• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିପଦପୂର୍ଣ୍ଣ ମୁକୁଳା ଟ୍ରାନ୍ସଫର୍ମର, ତାରବାଡ଼ ଘେରାଉ ପାଇଁ ଦାବି

Proprietor Abhimanyu Maharana by Proprietor Abhimanyu Maharana
August 21, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
ବିପଦପୂର୍ଣ୍ଣ ମୁକୁଳା ଟ୍ରାନ୍ସଫର୍ମର, ତାରବାଡ଼ ଘେରାଉ ପାଇଁ ଦାବି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଅଗଷ୍ଟ ଶନିବାର ) ବାଲିଗୁଡା :-  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ବ୍ଲକର ମୁଖ୍ୟ ରାସ୍ତା କଡରେ ବିପଦପୂର୍ଣ୍ଣ ଭାବେ ମୁକୁଳା ହୋଇ ରହିଛି ବିଦ୍ୟୁତ ଟ୍ରାନ୍ସଫର୍ମର ଏଥିପ୍ରତି କାହାର ନିଘା ନାହିଁ । ବିଦ୍ୟୁତ୍ ତାର ଗୁଡିକ ତଳକୁ ଝୁଲି ରହିଛି। ବିଦ୍ୟୁତ ବିଭାଗ ଆଖିରେ ପଟି ବାନ୍ଧିଥିବା ପରି ମନେ ହୁଏ । ରାଇକିଆ ପଞ୍ଚାୟତ ୨ ୱାର୍ଡର ସ୍ଥାନୀୟ ସିଙ୍ଗିଗଡ଼ ଜନଗହଳି ପୂର୍ଣ୍ଣ ରାସ୍ତା ପାର୍ଶ୍ଵରେ ରହିଛି ଏହି ଟ୍ରାନ୍ସଫର୍ମ ।

ପ୍ରତ୍ୟେକ ଦିନ ଏହି ରାସ୍ତା ଦେଇ ସେଣ୍ଟ୍ କ୍ୟାଥରିନ୍ ବାଳିକା ବିଦ୍ୟାଳୟ,ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ଛାତ୍ରଛାତ୍ରୀ, କଲେଜ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଅଭିଭାବକ ଏବଂ ଏସବିଆଇ ବ୍ୟାଙ୍କକୁ ଆସୁଥିବା ଗ୍ରାହକ ସହ ବହୁ ସଂଖ୍ୟକ ଗାଡ଼ି ମଟର ଚଳାଚଳ ହେଉଛି। ପାଚେରୀ କଡ଼ ଟ୍ରାନ୍ସଫର୍ମରକୁ ଲାଗି ଠେଲା ଗାଡ଼ିରେ ଲୋକେ ଜଳଖିଆ ଦୋକାନ କରିଛନ୍ତି।

ସେଠାରେ ବିପଦପୂର୍ଣ୍ଣ ଭାବେ ଠିଆ ହୋଇ ଜଳଖିଆ ଖାଉଛନ୍ତି ଏବଂ ହାତ ଧୂଆ ପାଣି ଜମିକି ରହୁଛି ଏବଂ ଲଗାଣ ବର୍ଷା ଜାରି ରହିଛି। ତେଣୁ ସେଠାରେ କୈାଣସି ଅଘଟଣ ଘଟିବା ପୂର୍ବରୁ ଟ୍ରାନ୍ସଫର୍ମର ଚାରିପଟେ ତାରବାଡ଼ ଘେରାଉ କରିବା ପାଇଁ ବିଦ୍ୟୁତ ବିଭାଗ ଏବଂ ପ୍ରଶାସନ ତତ୍ପର ହେବାପାଇଁ ସାଧାରଣରେ ଦାବି ହେଉଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Ranpur – SUBHADEV  ENTERPRISES  (dishtv)

Ranpur – SUBHADEV  ENTERPRISES  (dishtv)

October 7, 2026
Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

VeDakshata : Creating Pathways to Livelihood for Rural Youth

October 7, 2026
ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

October 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Ranpur – SUBHADEV  ENTERPRISES  (dishtv)

Ranpur – SUBHADEV  ENTERPRISES  (dishtv)

October 7, 2026
Taneira reimagines ‘Solah Shringaar’ for the modern Indian woman with its new Diwali campaign

Taneira reimagines ‘Solah Shringaar’ for the modern Indian woman with its new Diwali campaign

October 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version