• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଖଜୁରୀପଦା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀଣୀ ଙ୍କ ବିରୁଦ୍ଧରେ ଦୁର୍ନୀତି ଓ ଅସଦ ବ୍ୟବହାର ନେଇ ଉପଜିଲ୍ଲପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
August 21, 2022
in ଓଡ଼ିଶା, ଗଜପତି, ହୋମ୍
0
ଖଜୁରୀପଦା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଭାରପ୍ରାପ୍ତ ଅଧିକାରୀଣୀ ଙ୍କ ବିରୁଦ୍ଧରେ ଦୁର୍ନୀତି ଓ ଅସଦ ବ୍ୟବହାର ନେଇ ଉପଜିଲ୍ଲପାଳଙ୍କୁ ସ୍ମାରକ ପତ୍ର ପ୍ରଦାନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ଅଗଷ୍ଟ ଶନିବାର ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ନୂଆଗଡ ବ୍ଲକ ଅନ୍ତର୍ଗତ ଖଜୁରୀପଦା ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରରେ ଦୀର୍ଘ ତିନି ବର୍ଷ ହେଲା ଭାରପ୍ରାପ୍ତ ଚିକିତ୍ସା ଅଧିକାରି ଭାବରେ ଡାକ୍ତର ନିବେଦିତା ସାହୁ କାଯ୍ୟରତ ସମୟରେ ବାରମ୍ବାର ସ୍ବାସ୍ଥ୍ୟ କର୍ମୀ ଓ ଜନସାଧରଣଙ୍କ ପ୍ରତି ଅସଦ ବ୍ୟବହାର କରି ଆସୁଥିଲେ । ସ୍ବାସ୍ଥ୍ୟ କର୍ମୀଙ୍କ ବାରମ୍ବାର ନିବେଦନ ଅନୁରୋଧ ସତ୍ତ୍ଵେବି ଡ଼ାକ୍ତର ନିବେଦିତା ସାହୁଙ୍କ ଦୁର୍ନୀତି ଓ ଅସଦ ବ୍ୟବହାରରେ କୌଣସି ପରିବର୍ତନ ନ ହେବାରୁ ଗୋଷ୍ଟି ସ୍ବାସ୍ଥ୍ୟ କେନ୍ଦ୍ରର ଡ଼ାକ୍ତର ନିବେଦିତା ସାହୁଙ୍କ ଦ୍ଵାରା ନିର୍ଯ୍ୟାତିତ ହୋଇ ଆସୁଥିବାରୁ ବିଭିନ୍ନ ବିଭାଗର କର୍ମଚାରୀ ମାନେ ବାଧ୍ୟ ହୋଇ ଆଜି MPHW (F) ଓ MPHW (M) କର୍ମୀ ମିଳିତ ଭାବରେ ଗଜପତି ଜିଲ୍ଲାପାଳଙ୍କ ଦ୍ଵାରସ୍ତ ହୋଇ ଡ଼ାକ୍ତର ନିବେଦିତା ସାହୁଙ୍କ ବିରୁଦ୍ଧରେ ଅଭିଯୋଗ ପତ୍ର ଆଣିଥିଲେ ଏବଂ ତାଙ୍କୁ ଏଠାରୁ ତୁରନ୍ତ ରିଲିଭ କରିବା ପାଇଁ ଦାବୀ କରିଥିଲେ l

ଜିଲ୍ଲାପାଳ ଶ୍ରୀ ଲିଙ୍ଗରାଜ ପଣ୍ଡାଙ୍କ ନିର୍ଦ୍ଦେଶରେ ଉକ୍ତ ସ୍ମାରକ ପତ୍ର କୁ ଉପଜିଲ୍ଲପାଳ ଶ୍ରୀ ଆଲୋକ କୁମାର ପ୍ରଧାନ ସ୍ମାରକ ପତ୍ର ପ୍ରଦାନ କରିବା ସଙ୍ଗେ ସଙ୍ଗେ ନିର୍ଯ୍ୟାତିତ କର୍ମୀମାନଙ୍କ ବିଭିନ୍ନ ଅଭିଯୋଗ ଯଥା ସ୍ବାସ୍ଥ୍ୟ କର୍ମୀ ମାନଙ୍କ ପ୍ରତୀ ଅଶ୍ଳୀଳ ବ୍ୟବହାର ଧମକ ଏବଂ ବିଭିନ୍ନ ଆଳ ଦେଖାଇ ପଇସା ଆଦାୟ ଯଥା – ଚାକିରି ନିୟମିତର ତଥ୍ୟ ଦେବା ପାଇଁ ଟଙ୍କା ଆଦାୟ, ସ୍ବାସ୍ଥ୍ୟକର୍ମୀ ମାନଙ୍କୁ ଘାଟି ସ୍ଥାନରୁ ସ୍ଥାନାତରିତ କରିବା ପାଇଁ ଟଙ୍କା ଆଦାୟ, କାୟାକଳ୍ପ ପାଇଁ ସରକାରୀ ଦ୍ଵାରା ଲକ୍ଷ୍ୟ ଲକ୍ଷ୍ୟ ଟଙ୍କା ଯୋଜନା ଥିଲେ ମଧ୍ୟ୍ୟ ସମସ୍ତ ସ୍ୱାସ୍ଥ୍ୟକର୍ମୀ ମାନଙ୍କୁ ଠାରୁ ବାଧ୍ୟ କରି ଟଙ୍କା ଆଦାୟ କରିବା, ଆଶା କର୍ମୀ ମାନେ ପ୍ରସବ ପାଇଁ ଆଣିଥିବା ମା ମାନଙ୍କୁ ଗାଳି ଗୁଲଜ କରି ବାଧ୍ୟ ବାଧକ ପଇସା ଆଦାୟ କରିବା,

