• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓସ୍‌ମି ପକ୍ଷରୁ ୩୬ତମ ପ୍ରତିଷ୍ଠା ଦିବସ ପାଳନ

Proprietor Abhimanyu Maharana by Proprietor Abhimanyu Maharana
August 21, 2022
in ଓଡ଼ିଶା, ମହାନଗର, ହୋମ୍
0
ଓସ୍‌ମି ପକ୍ଷରୁ ୩୬ତମ ପ୍ରତିଷ୍ଠା ଦିବସ ପାଳନ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୧ ଅଗଷ୍ଟ ରବିବାର) ଭୁବନେଶ୍ୱର :- ଓଡ଼ିଶା ଆସେମ୍ବଲି ଅଫ୍ ସ୍ମଲ ଆଣ୍ଡ୍ ମିଡିୟମ୍ ଏଟଂରପ୍ରାଇଜେସ୍ (ଓସ୍‌ମି) ପକ୍ଷରୁ ୩୬ତମ ପ୍ରତିଷ୍ଠା ଦିବସକୁ ସ୍ୱତନ୍ତ୍ର ଢଙ୍ଗରେ ପାଳନ କରାଯାଉଛି । ଏହି ଅବସରରେ ସଂଘ ପକ୍ଷରୁ ଭୁବନେଶ୍ୱରରେ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ମିଟ୍‌-୨୦୨୨ ଆୟୋଜନ କରାଯିବ । ଏଥି ସହିତ ଭୁବନେଶ୍ୱରର ଜନତା ମୈଦାନ ପ୍ରଦର୍ଶନୀ ପଡ଼ିଆରେ ଚଳିତ ଅଗଷ୍ଟ୨୫ରୁ ୨୮ ପର‌୍ୟ୍ୟନ୍ତ ଜାତୀୟ ସ୍ତରୀୟ ପ୍ରଦର୍ଶନୀ ପ୍ରୋପ୍ୟାକ୍ ଓଡ଼ିଶା-୨୦୨୨ ପ୍ରଦର୍ଶନୀ ଆୟୋଜନ କରାଯିବ । ଏହି ଅବସରରେ ଅଧ୍ୟକ୍ଷ ଗୌରୀ ଶଙ୍କର ଦାଶ, ଉପାଧ୍ୟକ୍ଷ ଜଗଦୀଶ ମିଶ୍ର, ୱମେନ ଉଇଙ୍ଗର ଅଧ୍ୟକ୍ଷା ଜ୍ୟୋତିର୍ମୟୀ ମହାନ୍ତି, ମହାସଚିବ ସାତ୍ୱିକ ସ୍ୱାଇଁ, ଅର୍ଥସଚିବ ଆଦିକନ୍ଦ ରାଉତ, ଜଏଂଟ ସେକ୍ରେଟାରୀ ଏକ୍ସିକ୍ୟୁଟିଭ ଦେବ ମିଶ୍ର, ଚନ୍ଦନା ଦାସ, ସାହିଲ ଅଗ୍ରୱାଲ ପ୍ରମୁଖ ଉପସ୍ଥିତ ରହିଛନ୍ତି ।

ଓଡ଼ିଶା ସରକାର ପ୍ୟାକେଜିଂ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପକୁ ଯଥେଷ୍ଟ ଗୁରୁତ୍ୱ ଦେଉଛନ୍ତି । ଏହା ସରକାରଙ୍କ ପାଇଁ ଅନ୍ୟତମ ଗୁରୁତ୍ୱ କ୍ଷେତ୍ର । ସେହି ପରିପ୍ରେକ୍ଷୀରେ ଓସ୍‌ମି ପକ୍ଷରୁ ପ୍ରୋପ୍ୟାକ୍ ଓଡ଼ିଶା ୨୦୨୨ ଆୟୋଜନ କରିବାକୁ ନିଷ୍ପତି ନିଆଯାଇଛି ଯେଉଁଥିରେ ବିଶେଷ କରି ପ୍ୟାକେଜିଂ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ଉପରେ ଗୁରୁତ୍ୱ ଦିଆଯିବ କାରଣ ଏହି କ୍ଷେତ୍ରରେ ବ୍ୟାପକ ସୁଯୋଗ ରହିଥିବା ବେଳେ ଆଗକୁ ଉଜ୍ଜ୍ୱଳ ଭବିଷ୍ୟତ ରହିଛି । ସାରା ଭାରତରୁ ପ୍ୟାକେଜିଂ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ୪୦ରୁ ଅଧିକ ଶିଳ୍ପ ସଂସ୍ଥା ଏହି ପ୍ରଦର୍ଶନୀରେ ଅଂଶଗ୍ରହଣ କରିବାକୁ ଥିବା ବେଳେ ଇରାନର ଏକ ବହୁଦେଶୀୟ କଂପାନି ମଧ୍ୟ ସାମିଲ ହେବ । ଓଡ଼ିଶାର ବିଭିନ୍ନ ସ୍ଥାନର ୧୦୦ରୁ ଅଧିକ ଏସ୍‌ଏମ୍‌ଇ ଏହି ପ୍ରଦର୍ଶନୀରେ ଭାଗ ନେବେ ।

