• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ଏସ୍‌ଆଇ ସ୍ୱାଗତିକା ମୃତ୍ୟୁ ମାମଲା: ତଦନ୍ତ ଭାର ଡିଏସ୍‌ପି ଙ୍କୁ ଦିଆଗଲା : ଆଇଆଇସିଙ୍କ ବଦଳି ହେଲା

Proprietor Abhimanyu Maharana by Proprietor Abhimanyu Maharana
August 29, 2022
in ଅପରାଧ, ଓଡ଼ିଶା, କନ୍ଧମାଳ, ହୋମ୍
0
ଏସ୍‌ଆଇ ସ୍ୱାଗତିକା ମୃତ୍ୟୁ ମାମଲା: ତଦନ୍ତ ଭାର ଡିଏସ୍‌ପି ଙ୍କୁ ଦିଆଗଲା : ଆଇଆଇସିଙ୍କ ବଦଳି ହେଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୮ ଅଗଷ୍ଟ ରବିବାର ) ବାଲିଗୁଡ଼ା :-  କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଜି.ଉଦୟଗିରି ଥାନାର ମହିଳା ସବ୍‌ ଇନ୍ସପେକ୍ଟର ସ୍ୱାଗତିକା ବେହେରାଙ୍କ ମୃତ୍ୟୁ ମାମଲାରେ ଜି.ଉଦୟଗିରି ଥାନା ଆଇଆଇସି ରେବତୀ ଶବରଙ୍କ ବିରୋଧରେ ଏକ ମାମଲା ରୁଜୁ ହୋଇଛି। ସ୍ୱାଗତିକାଙ୍କ ପରିବାର ପକ୍ଷରୁ କରାଯାଇଥିବା ସବୁ ଅଭିଯୋଗର ତଦନ୍ତ ଜଣେ ଡିଏସପି ପାହ୍ୟାର ଅଧିକାରୀ କରିବେ। ଏନେଇ କନ୍ଧମାଳ ଏସ୍‌ପି ଭିନିତ୍ ଅଗ୍ରୱାଲ ନିଜ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ପରିବାରର ଅଭିଯୋଗ ପରେ ଆଇଆଇସିଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ଅଭିଯୋଗର ତଦନ୍ତ ସରିବା ପର୍ଯ୍ୟନ୍ତ ଜି.ଉଦୟଗିରି ଥାନା ଆଇଆଇସି ରେବତୀ ଶବରଙ୍କ ବଦଳି କରାଯିବ।

ରେବତୀ ଶବରଙ୍କୁ ପୁଲିସ ଜିଲ୍ଲା ମୁଖ୍ୟାଳୟକୁ ବଦଳି କରାଯିବ। ତଦନ୍ତ ରିପୋର୍ଟ ଆସିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ। ସୂଚନା ଥାଇକି, ସ୍ୱାଗତିକାଙ୍କ ଝୁଲନ୍ତା ମୃତଦେହ ତାଙ୍କ ସରକାରୀ କ୍ୱାର୍ଟର୍ସରୁ ମିଳିଥିଲା। ଯାହାପରେ ତାଙ୍କ ପରିବାର ଲୋକେ ଏହି ମୃତ୍ୟୁ ପଛରେ ଆଇଆଇସି ରେବତୀ ଶବର ପକାଉଥିବା ଚାପ ଓ ହାରାସ୍‌ମେଣ୍ଟ ବୋଲି ଅଭିଯୋଗ କରିଥିଲେ। ପରିବାର ଲୋକେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି ଯେ, ସ୍ୱାଗତିକା ୨୦୧୯ରୁ ଜି. ଉଦୟଗିରି ଥାନାରେ ଏସ୍‌ଆଇ ଭାବେ କାର୍ଯ୍ୟରତ ଥିଲେ।

ସେ ଏଠାରେ କାର୍ଯ୍ୟରେ ଯୋଗ ଦେବା ଦିନ ଠାରୁ ମାନସିକ ନିର୍ଯାତନା ପାଉଥିଲେ। ଆଇଆଇସି ରେବତୀ ଶବର ସବୁବେଳେ ତାଙ୍କୁ ଅଭଦ୍ର ଭାଷାରେ ଗାଳିଗୁଲଜ କରୁଥିଲେ। ସ୍ୱାଗତିକା ଯେତେବେଳେ ବି ଘରକୁ ଫୋନ୍ କରୁଥିଲେ ସବୁବେଳେ ଆଇଆଇସିଙ୍କ ଅତ୍ୟାଚାର କଥା କହୁଥିଲେ। ଆଇଆଇସିଙ୍କ ନିର୍ଯାତନା ସହି ହେଉ ନଥିବାରୁ ସେ ଚାକିରି ଛାଡ଼ି ଦେବେ ବୋଲି ମଧ୍ୟ କହୁଥିଲେ। ସେପଟେ ଏତଲା ଉପରେ ପଦକ୍ଷେପ ନିଆଯାଉ ନ ଥିବା ପ୍ରତିବାଦରୁ ଆଜି ଜି. ଉଦୟଗିରି ଥାନା ଆଗରେ ପରିବାର ଲୋକେ ପ୍ରବଳ ସତ୍ୱେ ଧାରଣା ଦେଇଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

June 25, 2026
ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

ନିଶା ନିବାରଣ ସଚେତନତା ରଥ ଜିଲ୍ଲାପାଳଙ୍କ ଦ୍ୱାରା ଉଦ୍ଘାଟିତ

June 25, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ  ସ୍ୱରାଜ୍ୟ ସୀସାଙ୍କ ବିୟୋଗ

କୋରାପୁଟ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସ୍ୱରାଜ୍ୟ ସୀସାଙ୍କ ବିୟୋଗ

June 26, 2026
ଚମତ୍କାର ଔଷଧି – ପୁଦିନାର ମହତ୍ୱକୁ ସାମିଲ କରିଛି ଡାବର ଇଣ୍ଡିଆ ଲିମିଟେଡ

Dabur India Limited inducts the importance of Wonder Herb – Pudina

June 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version