• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚାନ୍ଦପୁର-ରାଜସୁନାଖଳା ରସ୍ତା ର ପ୍ରଶସ୍ତିକରଣ ; କାର୍ଯ୍ୟ ଚାଲିଥିବାବେଳେ ଆନୁସଂଗିକ ସୁବିଧା ନଥିବାକାରଣରୁ – ଘାଟି ରାସ୍ତା ରେ ଯାତାୟତ ସମସ୍ୟା ସୃଷ୍ଟି ହୋଇଛି

Proprietor Abhimanyu Maharana by Proprietor Abhimanyu Maharana
August 20, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଚାନ୍ଦପୁର-ରାଜସୁନାଖଳା ରସ୍ତା ର ପ୍ରଶସ୍ତିକରଣ ; କାର୍ଯ୍ୟ ଚାଲିଥିବାବେଳେ ଆନୁସଂଗିକ ସୁବିଧା ନଥିବାକାରଣରୁ – ଘାଟି ରାସ୍ତା ରେ ଯାତାୟତ ସମସ୍ୟା ସୃଷ୍ଟି ହୋଇଛି
Share on FacebookShare on TwitterWhatsapp

ପୁର୍ତ ବିଭାଗ ମାଧ୍ୟମ ରେ ୨୩ କୋଟି ଟଙ୍କା ମଞ୍ଜୁର ହୋଇଛି । ନିର୍ମାଣ ରେ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି ।

ରାସ୍ତା ନିର୍ମାଣ ସ୍ଥାନ ରେ ସଂକୀର୍ଣ୍ଣତା କାରଣ ରୁ ଯାତ୍ରୀମାନେ ରାସ୍ତା ସଂଲଗ୍ନ ମାଟି ରାସ୍ତା ରେ ଯାତାୟତ କରିବାକୁ ବାଧ୍ୟ ହେଉଥିଲେ ମଧ୍ୟ ଉକ୍ତ ମାଟି ରାସ୍ତା ରେ ମୋରମ କିମ୍ବା ଡଷ୍ଟ ବିଛାଯାଇ ଗମନାଗମନ ଯୋଗ୍ୟ କରାଯାଉନି ।

ଓଡ଼ିଶା ତାଜା ନ୍ୟୁଜ (୧୯ ଅଗଷ୍ଟ ଶୁକ୍ରବାର ) ରଣପୁର :- ନୟାଗଡ ଜିଲ୍ଲା ରଣପୁର ବ୍ଲକ ଅଧିନସ୍ଥ ଚାନ୍ଦପୁର-ରାଜସୁନାଖଳା ରସ୍ତା ର ପ୍ରଶସ୍ତିକରଣ ନିମନ୍ତେ ପୁର୍ତ ବିଭାଗ ମାଧ୍ୟମ ରେ ୨୩ କୋଟି ଟଙ୍କା ମଞ୍ଜୁର ହୋଇ ଏହାର ପ୍ରଶସ୍ତିକରଣ କାର୍ଯ୍ୟ ଚାଲିଥିବାବେଳେ ଆନୁସଂଗିକ ସୁବିଧା ନଥିବା କାରଣରୁ ଯାତାୟତ ରେ ସମସ୍ୟା ସୃଷ୍ଟି ହୋଇଛି । ମିଳିଥିବା ସୁଚନା ଅନୁସାରେ ରଣପୁର – ରାଜସୁନାଖଳା ୧୪ କିମି ରାସ୍ତା ର ସାତ କିମି ପର୍ଯ୍ୟନ୍ତ ପିଚୁ ଓ ୭ କିମି ରାସ୍ତା କଂକ୍ରିଟ ନିର୍ମାଣ କରାଯିବ । ତା ମଧ୍ୟରେ ୧୭ ଟି କଲଭର୍ଟ ଓ ୮୫୦ ମିଟର ଡ୍ରେନ ନିର୍ମାଣ ନିମନ୍ତେ ବ୍ୟବସ୍ଥା ରହିଛି । ଗତ କିଛିଦିନ ତଳେ ଏହାର ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଥିବାବେଳେ ନିର୍ମାଣ ରେ ଅନିୟମିତତା ହେଉଥିବା ଦେଖିବାକୁ ମିଳିଛି ।