ଓଡ଼ିଶାରେ ଆୟୋଜନ କରାଯାଉଥିବା ଏହି ପ୍ରଥମ ଧରଣର ପ୍ରଦର୍ଶନୀ ଅଂଶଗ୍ରହଣକାରୀ ଶିଳ୍ପ ସଂସ୍ଥାଗୁଡ଼ିକୁ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବା, ସେମାନଙ୍କ ଉତ୍ପାଦ ଓ ସେବାକୁ ପ୍ରଦର୍ଶିତ କରିବା, ପରସ୍ପର ସହ ଯୋଡ଼ିହେବା ଓ ଚିନ୍ତାଧାରା ଆଦାନପ୍ରଦାନ କରିବାର ଏକ ବୃହତ ମଂଚ ସାବ୍ୟସ୍ତ ହେବ । ଏହା ରାଜ୍ୟର ଏମ୍‌ଏସ୍‌ଏମ୍‌ଇଗୁଡ଼ିକ ପାଇଁ ନୂଆ ବ୍ୟବସାୟ ଓ ନେଟ୍‌ୱର୍କିଂ ସୁଯୋଗକୁ ପ୍ରଦର୍ଶିତ କରିବ ଏବଂ ନୂଆ ବଜାର ଓ ପ୍ରଦର୍ଶନକାରୀଙ୍କ ପାଇଁ ବ୍ୟବସାୟ ସ୍ରୋତ ମଧ୍ୟ ସୃଷ୍ଟି କରିବ ।

ଏହି ଅବସରରେ ଓସ୍‌ମିର ମହାସଚିବ ଶ୍ରୀଯୁକ୍ତ ସାତ୍ୱିକ ସ୍ୱାଇଁ କହିଛନ୍ତି ଯେ, ‘ଆମେ ଆମର ୩୬ତମ ପ୍ରତିଷ୍ଠା ଦିବସ ପାଳନ କରିବାକୁ ଯାଉଥିବା ବେଳେ ଭୁବନେଶ୍ୱରରେ ଆୟୋଜନ ହେବାକୁ ଥିବା ଦୁଇଟି କାର‌୍ୟ୍ୟକ୍ରମ ପ୍ରୋପ୍ୟାକ୍ ଓଡ଼ିଶା ୨୦୨୨ ଓ ଓଡ଼ିଶା ଏମ୍‌ଏସଏମଇ ମିଟ୍ ୨୦୨୨ ବିଷୟରେ ଘୋଷଣା କରି ଅତ୍ୟନ୍ତ ଉଲ୍ଲସିତ । ଜାତୀୟ ଓ ଆନ୍ତର୍ଜାତିୟ ବ୍ରାଣ୍ଡ୍‌ଗୁଡ଼ିକ ସହ ଯୋଡ଼ି ହେବା ଓ ଏକ ବ୍ୟାପକ ବର୍ଗଙ୍କୁ ନିଜ ଉତ୍ପାଦ ଓ ସେବା ପ୍ରଦର୍ଶିତ କରିବାରେ ଏହି ଦୁଇ କାର‌୍ୟ୍ୟକ୍ରମ ଓଡ଼ିଶାର ଏମ୍‌ଏସ୍‌ଏମ୍‌ଇଗୁଡ଼ିକୁ ଶ୍ରେଷ୍ଠ ସୁଯୋଗ ପ୍ରଦାନ କରିବ । ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ମିଟ୍ ୨୦୨୨ରେ ଏହି କ୍ଷେତ୍ରରେ ଉପରେ ଗଭୀର ଅନ୍ତର୍ଦୃଷ୍ଟି ପ୍ରଦାନ କରିବ ଏବଂ ବିଭିନ୍ନ ପ୍ରସଙ୍ଗ ଉପରେ ସାର ଗର୍ଭକ ଆଲୋଚନା ହେବ । ଓଡ଼ିଶାର ଏସ୍‌ଏମ୍‌ଇ ବ୍ୟତୀତ ବହୁ ଜାତୀୟ ସ୍ତରର ସଂସ୍ଥା ଓ କିଛି ବହୁଦେଶୀୟ କଂପାନି ଏଥିରେ ଅଂଶଗ୍ରହଣ କରିବେ ।’’

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଘର ପୋଡ଼ି,ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ

ଘର ପୋଡ଼ି,ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ

July 1, 2026
ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

July 1, 2026
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଘର ପୋଡ଼ି,ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ

ଘର ପୋଡ଼ି,ନଗଦ ଟଙ୍କା ସହ ଲକ୍ଷାଧିକ ଟଙ୍କାର ସମ୍ପତି ନଷ୍ଟ

July 1, 2026
ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

ବରିଷ୍ଠ ସମାଜସେବୀ ତଥା ଠିକାଦାର ପଦ୍ମ ଚରଣ ପାଣିଗ୍ରାହୀଙ୍କ ପରଲୋକ : ବିଭିନ୍ନ ମହଲରୁ ଶୋକ ପ୍ରକାଶ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version