• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମେରାପଲି ପଞ୍ଚାୟତର ବନ୍ଧଗୁଡା ଗ୍ରାମ ପୋଖରିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ

Proprietor Abhimanyu Maharana by Proprietor Abhimanyu Maharana
August 26, 2022
in ଅପରାଧ, ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ମେରାପଲି ପଞ୍ଚାୟତର ବନ୍ଧଗୁଡା ଗ୍ରାମ ପୋଖରିରେ ବୁଡି ଜଣେ ଯୁବକଙ୍କ ମୃତ୍ୟୁ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୫ ଅଗଷ୍ଟ ଗୁରୁବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ମେରାପଲି ଗ୍ରାମ ପଞ୍ଚାୟତର ବନ୍ଧାଗୁଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଗାଁ ପୋଖରୀରେ ବୁଡି ଜଣେ ଯୁବକ ଙ୍କ ମୃତ୍ୟୁ ଘଟିଛି l ମୃତକ ଗ୍ରାମର କୃଷ୍ଣ ଚନ୍ଦ୍ର ନାୟକ l ମୋହନା ପୁଲିସ ମୃତ ଦେହ ଜବତ କରି ତଦନ୍ତ କରୁଛି l ପୋଲିସ ସୂତ୍ରରୁ ମିଳିଥିବା ସୂଚନା ପ୍ରକାରେ ବୁଧବାର ସନ୍ଧ୍ୟା ରେ କୃଷ୍ଣ ଗାଁର ଥିବା ପୋଖରୀ କୁ ଗାଧୋଇବାକୁ ଯାଇଥିଲେ l ତେବେ ସେ ରାତି ପର୍ଯ୍ୟନ୍ତ ଆଉ ଘରକୁ ଫେରିନଥିଲେ। ଘରକୁ ନ ଆସିବାରୁ ପରିବାର ଲୋକେ ବହୁ ଖୋଜା ଖୋଜି କରିଥଲେ ।

ତେବେ ରାତିରେ ଗ୍ରାମର ଜଣେ ବ୍ୟକ୍ତି ପୋଖରୀ ତୁଠରେ ଗାମୁଛା ପଡ଼ିଥିବା ଦେଖିଥିଲେ। ସନ୍ଦେହରେ ଗ୍ରାମବାସି ଓ ପାରିବାର ଲୋକେ ପୋଖରୀ ଭିତରେ ଖୋଜା ଖୋଜି କରିବା ପରେ ରାତି ପ୍ରାୟ ଗୋଟାଏ ସମୟରେ କୃଷ୍ଣଙ୍କୁ ପାଣି ଭିତାରୁ ଉଦ୍ଧାର କରିଥଲେ । ଉଦ୍ଧାର କରି ମୋହନା ମେଡ଼ିକାଲକୁ ଆଣିଥିବା ବେଳେ ଡ଼ାକ୍ତର ମୃତ ଘୋଷଣା କରିଥିଲେ l ମୋହନା ଥାନାରେ ୧୦/୨୨ ରେ ଅପମୃତ୍ୟୁ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ପଠାଯିବା ସହ ଘଟଣାର ତଦନ୍ତ ଚାଲିଥିବା ଥାନା ଏସଆଇ କୃଷ୍ଣ ଚନ୍ଦ୍ର ମଲ୍ଲିକ କହିଛନ୍ତି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026
ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

ଚୋରା ବ୍ରାଉନ ସୁଗାର ଜବତ, ଚାରି ଚାଲାଣକାରୀ ଗିରଫ

May 11, 2026
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Russia’s Newfound Love in the Pink City & India’s Echo in the Northern Lights

ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ସହଭାଗୀ କାହାଣୀ କଥନ ଜରିଆରେ ଏକ ମଜଭୁତ ନୂଆ ଅଧ୍ୟାୟକୁ ପ୍ରବେଶ କଲା

May 11, 2026
Russia’s Newfound Love in the Pink City & India’s Echo in the Northern Lights

Russia’s Newfound Love in the Pink City & India’s Echo in the Northern Lights

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version