• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ହେବ ଏମଏସଏମଇ ପାର୍କ : ଅଧିକାରୀ

Proprietor Abhimanyu Maharana by Proprietor Abhimanyu Maharana
August 28, 2022
in ଓଡ଼ିଶା, ଖୋର୍ଦ୍ଧା, ବାଣିଜ୍ୟ, ମହାନଗର, ହୋମ୍
0
ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ହେବ ଏମଏସଏମଇ ପାର୍କ : ଅଧିକାରୀ
Share on FacebookShare on TwitterWhatsapp

ପ୍ରୋପ୍ୟାକ୍ ଓଡ଼ିଶା ୨୦୨୨ ଓ ଓଡ଼ିଶା ଏମ୍‌ଏସ୍‌ଏମ୍‌ଇ ମିଟ୍‌ -୨୦୨୨ ଉଦଯାପିତ

ଓଡ଼ିଶା ତାଜା ନ୍ୟୁଜ (୨୮ ଅଗଷ୍ଟ ରବିବାର ) ଭୁବନେଶ୍ୱର :- ରାଜ୍ୟରେ ଏମଏସଏମଇ ସ୍ଥାପନ ନିମନ୍ତେଥିବା ଭିତିଭୁମିକୁ ଆଧାରକରି ଓଡ଼ିଶା ସରକାର ପ୍ରତ୍ୟେକ ଜିଲ୍ଲାରେ ଏମଏସଏମଇ ପ୍ରତିଷ୍‌ଠା କରିବାକୁ ଯାଉଛନ୍ତି । ପ୍ରୋପ୍ୟାକ ଓଡ଼ିଶା ୨୦୨୨ ର ଉଦଯାପନୀ ସଂନ୍ଧ୍ୟାରେ ନିଜର ମତବ୍ୟକ୍ତ ରଖି ରାଜ୍ୟ ସରକାରଙ୍କ ମୁଖ୍ୟ ଶାସନ ସଚିବ, ଶ୍ରୀଯୁକ୍ତ ସୁରେଶ ମହାପାତ୍ର କହିଛନ୍ତିଯେ, “ଆମେ ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ଏମଏସଏମଇ ପାର୍କ ପ୍ରତିଷ୍ଠା କରିବାକୁ ଯୋଜନା ରଖିଛୁ । ଜମି, ବିଦ୍ୟୁତ ଏବଂ ଜଳ ସମେତ ବିଭିନ୍ନ ଭିତିଭୁମି ସହାୟତା ଯୋଗାଇବା ନିମନ୍ତେ ଇଡ଼କୋକୁ ୪୫୦ କୋଟି ଟଙ୍କାରୁ ଅଧିକ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରଦାନ କରାଯାଇଛି । କୋଭିଡ୍‌-୧୯ ମହାମାରୀ କାରଣରୁ ଗତ ଦୁଇ ବର୍ଷ ଇଣ୍ଡଷ୍ଟ୍ରିଆଲ ସେକ୍ଟର ପାଇଁ ଅତ୍ୟନ୍ତ କଷ୍ଟକର ଥିଲା, ବିଶେଷ କରି ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ପାଇଁ ।

ଭାରତ ସରକାର ଓ ରାଜ୍ୟ ସରକାର ଶିଳ୍ପଗୁଡିକର ପୁନରୁଦ୍ଧାରରେ ସାହାଯ୍ୟ କରିବା ପାଇଁ ସର୍ବୋତମ ଚେଷ୍ଟା କରିଥିଲେ ଏବଂ ସୌଭାଗ୍ୟବଶତଃ ଆମେ ଏହା ସୂଚିତ କରି ଖୁସି ଅନୁଭବ କରୁଛୁ ଯେ, ଅଧିକାଂଶ ଶିଳ୍ପ ପୁଣିଥରେ ପୂର୍ବ ସ୍ଥିତିକୁ ଫେରିପାରିଛନ୍ତି, ବିଶେଷ କରି ଗତ କିଛି ମାସ ମଧ୍ୟରେ ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ର ପୁଣିଥରେ ଆକ୍ରମଣାତ୍ମକ ଭାବେ ସୁଦୃଢ ହୋଇପାରିଛି, ଆଶା କରୁଛୁ ସେମାନେ କୋଭିଡ୍ ୧୯କୁ ପଛରେ ପକାଇ ଆଗକୁ ବଢିପାରିବେ । ମୁଁ ଏଠାରେ କୌଣସି ବ୍ୟକ୍ତିଙ୍କୁ ମାସ୍କ ପିନ୍ଧିଥିବାର ଦେଖୁନାହିଁ, ତେଣୁ ଏହା ସ୍ପଷ୍ଟ ଯେ, ଆମେ ମହାମାରୀକୁ ପରାଜିତ କରିଛୁ । ଓଡିଶା ସରକାର ଗତ ୩ ବର୍ଷ ହେବ ଶିଳ୍ପଗୁଡିକୁ ପ୍ରୋତ୍ସାହିତ କରିବା ପାଇଁ ଅତ୍ୟନ୍ତ ସକ୍ରିୟ ରହିଛନ୍ତି, ବର୍ତମାନ ରାଜ୍ୟ ସରକାର କ୍ଷୁଦ୍ର ଓ ଅଣୁ ଶିଳ୍ପ କ୍ଷେତ୍ର (ଏସ୍‌ଏମ୍‌ଇ), ଏମ୍‌ଏସ୍‌ଏମ୍‌ଇ କ୍ଷେତ୍ରକୁ ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି ।”

