• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନର୍ଲା ବଳଭଦ୍ରେଶ୍ୱରଙ୍କ ଠାରେ ନବାନ୍ନ ଲାଗି ଶୁଭ ଲଗ୍ନ – ନର୍ଲା ଚଳଚଞ୍ଚଳ

Proprietor Abhimanyu Maharana by Proprietor Abhimanyu Maharana
September 1, 2022
in ଓଡ଼ିଶା, କଳାହାଣ୍ଡି, ହୋମ୍
0
ନର୍ଲା ବଳଭଦ୍ରେଶ୍ୱରଙ୍କ ଠାରେ ନବାନ୍ନ ଲାଗି ଶୁଭ ଲଗ୍ନ – ନର୍ଲା ଚଳଚଞ୍ଚଳ
Share on FacebookShare on TwitterWhatsapp

ଓଡ଼ିଶା ତାଜାନ୍ୟୁଜ (୩୧ ଅଗଷ୍ଟ ବୁଧବାର) କଳାହାଣ୍ଡି :- ନର୍ଲାସ୍ଥିତ ବଳଭଦ୍ରେଶ୍ୱର ମହାଦେବ ପୀଠରେ ନବାନ୍ନ ଲାଗି ଶୁଭ ଲଗ୍ନ ନିର୍ଘଣ୍ଟ କରାଯାଇଛି। ଇଂରାଜୀ ୧/୯/୨୦୨୨ ରିଖ ଭାଦ୍ର ଶୁକ୍ଳ ପକ୍ଷ ପଞ୍ଚମୀ ଗୁରୁବାର ଦିବା ଘ୧୦/୪୫ ମିନିଟ ଠାରୁ ଘ ୧୧/୫୫ ମି ମଧ୍ୟରେ ଏହି ନବାନ୍ନ ଲାଗି ସ୍ଥିର କରାଯାଇଛି । ମନ୍ଦିର ପରିଚାଳନା କମିଟିର ସଭାପତି ଚିରଞ୍ଜିବୀ ଗୈାଡିଆ, ଚନ୍ଦ୍ରଶେଖର ପୁଝାରୀ, ମନବୋଧ ସାହୁ, ଅମ୍ବିକା ପଟ୍ଟନାୟକ, କେତନ ନାଏକ ପ୍ରମୁଖ ନବାନ୍ନ ସକାଶେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ପର୍ବ ନବାନ୍ନ ସକାଶେ ନର୍ଲା ଅଞ୍ଚଳ ମଧ୍ୟ ଚଳଚଞ୍ଚଳ ହୋଇପଡିଛି । ଚଳିତ ବର୍ଷ ବେଶ ଆଡମ୍ବର ସହକାରେ ଏହି ପରମ୍ପରାର ପର୍ବ ପାଳନ ପାଇଁ ପୂର୍ବ ପ୍ରସ୍ତୁତି ଆରମ୍ଭ ହୋଇଥିବା ବେଳେ ନୂଆଁଖାଇ ପାଇଁ ଜନସାଧାରଣ ନୂଆ ଧାନ, ଚୂଡା,ଗୁଡ଼, ନୂଆ ପୋଷାକ ଆଦି ସଂଗ୍ରହ ଆରମ୍ଭ କଲେଣି । ନବାନ୍ନ ବାସୀ ସହ ନୂଆଁଖାଇ ଜୁହାର, ଭେଟଘାଟ ସକାଶେ ମଧ୍ୟ ବିଭିନ୍ନ ସଂଗଠନର ଆୟୋଜନ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଁଚିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

Eastern India Regional Students’ Conference–2026 to be Held at Bhubaneswar

May 8, 2026
ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

ଭୁବନେଶ୍ୱରରେ ଆୟୋଜିତ ହେବ ଇଷ୍ଟର୍ଣ୍ଣ ଇଣ୍ଡିଆ ରିଜିଓନାଲ ଷ୍ଟୁଡେଣ୍ଟ୍‌ସ କନ୍‌ଫେରେନ୍ସ-୨୦୨୬

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

“ଦେଶ ବିଦେଶ” ର ସ୍ଵନକ୍ଷେତ୍ର ଦିବସ ପାଳିତ 

May 8, 2026
Advento Communications Honored for Excellence in  PR Services

Advento Communications Honored for Excellence in PR Services

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version