• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆର୍ଯ୍ୟସମାଜ ପକ୍ଷରୁ ଗରିବ ଲୋକଙ୍କ ପାଇଁ କଲ୍ୟାଣ ମଣ୍ଡପ ଉଦ୍‌ଘାଟିତ

Proprietor Abhimanyu Maharana by Proprietor Abhimanyu Maharana
September 2, 2022
in ଓଡ଼ିଶା, ମହାନଗର, ହୋମ୍
0
ଆର୍ଯ୍ୟସମାଜ ପକ୍ଷରୁ ଗରିବ ଲୋକଙ୍କ  ପାଇଁ  କଲ୍ୟାଣ ମଣ୍ଡପ ଉଦ୍‌ଘାଟିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୨ସେପ୍ଟେମ୍ବର ଶୁକ୍ର ବାର) ଭୁବନେଶ୍ୱର :- ସମାଜ ସଂସ୍କାରର ଏକ ନୂତନ ବାର୍ତ୍ତା ଦେବା ପାଇଁ ଆର୍ଯ୍ୟସମାଜ, ଓଡ଼ିଶାର ଏକ ଅଭିନବ ପ୍ରୟାସ ଆଜି ଦେଖିବାକୁ ମିଳିଛି । ଭୁବନେଶ୍ୱର ଚନ୍ଦ୍ରଶେଖରପୁରସ୍ଥ ଶ୍ରୀ ଅରବିନ୍ଦ ନଗରଠାରେ ପତିହରା ‘ମା’ମାନେ ଯେ ସମସ୍ତ ଶୁଭକର୍ମ କରିପାରିବେ ଓ ଯଜ୍ଞରେ ଭାଗ ନେଇ ଆହୂତି ଦେଇପାରିବେ, ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ବୋଲି ଆର୍ଯ୍ୟ ସମାଜ, ଓଡ଼ିଶାର ଅଧ୍ୟକ୍ଷ ଡଃ ଆର୍ଯ୍ୟକୁମାର ଜ୍ଞାନେନ୍ଦ୍ର କହିଛନ୍ତି । ପବିତ୍ର ଗଣେଶ ପୂଜା ଅବସରରେ ସ୍ୱାମୀ ଦୟାନନ୍ଦ ସର୍ଭିସ ମିଶନ ପକ୍ଷରୁ ଅର୍ଥନୈତିକ ଦୁର୍ବଳ ଶ୍ରେଣୀର ବ୍ୟକ୍ତିବିଶେଷଙ୍କୁ କଲ୍ୟାଣ ମଣ୍ଡପ ଯୋଗାଇ ଦେବା ପାଇଁ ଆର୍ଯ୍ୟ ସନ୍ନ୍ୟାସୀ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀଙ୍କ ସ୍ୱପ୍ନକୁ ସାକାର କରିବା ପାଇଁ ଶ୍ରୀ ଅରବିନ୍ଦନଗରସ୍ଥ ସ୍ୱାମୀ ବ୍ରହ୍ମାନନ୍ଦ ଭବନ ପରିସରରେ ଶଶୀଭୂଷଣ ବହୁମୁଖୀ ମଣ୍ଡପକୁ ଶ୍ରୀମତୀ ସାବିତ୍ରୀ ରାଉତ ଓ ପୁରୀ ଜିଲ୍ଲା ପରିଷଦର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ମଞ୍ଜୁ ମହାନ୍ତି ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରି ଆର୍ଯ୍ୟ ସମାଜର ଏହି ଅଭିନବ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ ।

ଏହି ‘ମା’ମାନଙ୍କୁ ଉଦ୍‌ଘାଟନ କାର୍ଯ୍ୟରେ ପ୍ରଫେସର ଡଃ କନକ ମଞ୍ଜରୀ ମିଶ୍ର, ଶ୍ରୀମତୀ ଆରତୀ ଜ୍ଞାନେନ୍ଦ୍ର, ଶ୍ରୀମତୀ ନମିତା ମହାପାତ୍ର ଓ ଡଃ ନିବେଦିତା ପଟ୍ଟନାୟକ ସହଯୋଗ କରିଥିଲେ । ଡଃ ଜ୍ଞାନେନ୍ଦ୍ରଙ୍କ ପୌରହିତ୍ୟରେ ଅନୁଷ୍ଠିତ ଧର୍ମସଭାରେ ଆର୍ଶୀବଚନ ଦେଇ ବିଶିଷ୍ଟ ସନ୍ଥ ପରମହଂସ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀ କିହଲେ ଯେ, ୧୮୭୫ ମସିହାରେ ମହର୍ଷି ଦୟାନନ୍ଦ ସରସ୍ୱତୀ କୁସଂସ୍କାର, ଜାତିପ୍ରଥା ବିରୁଦ୍ଧରେ ସ୍ୱର ଉତ୍ତୋଳନ କରିଥିଲେ ଆଜି ମଧ୍ୟ ତାର ଆବଶ୍ୟକତା ରହିଛି । ଦିବ୍ୟ ଜୀବନ ସଂଘର ସନ୍ଥ ସ୍ୱାମୀ ଶିବଚିଦାନନ୍ଦ ସରସ୍ୱତୀ ତାଙ୍କ ଆର୍ଶୀବଚନରେ ଓଡ଼ିଶାରେ ଆର୍ଯ୍ୟସନ୍ନ୍ୟାସୀ ସ୍ୱାମୀ ବ୍ରହ୍ମାନନ୍ଦ ସରସ୍ୱତୀଙ୍କୁ ଦ୍ୱିତୀୟ ଗୋପବନ୍ଧୁ ବୋଲି କହିଥିଲେ ।

