• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶଙ୍ଖଚିଲା ହିଙ୍ଗୁଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସଫଳ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

Proprietor Abhimanyu Maharana by Proprietor Abhimanyu Maharana
August 29, 2022
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ଶଙ୍ଖଚିଲା ହିଙ୍ଗୁଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସଫଳ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୯ ଅଗଷ୍ଟ ସୋମବାର) କୋରାଇ :- କୋରାଇ ବ୍ଲକ ଅନ୍ତର୍ଗତ ଶଙ୍ଖଚିଲା ସ୍ଥିତ ହିଙ୍ଗୁଳା ଉଚ୍ଚ ମାଧ୍ୟାମିକ ବିଦ୍ୟାଳୟ ପକ୍ଷରୁ ଚଳିତ ବର୍ଷ +୨ପରୀକ୍ଷାରେ କୃତିତ୍ୱ ଅର୍ଜ୍ଜନ କରିଥିବା ସଫଳ ଛାତ୍ରଛାତ୍ରୀଙ୍କ ନିମନ୍ତେ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର ଅଧ୍ୟକ୍ଷ ପର୍ଶୁରାମ ମଲ୍ଲିକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥିଭାବେ କୋରାଇର ବିଧାୟକ ଅଶୋକ କୁମାର ବଳ ଯୋଗ ଦେଇଥିଲେ । ସାଂସ୍କୃତିକ ବିଭାଗର ସଂଯୋଜକ ଅଧ୍ୟାପକ ଗୋବିନ୍ଦ ଚନ୍ଦ୍ର ବେହେରା ସଭା ସଂଚଳାନା କରିଥିଲା ବେଳେ ମୁଖ୍ୟବକ୍ତା ଭାବେ ଇନ୍ଦିରା ଗାନ୍ଧୀ ମହିଳା ଡିଗ୍ରୀ ମହାବିଦ୍ୟାଳୟର ଅଧ୍ୟାପକ ମଳୟ କୁମାର ମଲ୍ଲିକ ଯୋଗ ଦେଇଥିଲେ ।

ସମ୍ମାନୀତ ଅତିଥିଭାବେ ଜିଲାପରିଷଦ ଅଧ୍ୟକ୍ଷା ନଳିନୀପ୍ରଭା ଜେନା, କୋରାଇ ବ୍ଲକ ଅଧ୍ୟକ୍ଷା ଜୟନ୍ତୀ ଦଳାଇ, ଖମଣ ପଂଚାୟତର ସରପଂଚ ଜୟନ୍ତୀ ରାଉତ, ପରିଚଳନା ପରିଷଦର ପୂର୍ବତନ ସଂପାଦକ ଶିବପ୍ରସାଦ ବେହେରା, ପୂର୍ବତନ ସଭ୍ୟ ଦିଲ୍ଲୀପକୁମାର ସାହୁ, ପୂର୍ବତନ ସରପଂଚ କୈଳାସଚନ୍ଦ୍ର ସାହୁ, ସମାଜେସେବୀ କାଶିନାଥ ସାହୁ ପ୍ରମୁଖ ଯୋଗଦେଇ ଶିକ୍ଷା ଓ ଶୈକ୍ଷିକ ବାତାବରଣ ଉପରେ ଆଲୋକପାତ କରିଥିଲେ । ଅଧ୍ୟାପକ ଉପେନ୍ଦ୍ର ନାଥ ନାୟକ ଅତିଥି ପରିଚୟ ପ୍ରାଦାନ କରିଥିଲା ବେଳେ କ୍ରୀଡାଶିକ୍ଷକ ପୀତା ମ୍ବର ବେହେରା ସ୍ୱାଗତ ଭାଷଣ ଦେଇଥିଲେ ।