ସେହିପରି ରାଜ୍ୟ ଏମ୍‌ଏସ୍‌ଏମ୍‌ଇ, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରତାପ କେଶରୀ ଦେବ କହିଛନ୍ତି, “ ମହାମାରୀ ପୂର୍ବରୁ ଓ ପରେ, ବିଶେଷ କରି ୨୦୧୭ ପରଠାରୁ ରାଜ୍ୟ ସରକାର ଅହେତୁକ ଭାବେ ଶିଳ୍ପାୟନକୁ ପ୍ରୋତ୍ସାହିତ କରିଛନ୍ତି । ଓଡିଶାର ଅଧିକାଂଶ ଲୋକ ଚାକିରି କିମ୍ବା କୃଷି ଉପରେ ନିର୍ଭର କରନ୍ତି । ଉପଯୁକ୍ତ ଭିତିଭୂମିର ଅଭାବ ଓ ଶିଳ୍ପକୁ ନେଇ ମନୋଭାବର ଅଭାବ କାରଣରୁ ପୂର୍ବର ସରକାରମାନେ ଶିଳ୍ପାୟନରେ ଅନେକ ଥର ବିଫଳ ହୋଇଛନ୍ତି । ତେବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳ ଭିତରେ ପ୍ରଥମ ୧୫ ବର୍ଷରେ ଏହି ଭିତିଭୂମି ସୃଷ୍ଟି କରାଯାଇଥିଲା । ଆଜି ଆମ ପାଖରେ ଟେକ୍ନିକାଲ ଟୁଲ୍ ରହିଛି । ନୂଆ ଯୁବପିଢି ହେଉଛନ୍ତି ଭବିଷ୍ୟତ ପିଢିର ଚାଳକ । ଆମକୁ ରିସ୍କ ନେବାକୁ ପଡିବ ଏବଂ ଯୁବପିଢି ଏହି ରିସ୍କ ନେବେ ।

ଓଡିଶାରେ ଭିତିଭୂମି ଓ ପ୍ରତିଭା ଭରପୂର ମାତ୍ରାରେ ରହିଥିବା ବେଳେ ଶିଳ୍ପାୟନକୁ ଆଗକୁ ବଢାଇବା ପାଇଁ ଆମେ ଏମ୍‌ଏସ୍‌ଏମ୍‌ଇର ଆବଶ୍ୟକ କରୁଛୁ । ଓଡିଶାର ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ଏ ଦିଗରେ ପଥପ୍ରଦର୍ଶନକାରୀ ହୋଇପାରିବ । କାରଣ ମୁଁ ଭାବୁଛି ୫୦% ବ୍ୟବସାୟ ଏମ୍‌ଏସ୍‌ଏମ୍‌ଇ ଓ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପରୁ ଆସିପାରିବ । ଆଜି ଯେପରି ଓଏଏସ୍‌ଏମ୍‌ଇରେ ପ୍ୟାକେଜିଙ୍ଗ୍‌କୁ ଗୁରୁତ୍ୱ ଦିଆଯାଇଛି , ଓଏଏସ୍‌ଏମ୍‌ଇ ସେହିପରି ଅନ୍ୟାନ୍ୟ କ୍ଷେତ୍ର ଯେପରିକି ଲାଇଟ୍ ଇଞ୍ଜିନିୟରିଂ, ଇଲେକ୍‌ଟ୍ରୋନିକ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ପ୍ୟାକେଜିଙ୍ଗ୍ ଆଦି ଉପରେ ଗୁରୁତ୍ୱ ଦେବା ଉଚିତ । ଆମକୁ ବର୍ଗୀକରଣ କରିବାକୁ ପଡିବ । କେବଳ ଭୁବନେଶ୍ୱରରେ ନୁହେଁ ରାଜ୍ୟର ଅନ୍ୟ ସହରଗୁଡିକରେ ମଧ୍ୟ ଶିଳ୍ପକୁ ନେଇ ସଚେତନତା ବୃଦ୍ଧି କରାଯିବା ଉଚିତ ।