ବିଶିଷ୍ଟ ସଂସ୍କୃତ ବିଦ୍ୱାନ ପ୍ରଫେସର ଡଃ ହରେକୃଷ୍ଣ ଶତପଥୀ ଓଡ଼ିଶାରେ ସଂସ୍କୃତ ଭାଷାକୁ ଲୋକାଭିମୁଖୀ କରିବା ପାଇଁ ସାରା ଓଡ଼ିଶାରେ ୩୦ରୁ ଅଧିକ ଗୁରୁକୁଳ ସ୍ୱାମୀ ବ୍ରହ୍ମାନନ୍ଦ କେବଳ ସ୍ଥାପନ କରିନଥିଲେ ସମାଜର ଅବହେଳିତ ବର୍ଗର ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ସ୍ରୋତକୁ ଆଣି ପ୍ରତିଷ୍ଠିତ କରାଇଛନ୍ତି । କିନ୍ତୁ ଅତ୍ୟନ୍ତ ଦୁଃଖର ବିଷୟ ଆମ୍ଭେ ତାଙ୍କର କୀର୍ତ୍ତିକୁ ଭୁଲିଯାଉଛେ । ବିଶିଷ୍ଟ ଅତିଥି ବାବା ଅଭିରାମ ସରସ୍ୱତୀ, ବାବା ବାଳକାନନ୍ଦ ଦାସ, ସ୍ୱାମୀ ଦୟାନନ୍ଦ ସର୍ଭିସ ମିଶନ ଅର୍ଥନୈତିକ ଦୁର୍ବଳ ଶ୍ରେଣୀର ବ୍ୟକ୍ତିବିଶେଷଙ୍କ ପାଇଁ ଏଭଳି ମହତ୍ କାର୍ଯ୍ୟ କରିଥିବାରୁ ଧନ୍ୟବାଦର ପାତ୍ର ବୋଲି କହିଥିଲେ । ମୁଖ୍ୟବକ୍ତା ବିଶିଷ୍ଟ ବେଦ ପ୍ରବଚକ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା ବେଦର ପ୍ରତ୍ୟେକ ମନ୍ତ୍ର ବିଶ୍ୱର କଲ୍ୟାଣ ପାଇଁ ଉଦ୍ଦିଷ୍ଟ ଓ ଗୁରୁକୂଳୀୟ ଶିକ୍ଷା ପଦ୍ଧତିରେ ଛାତ୍ରଛାତ୍ରୀ ସଂସ୍କାରୀ ହୁଅନ୍ତି ବୋଲି କହିଥିଲେ । ଏହି ଅବସରରେ ଗାଡ଼କଣର ମୁରବୀ ତଥା ପ୍ରଥମ କାଉନସିଲର ବଟକୃଷ୍ଣ ନନ୍ଦଙ୍କୁ ସମାଜସେବୀ ପୃଥ୍ୱୀବଲ୍ଲଭ ପଟ୍ଟନାୟକ ସମ୍ବର୍ଦ୍ଧିତ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସୁବାର୍ତ୍ତାର ସମ୍ପାଦକ ପ୍ରଦ୍ୟୁମ୍ନ ଶତପଥୀ, ସ୍ୱାମୀ ମୁକ୍ତାନନ୍ଦ ସରସ୍ୱତୀ, ପ୍ରଫେସର ଡଃ ବୁଦ୍ଧଦେବ ମିଶ୍ର, ପୂର୍ବତନ କୁଳପତି ନରେନ୍ଦ୍ର କୁମାର ମିଶ୍ର, ନ୍ୟାୟମୂର୍ତ୍ତି ମନୋରଞ୍ଜନ ମହାନ୍ତି, ଅନନ୍ତ ବଳିଆ ଟ୍ରଷ୍ଟର ଟ୍ରଷ୍ଟି ମନୁ ଭାଇ ପ୍ରମୁଖ ରାଜଧାନୀରେ ଏହି କାର୍ଯ୍ୟକ୍ରମ ଏକ ଉଦାହରଣ ସୃଷ୍ଟି କରିଛି ବୋଲି ବକ୍ତବ୍ୟ ରଖିଥିଲେ । ଏହି ଉପଲକ୍ଷେ ଆୟୋଜିତ ବୈଦିକ ଯଜ୍ଞକୁ ପଣ୍ଡିତ ବିନୋଦ ବିହାରୀ ଦାସ ପରିଚାଳନା କରିଥିଲେ ।

କାର୍ଯ୍ୟକ୍ରମ ପ୍ରାରମ୍ଭରେ ଡଃ ସୀତାବଲ୍ଲଭ ମହାପାତ୍ର ସ୍ୱାଗତ ଭାଷଣ ଓ ଡଃ ମନୋଜ ଲେଙ୍କା ଧନ୍ୟବାଦ ଅର୍ପଣ କରିଥିଲେ । ଯଜ୍ଞରେ ଜଜମାନ ଭାବେ ଶିକ୍ଷାବିତ୍‌ ଡଃ ବଦ୍ରୀନାଥ ପଟ୍ଟନାୟକ ଓ ଡଃ ସୌରେନ୍ଦ୍ର କୁମାର ମହାପାତ୍ର ସସ୍ତ୍ରୀକ ଅଂଶଗ୍ରହଣ କରିଥିଲେ । ସମସ୍ତ କାର୍ଯ୍ୟକ୍ରମକୁ ସମାଜସେବୀ ବରୁନରାଜ, ନଳିନୀକାନ୍ତ ରାଉତ, ଭବାନୀକାନ୍ତ ରାଉତ, ଜନ୍ମେଜୟ ନାୟକ ପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version