ଅଧ୍ୟାପିକା ଡକ୍ଟର ସ୍ୱପ୍ନାମାନସୀ ପୃଷ୍ଟି ଓ ଅଧ୍ୟାପିକା ସୁମିତ୍ରା ସ୍ୱାଇଁଙ୍କ ସଂଯୋଜନାରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ କେଲଜର ଟପର ଇପ୍ସିତା ଙ୍କ ସମେତ ରୋହିତକୁମାର ସାହୁ, ରୁଦ୍ରନାରାୟଣ ସାହୁ, ରାଜଶ୍ରୀ ସାହୁ, ଇତିଶ୍ରୀ ମାଝୀ, କମଳଲୋଚନ ସାହୁ, ଅମିତ କୁମାର ପରମାଣିକ, ଆକାଶ ତ୍ରିପାଠୀ, ସୁଦାମ ଚରଣ ସାହୁ, ପ୍ରିୟବ୍ରତ ସାହୁ ପ୍ରମୁଖ ସଫଳତା ପାଇଥିବା ୧୦ଜଣକୃତୀ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଓ ଫଳକ ଦେଇ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା ।

ସେହିପରି ପ୍ରତ୍ୟେକ ବିଷୟରେ ସର୍ବାଧିକ ନମ୍ବର ରଖିଥିବା ୮ଜଣଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ବେଳେ ଏନଏସଏସରେ ୧୫ଜଣ, ପ୍ରଥମ ବର୍ଷ ବାର୍ଷିକ ପରୀକ୍ଷାରେ ପ୍ରଥମ, ୨ୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା କୃତୀଛାତ୍ରଛାତ୍ରୀଙ୍କୁ ମଧ୍ୟ ଏହି ଅବସରରେ ସମ୍ବର୍ଦ୍ଧିତ କରାଯାଇଥିଲା । ସମ୍ବର୍ଦ୍ଧନା ଉତ୍ସବରେ ବିଧାୟକ ଶ୍ରୀ ବଳ ଶୈକ୍ଷିକ ଭିତିଭୂମିର ଉନ୍ନତି ଲାଗି କଲେଜକୁ ୧୦ଲକ୍ଷ ଟଙ୍କା ଅନୁଦାନ ଦେବାକୁ ଘୋଷଣା କରିଥିଲେ । ଏହି ଅବସରରେ ସମସ୍ତ ଅତିଥିଙ୍କୁ ଅନଉଷ୍ଠାନ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷାଙ୍କ ପ୍ରତିନିଧି ପରମଶ୍ୱେର ମଲ୍ଲିକ, ସରପଂଚଙ୍କ ପ୍ରତିନିଧି ପରୀକ୍ଷିତ ରାଉତ, ସାଂସଦ ପ୍ରତିନିଧି ଅଶୋକୁମାର ବେହେରା, ଡିଜିଟାଲ ସଂପାଦକ କୁନାଚନ୍ଦ୍ର ପାଢୀ, ଶିକ୍ଷାବିତ ମଦନମୋହନ ବେହେରା, ଲକ୍ଷ୍ମୀନଗର ସରପଂଚ ଇଂ ସର୍ବେଶ୍ୱର ସାହୁ, ବିଦ୍ୟାଧର ସାହୁ, ଭାସ୍କର ପୃଷ୍ଟି, ଶ୍ରୀଧର ଦାସ, ଶରତକୁମାର ପୃଷ୍ଟି ପ୍ରମୁଖ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ଅଧ୍ୟାପକ କପିଳେନ୍ଦ୍ର ମାଝୀ,

ନିର୍ମଳରଞ୍ଜନ ସାହୁ, ଉପେନ୍ଦ୍ରନାଥ ନାୟକ, ଜୟନ୍ତ କୁମାର ମଲ୍ଲିକ, ପବିତ୍ରକୁମାର ସାହୁ, ଅଶୋକକୁମାର ମଲ୍ଲିକ, ବସନ୍ତକୁମାର ସାହୁ, ନୀଳମଣି ମଲ୍ଲିକ, ଅଭୟକୁମାର ବେହୁରା ଓ ନାରାୟଣ ବାରିକ ପ୍ରମୁଖ ଅଧ୍ୟାପକ/ଅଧ୍ୟାପିକା ଓ କର୍ମଚାରୀ ପରିଚାଳନାରେ ସହାୟତା କରିଥିଲେ । ସମସ୍ତ ଛାତ୍ର/ଛାତ୍ରୀ ଓ ଅଭିଭାବକ ଆଦି ଉପସ୍ଥିତ ରହିଥିଲା ବେଳେ ଅଧ୍ୟାପକ ପବିତ୍ର କୁମାର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version