• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟ ଶାସନ ସଚିବ ଦକ୍ଷତା ବିକାଶ ପ୍ରମୁଖ ଶାସନ ସଚିବ ଓ ୫ଟି ସଚିବଙ୍କ ସମ୍ବଲପୁର ଗସ୍ତ

Proprietor Abhimanyu Maharana by Proprietor Abhimanyu Maharana
August 25, 2022
in ଓଡ଼ିଶା, ବରଗଡ଼, ମହାନଗର, ହୋମ୍
0
ମୁଖ୍ୟ ଶାସନ ସଚିବ ଦକ୍ଷତା ବିକାଶ ପ୍ରମୁଖ ଶାସନ ସଚିବ ଓ ୫ଟି ସଚିବଙ୍କ ସମ୍ବଲପୁର ଗସ୍ତ
Share on FacebookShare on TwitterWhatsapp

ଭି.ଏସ୍.ଏସ୍.ୟୁ.ଟି ରୂପାନ୍ତରଣ ନିମନ୍ତେ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ ପାଇଁ ନିର୍ଦ୍ଦେଶ

ମାସମଲେଇ ମନ୍ଦିରରେ ଉନ୍ନୟନ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ସମୀକ୍ଷା

ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ଗୁରୁବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା, ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ୫ ଟି ଶାସନ ସଚିବ ଶ୍ରୀ ଭି.କେ ପାଣ୍ଡିଆନ୍ ଆଜି ସମ୍ବଲପୁର ଜିଲ୍ଲା ଗସ୍ତ କରିଥିଲେ । ପୂର୍ବାହ୍ନରେ ସମ୍ବଲପୁରରେ ପହଞ୍ଚି ଏହି ଉଚ୍ଚସ୍ତରୀୟଟିମ୍ ବୀର ସୁରେନ୍ଦ୍ରସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭି.ଏସ୍.ଏସ୍.ୟୁ.ଟି) ପରିଦର୍ଶନ କରିବା ପୂର୍ବକ ବିଭିନ୍ନ ବିଭାଗ ଓ ଛାତ୍ରାବାସ ବୁଲି ଦେଖିଥିଲେ । ଏହି ସମୟରେ ସେମାନେ ଛାତ୍ରଛାତ୍ରୀ, ପ୍ରାଧ୍ୟାପକ ଓ କର୍ତ୍ତୁପକ୍ଷମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ ।

ଭି.ଏସ୍.ଏସ୍.ୟୁ.ଟିକୁ ସଂପ୍ରସାରଣ ଓ ନବୀକରଣ କରିବା ନିମନ୍ତେ ଏକ ମାଷ୍ଟରପ୍ଲାନ୍ ପ୍ରସ୍ତୁତ କରିବା ପାଇଁ ମୁଖ୍ୟ ଶାସନ ସଚିବ ବିଶ୍ୱବିଦ୍ୟାଳୟ କର୍ତ୍ତୁପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଶ୍ରୀ ମହାପାତ୍ର କହିଥିଲେ ଯେ ଭି.ଏସ୍.ଏସ୍.ୟୁ.ଟିର ସିଟ୍ ସଂଙ୍ଖ୍ୟା ବଢ଼ାଇବା ସହ ବିଶ୍ୱବିଦ୍ୟାଳୟକୁ ଏକ ଉକର୍ଷ କେନ୍ଦ୍ର (ସେଣ୍ଟର ଅଫ୍ ଏକ୍ଲେନ୍ସ୍) ରେ ପରିଣତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ତେଣୁ ଏହି ମାଷ୍ଟରପ୍ଲାନ୍ ସହ ପ୍ରକଳ୍ପ ପ୍ରସ୍ତାବ ତୁରନ୍ତ ପ୍ରସ୍ତୁତ କରି ବୈଷୟିକ ଶିକ୍ଷା ବିଭାଗ ମାଧ୍ୟମରେ ସରକାରଙ୍କୁ ପଠାଇବା ପାଇଁ ସେ ନିର୍ଦ୍ଦେଶ ଦେଇଥିଲେ ।

ପରେ ପରେ ଏହି ସର୍ବୋଚ୍ଚ ପ୍ରଶାସନିକ ଟିମ୍ ସାମାଜିକ ସୁରକ୍ଷା ଏବଂ ଦିବ୍ୟାଙ୍ଗ ସଶକ୍ତିକରଣ ବିଭାଗ ଦ୍ୱାରା ବୈଜାମୁଣ୍ଡାଠାରେ ନିର୍ମାଣ ହୋଇଥିବା ଆଶ୍ରୟସ୍ଥଳୀ ଓ ସମନ୍ୱିତ ସହାୟତା ଓ ଥଇଥାନ କେନ୍ଦ୍ରର ଭିତ୍ତିଭୂମି ଓ ସୁବିଧା ଆଦିର ତନଖି କରିଥିଲେ । ଆଂଶିକଭାବେ କାର୍ଯ୍ୟକାରୀ ହୋଇଥିବା ଏହି କେନ୍ଦ୍ରକୁ ଆସନ୍ତା ୧ ରୁ ୨ ମାସ ମଧ୍ୟରେ ପୂର୍ଣ୍ଣମାତ୍ରାରେ କର୍ମକ୍ଷମ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ଏହି କେନ୍ଦ୍ରର ମାଧ୍ୟମରେ ପ୍ରାୟ ୫୦୦ ରୁ ଉର୍ଦ୍ଧ୍ଵ ଦିବ୍ୟାଙ୍ଗ, ଅସହାୟ ବୃଦ୍ଧ, ଭିକାରୀମାନଙ୍କୁ ଥଇଥାନ କରାଯିବ ।

ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମରେ ରୂପାନ୍ତରିତ କରାଯାଇଥିବା ଲେଡ଼ି ଲୁଇସ୍ ବାଳିକା ଉଚ୍ଚ ବିଦ୍ୟାଳୟ ପରିଦର୍ଶନ ପୂର୍ବକ ସେଠାରେ ନିର୍ମାଣ କରାଯାଇଥିବା ସ୍ମାର୍ଟ କ୍ଲାସ୍ ରୁମ୍, ସ୍ମାର୍ଟ ଲାଇବ୍ରେରୀ, ବିଜ୍ଞାନାଗାର, ଆଇ.ସି.ଟି.ଲ୍ୟାବ୍, ଖେଳ ପଡିଆ ଆଦି ବୁଲି ସେସବୁର ବ୍ୟବହାର ବିଷୟ ନିରୀକ୍ଷଣ କରିଥିଲେ । ପରିଦର୍ଶନ କାଳରେ ୫ ଟି ଶାସନ ସଚିବ ଶିକ୍ଷକ ଶିକ୍ଷୟତ୍ରୀ ଏବଂ ଛାତ୍ରଛାତ୍ରୀମାନଙ୍କ ସହ ସିଧାସଳଖ ଆଲୋଚନା କରିଥିଲେ ।

ନୂଆ ଓ ଆଧୂନିକ ଭିତ୍ତିଭୂମି ସବୁର ଉପଯୁକ୍ତ ବ୍ୟବହାରକରି ବିଦ୍ୟାଳୟରେ ଶୈକ୍ଷିକ ପରିବେଶର ଗୁଣାତ୍ମକ ବୃଦ୍ଧି କରିବା ନିମନ୍ତେ ମୁଖ୍ୟ ଶାସନ ସଚିବ ା୍ରୀ ମହାପାତ୍ର ପ୍ରଧାନ ଶିକ୍ଷକଙ୍କ ସମେତ ସମସ୍ତ ଶିକ୍ଷୟତ୍ରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏଥି ପାଇଁ ସେମାନଙ୍କ ନିମନ୍ତେ ମଧ୍ୟ ନିର୍ଦ୍ଦିଷ୍ଟ ଲକ୍ଷ୍ୟମାନ ଧାର୍ଯ୍ୟ କରାଯାଇଥିଲା । ପରେ ପରେ ଏହି ଟିମ୍ ମାସମଲେଇ ମନ୍ଦିର ଚତୁପାର୍ଶ୍ୱ ବିକାଶ ଓ ସୌନ୍ଦର୍ଯ୍ୟକରଣ ନିମନ୍ତେ ଆରମ୍ଭ ହୋଇଥିବା ପ୍ରଚେଷ୍ଟାର କ୍ଷେତ୍ରସ୍ତରୀୟ ଅଗ୍ରଗତି ଲକ୍ଷ୍ୟ କରିଥିଲେ ।

ମନ୍ଦିର ପରିକ୍ରମା ପ୍ରକଳ୍ପ, ନଦୀ ସମ୍ମୁଖ ବିକାଶ, ମନ୍ଦିର ମଧ୍ୟରେ ସୌନ୍ଦର୍ଯ୍ୟକରଣ କାର୍ଯ୍ୟକ୍ରମ ଆଦିର କ୍ଷେତ୍ରାନ୍ୱୟନକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଓଡ଼ିଶା ବ୍ରିଜ୍ ଓ କନ୍ଷ୍ଟ୍ରକ୍ସନ୍ ନିଗମଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଏହି ଗସ୍ତ ସମୟରେ ଉତ୍ତରାଞ୍ଚଳ ରାଜସ୍ୱ କମିଶନର ଡ଼ଃ ସୁରେନ୍ଦ୍ର ଦଳେଇ, ସମ୍ବଲପୁର ଜିଳ୍ଲାପାଳ ଅନନ୍ୟା ଦାସ, ଏସ୍.ପି. ବି.ଗଙ୍ଗାଧରଙ୍କ ସମେତ ସଂପୃକ୍ତ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଆବଶ୍ୟକୀୟ ତଥ୍ୟ ଉପସ୍ଥାପନ କରିଥିଲେଉମାକାନ୍ତ ମହାପାତ୍ର, ସୂଚନା ଅଧିକାରୀ, ମୁଖ୍ୟ ଶାସନ ସଚିବ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

March 13, 2026
ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

March 13, 2026
ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

ଜାହାନିଆଁ ପୀଠ ଠାରେ “ସୁମନ “ଓ ଶ୍ରୀଅରବିନ୍ଦର ପାଠଚକ୍ର କାର୍ଯ୍ୟକ୍ରମ

March 13, 2026
ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

ଭିଜିଲାନ୍ସ ଜାଲରେ କଣ୍ଟାପଡ଼ା ତହସିଲଦାର,୭ଟି ଦାମୀ ପ୍ଲଟ,୨ଟି ୩ ମହଲା ବିଶିଷ୍ଟ କୋଠା, ନଗଦ ଟଙ୍କା ଜବତ

March 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

ଛୋଟା ଭୀମ୍ କଲେକ୍ସନ୍ ସହ କେନ୍ଦୁଝରରେ ଖୋଲିଲା ଶ୍ରୀଲେଦର୍ସର ନୂତନ ଶୋ’ରୁମ

March 13, 2026
ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

ନୀତିଗତ ସଂସ୍କାର ଏବଂ ସ୍ଥାୟୀ ଖଣି ହେଉଛି ଭାରତର ଖଣିଜ ସୁରକ୍ଷାର ଚାବିକାଠି : ଅରୁଣ କୁମାର

March 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version