ପରିବାର ନୟୋ ଜନ ଅପରେସନ ପାଇଁ ମଧ୍ୟ୍ୟ ଗରିବ ନିରୀହ ଲୋକଙ୍କୁ ବାଧ୍ୟ କରି ପଇସା ଆଦାୟ କରୁଥିବା ଏବଂ ଏବଂ ଏହା ସହ ଅନ୍ୟାନ୍ୟ ଅଭିଯୋଗ ନେ଼ଇ ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନଙ୍କୁ କହିବା ସହ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କଲେ ଏବଂ ଉକ୍ତ ସମସ୍ତ ଅଭିଯୋଗ ଶୁଣି ଉପଜିଲ୍ଲାପାଳ ଦୁଃଖ ପ୍ରକାଶ କରିବା ସହ ଜିଲ୍ଲାପାଳଙ୍କୁ ଜଣାଇବି ବୋଲି କହିଲେ ଏବଂ ସ୍ବାସ୍ଥ୍ୟକର୍ମୀ ମାନେ ଏହି ସମସ୍ତ ଅଭିଯୋଗ ଲିଖିତ ଭାବରେ ତା ୨୮.୦୩.୨୦୨୨ ରିଖ ରେ ଗଜପତିର CDMO, ଜିଲ୍ଲାପାଳ, HWD ଭୁବନେଶ୍ୱର ଓ ଉପରିସ୍ତ ସମସ୍ତ ସରକାରୀ ଅଧିକାରୀ ମାନଙ୍କୁ ଅଭିଯୋଗ ଦେଲା ପରେ ଦୀର୍ଘ ୫ ମାସ ହେଲା କୌଣସି କାର୍ଯ୍ୟାନୁଷ୍ଠାନ ନ ହେବାରୁ ପୁନର୍ବାର ଜିଲ୍ଲାପାଳଙ୍କ କାଯ୍ୟାଳୟରେ ଦ୍ଵାରସ୍ତ ହୋଇ ତୁରନ୍ତ ସମସ୍ୟାର ସମଧାନ କରିବା ଏବଂ ସଂପୃକ୍ତ ସ୍ବାସ୍ଥ୍ୟ ଅଧିକାରୀଣୀ ଙ୍କୁ ତୁରନ୍ତ ବଦଳି ଦାବିକରି ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନଙ୍କୁ ଲିଖିତ ଅଭିଯୋଗ ପତ୍ର ପ୍ରଦାନ କଲେ ।

ଯଦି ଏହି ସମସ୍ୟାର ତୁରନ୍ତ ସମାଧାନ ନ କଲେ ଆଗାମୀ ଦିନରେ ସମସ୍ତ ସରକାରୀ ସ୍ବାସ୍ଥ୍ୟକର୍ମୀ ଆନ୍ଦୋଳନ କରିବୁ ବୋଲି କହିଲେ। ଏଠାରେ ସୂଚନା ଯୋଗ୍ୟ ଏହି କି ଯେ ସଂପୃକ୍ତ ଖଜୁରୀପଦାଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟଅଧିକାରୀଣୀ ନିବେଦିତା ସାହୁଙ୍କୁ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ରଚିଠିନଂ୧୩୩୫୨ତାରିଖ,୧୮-୬-୨୦୨୨ ରେ ଏଠାରୁ ଗଞ୍ଜାମ ଜିଲ୍ଲାର ବେଲଗାଁ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ବଦଳି ହୋଇଥିଲେ ମଧ୍ୟ ତାଙ୍କୁ ଏଠାରୁ କାହା ସ୍ୱାର୍ଥରେ ସି ଡ଼ି ଏମ ଓ ରିଲିଭ କରିନାହାନ୍ତି ଏହାର ତଦନ୍ତ ହେବା ଆବଶ୍ୟକ l ନୂଆଗଡ ବ୍ଲକର କେତେକ ଔଷଧ ଦୋକାନୀ ଖଜୁରୀପଦା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ର ଅଧିକାରୀଣି ଙ୍କୁରିଲିଭ ନକରି ରଖିବା ପାଇଁ ବ୍ୟାପକ ଉଦ୍ୟମ କରୁଥିବା ଅଭିଯୋଗ ହେଉଛି ଓ ଶୁଣିବାକୁ ମିଳୁଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version