତର, ବୈଦେଶିକ ମୁଦ୍ରା ବିନିମୟ, ବ୍ୟବସାୟ ଋଣ, ଗୃହ ବୀମା, ସ୍ୱାସ୍ଥ୍ୟ ବୀମା ଏବଂ ଜୀବନ ବୀମା ସହିତ ଲୋକଙ୍କୁ କ୍ରମାଗତ ଭାବରେ ସର୍ବୋତମ ସେବା ପ୍ରଦାନ କରିଆସୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version