ନିକଟରେ ମୁଖ୍ୟମନ୍ତ୍ରୀ ଫୁଡ୍ ପ୍ରୋର ଶୁଭାରମ୍ଭ କରିଛନ୍ତି, ଯାହାଦ୍ୱାରା ଏସ୍‌ଏଚ୍‌ଜିଗୁଡିକ ମାଧ୍ୟମରେ ଫୁଡ୍ ପ୍ୟାକେଜିଙ୍ଗ୍‌କୁ ଲୋକଲୋଚନକୁ ଅଣାଯାଇପାରିବ । ଆମକୁ ଶିଳ୍ପରେ ମଧ୍ୟ ଏଭଳି ଭିତିଭୂମି ସୃଷ୍ଟି କରିବାକୁ ହେବ । ରାଜ୍ୟବାସୀ ଏଦିଗରେ ଆଗକୁ ଆସି ସରକାରଙ୍କୁ ସହଯୋଗ କରିବା ପାଇଁ ମୁଁ ନିବେଦନ କରୁଛି ।”ଶ୍ରୀଯୁକ୍ତ ବିଶାଲ୍ ଦେବ୍‌, ରାଜ୍ୟ ଅର୍ଥ ବିଭାଗର ମୁଖ୍ୟ ସଚିବ, କହିଛନ୍ତିଯେ, “ଅଣୁ, କ୍ଷୁଦ୍ର ଏବଂ ମଧ୍ୟମ ଉଦ୍ୟୋଗ (ଏମଏସଏମଇ) ପାଇଁ ବ୍ୟାଙ୍କ ଗୁଡ଼ିକ ଆର୍ଥିକ ଉପଲବ୍ଧତା ନିଶ୍ଚିତ କରିବା ଆବଶ୍ୟକ ରହିଛି । ଶିଳ୍ପ ସଂଗଠନ ସହ ସହଯୋଗ ବଜାୟ ରଖିବାକୁ ଓଡ଼ିଶା ସରକାର ଯୋଜନା ରଖିଛନ୍ତି । ଆମେ ଏମଏସଏମଇର ଆର୍ôଥକ ବିକାଶକୁ ଗୁରୁତ୍ୱପୁର୍ଣ୍ଣବୋଲି ଭାବିଥାଉ । କିନ୍ତୁ ଅଧିକାଂଶ ସମୟରେ ଶିଳ୍ପ ସଂସ୍ଥା ଗୁଡ଼ିକ ପ୍ରାୟତଃ ଆର୍ôଥକ ସମସ୍ୟାର ସମ୍ମୁଖିନ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

ବଳରାମ ନାୟକଙ୍କ ସ୍ମୁତି ଚାରଣ ସଭା

March 18, 2026
ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

ସୁର୍କାବାଡି କାସନ୍ଦା ଓ ଦର୍ପନାରାୟଣପୁର ପଞ୍ଚାୟତରେ ବଢୁଛି ଚୋରା ଦେଶୀ ରନ୍ଧା ମଦ କାରବାର – ହାତ ବାନ୍ଧି ବସିଛି ଅବକାରୀ ବିଭାଗ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

ଖୋର୍ଦ୍ଧାରୋଡ଼ ଡି.ଆର.ଏମ ଭାବେ ଶ୍ରୀ ପି.କେ. ବେହେରାଙ୍କୁ ଅତିରିକ୍ତ ଦାୟିତ୍ୱ

March 18, 2026
ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

ଫୁଲବାଣୀ : ଭଏସ ଅଫ ମିଡ଼ିଆ ସଧାରଣ ପରିଷଦ ବୈଠକ ଅନୁଷ୍ଠିତ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version