ମୁଖ୍ୟତଃ ସିମେଂଟ ପରିମାଣ ଆବଶ୍ୟକ ଅନୁପାତ ରେ ମିଶ୍ରଣ କରାଯାଉନଥିବା ଦେଖିବାକୁ ମିଳିଛି । ରାସ୍ତା ର ଗୋଟିଏ ପାଶ୍ୱର୍ ର ନିର୍ମାଣ ସମୟରେ ଅପର ପାଶ୍ୱର୍ ରେ ଯେଭଳି ଯାତାୟତ ଠିକଭାବେ ହୋଇପାରିବ ସେଦିଗରେ ଠିକାଦାର ତଥା ବିଭାଗ ଯତ୍ନବାନ ହେବାର ଅବଶ୍ୟକତା ରହିଛି । ତେବେ ରାସ୍ତା ନିର୍ମାଣ ସ୍ଥାନ ରେ ସଂକୀର୍ଣ୍ଣତା କାରଣ ରୁ ଯାତ୍ରୀମାନେ ରାସ୍ତା ସଂଲଗ୍ନ ମାଟି ରାସ୍ତା ରେ ଯାତାୟତ କରିବାକୁ ବାଧ୍ୟ ହେଉଥିଲେ ମଧ୍ୟ ଉକ୍ତ ମାଟି ରାସ୍ତା ରେ ମୋରମ କିମ୍ବା ଡଷ୍ଟ ବିଛାଯାଇ ଗମନାଗମନ ଯୋଗ୍ୟ କରାଯାଉନି । ଫଳରେ ଟ୍ରାଫିକ ସମସ୍ୟା ସୃଷ୍ଟି ହେଉଛି । ଏପରିକି ଅତ୍ୟାବଶ୍ୟକ ସେବା ଯୋଗାଇ ଦେଉଥିବା ଆମ୍ବୁଲାନ୍ସ ଓ ଦମକଳ ଗାଡି ଯାତାୟତ ରେ ବିଳମ୍ବ ଘଟୁଛି । ଗୋଟିଏ ପାଶ୍ୱର୍ ରାସ୍ତା ଢଳେଇ କରାଯାଇ ଅପରପାଶ୍ୱର୍ରେ ଯାତାୟତ ସୁବିଧା କରାଯାଇଛି ।

ତେବେ ଯେଉଁ ପାଶ୍ୱର୍ରେ ଯାନବାହନ ଯାତାୟତ କରୁଛନ୍ତି ଉକ୍ତ ରାସ୍ତା ଉପରକୁ ଗଛ ଡାଳ ସବୁ ମାଡି ରହିଥିବାରୁ ବିପରୀତ ଦିଗରୁ ଗାଡି ଆସୁଛି କି ନା ସେ ନେଇ ଚାଳକ ସନ୍ଦିହାନ ହେଉଛନ୍ତି ଫଳରେ ଯାତାୟତ ସମସ୍ୟା ସୃଷ୍ଟି ହୋଇଛି । ଗୁରୁତ୍ୱପୁର୍ଣ୍ଣ ରାସ୍ତା ନିର୍ମାଣ ସମୟରେ ବିଭାଗୀୟ ଅଧିକାରୀ ରହୁନଥିବା ଦେଖିବାକୁ ମିଳିଛି । ଏନେଇ ବିଭାଗୀୟ ଯନ୍ତ୍ରୀ ଦୟାନିଧି ରାୟଗୁରୁ ଙ୍କ ସହ ଯୋଗାଯୋଗ ପରେ ଉକ୍ତ ରାସ୍ତା ନିର୍ମାଣ ଏବେ ଆରମ୍ଭ ହୋଇଛି ଯଦି କୌଣସି ସମସ୍ୟା ସୃଷ୍ଟି ହୁଏ ଏହାର ସମାଧାନ କରାଯିବ ବୋଲି ପ୍ରତିଶୃତି ଦେଇଛନ୍ତି ।

ରାଜସୁନାଖଳା ରେ ଖୋର୍ଦ୍ଧା-ବଲାଙ୍ଗୀର ଜାତୀୟ ରାଜପଥ ଓ ଚାନ୍ଦପୁର ରେ ଖୋର୍ଦ୍ଧା-ବ୍ରହ୍ମପୁର ୧୬ ନମ୍ବର ଜାତୀୟ ରାଜପଥ କୁ ସଂଯୋଗ କରୁଥିବା ଏହି ପ୍ରକଳ୍ପ ନିର୍ମାଣ ହେଲେ ସ୍ଥାନୀୟ ଅଂଚଳ ସମେତ ରାଜ୍ୟ ଓ ରାଜ୍ୟ ବାହାରର ଯାତ୍ରୀମାନେ ଉପକୃତ ହେବାସହ ଗମନାଗମନ ବୃଦ୍ଧି ପାଇବ । ଏଭଳିସ୍ଥଳେ ଉକ୍ତ ପ୍ରକଳ୍ପ ର ସ୍ଥାୟୀତ୍ୱ ନେଇ ଆଶଙ୍କା ପ୍ରକାଶ ପାଇଛି । ବିଭାଗୀୟ କତୃପକ୍ଷ ଏଦିଗରେ ଦୃଷ୍ଟି ଦେବା ଆବଶ୍ୟକ ବୋଲି ସାଧାରଣ ରେ ମତ ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

October 13, 2026
ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

October 13, 2026
EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

EESL AND THERMOGREEN COOL JOIN HANDS TO ADVANCE PASSIVE COOLING AND COOL-ROOF SOLUTIONS FOR A CLIMATE-RESILIENT INDIA

October 13, 2026
ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

ବିରିଡ଼ି ବ୍ଲକ୍ କାର୍ଯ୍ୟାଳୟ ଠାରେ ଯୁଗ୍ମଜନ ଅଭିଯୋଗ ଶୁଣାଣି ଶିବିର

October 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

ରାଜ୍ୟସ୍ତରରେ କୃତୀ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କଲେ ମନ୍ତ୍ର

October 13, 2026
ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

ପାରଳାଖେମୁଣ୍ଡି ଉପକଣ୍ଠ ଦେବିତୀ ଗ୍ରାମ ନିକଟରେ ଜୟମାତାଦି କଲ୍ୟାଣ ମଣ୍ଡପ ଠାରେ ଚାଲିଥିବା ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ ୧୨ ଲକ୍ଷ ଟଙ୍କା ଜବତ ୭୦ ଗିରଫ

October 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version