• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ମୋହନା ବ୍ଲକର ଡ୍ରାଇଭର ମହାସଂଘ ପକ୍ଷରୁ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
September 2, 2022
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ମୋହନା ବ୍ଲକର ଡ୍ରାଇଭର ମହାସଂଘ ପକ୍ଷରୁ ରାଷ୍ଟ୍ରୀୟ ଡ୍ରାଇଭର ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୨ସେପ୍ଟେମ୍ବର ଶୁକ୍ର ବାର) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ଡ଼୍ରାଇଭର ମହାସଂଘ ପକ୍ଷରୁ ରାଷ୍ଟ୍ରୀୟ ଡ଼୍ରାଇଭର ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ବ୍ଲକର ଶତାଧିକ ଡ଼୍ରାଇଭର ଯୋଗଦେଇ ମୋହନା ବଜାର ସଫେଇ କରିଥିଲେ l ସ୍ଥାନୀୟ ହାଇସ୍କୁଲ ଛକରୁ ସଫେଇ ଆରମ୍ଭ କରିଥିଲେ l ଏହା ପରେ ବସଷ୍ଟାଣ୍ଡ, ପଣ୍ଡାଛକ, ମୁଖ୍ୟ ବଜାର, ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଛକରେ ସଫେଇ କରି ଡ଼୍ରାଇଭର ମହାସଂଘ କାର୍ଯ୍ୟଳୟରେ ପହଞ୍ଚିଥିଲେ l

ସେଠାର ଲୋକଙ୍କୁ ସଫେଇ ଅଭିଯାନ ବିଷୟରେ ସଚେତନ କରାଇଥିଲେ ଡ୍ରାଇଭର ମାନେ l ଏହା ପରେ ଡ଼୍ରାଇଭର ମହାସଂଘ କାର୍ଯ୍ୟଳୟରେ କେକ୍ କଟାଯାଇଥିଲା l ଏହି କାର୍ଯ୍ୟକ୍ରମକୁ ମୋହନା ଡ଼୍ରାଇଭର ମହାସଂଘର ସଭାପତି ବିଜୟ ବେହେରଦଳାଇ, ଉପ ସଭାପତି ରତ୍ନାକର ବଳିଆରସିଂ, ସମ୍ପାଦକ ସୁଶାନ୍ତ କୁମାର ପୂଜାରୀ, ସହସମ୍ପାଦକ ସତ୍ୟ ପାତ୍ର, କୋଷାଧ୍ୟକ୍ଷ ବାବୁଲି ଗୌଡ଼ ଓ ବ୍ଲକ ସଂଯୋଜକ ରଞ୍ଜନ ଜାନୀ ପ୍ରମୁଖ ପରିଚାଳନା କରିଥିଲେ l ଗତ କିଛି ଦିନ ତଳେ କେରlଖାଲ ଗାଁର ଜଣେ ଡ୍ରାଇଭରଙ୍କ ପତ୍ନୀଙ୍କ ଶବକୁ ବୋହି ଭରା ନଈ ପାର କରି ଶ୍ମଶାନରେ ଶବ ସତ୍କାର କରି ଚର୍ଚ୍ଚାରେ ଥିବା ମୋହନା ଡ୍ରାଇଭର ସଂଘର ଏଭଳି କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ସ୍ଥାନୀୟ ଲୋକେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

ଖଣ୍ଡପଡା ଅଞ୍ଚଳରେ ଶାରଦୀୟ ଦୁର୍ଗାପୂଜା ଆରମ୍ଭ

October 18, 2026
ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ

ପାଣି ମିଟର ଚୋରି ପରେ ଏବେ ପାଣି ଚାମ୍ବର ଉପରେ ପଡିଥିବା ସିମେଣ୍ଟ କଂକ୍ରିଟ ସ୍ଲାବ ଗୁଡିକୁ ଭଙ୍ଗାରୁଜା କରୁଛନ୍ତି ଦୁବୃର୍ତ୍ତ

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

ମଞ୍ଚରେ ଝଲସିଲା ଛାତ୍ରଛାତ୍ରୀଙ୍କ ପ୍ରତିଭା, ଉଦ୍‌ଯାପିତ ହେଲା ମଝିଆଖଣ୍ଡ କ୍ଲଷ୍ଟରସ୍ତରୀୟ ‘ସୁରଭି-୨୦୨୬’

October 19, 2026
ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

ଜ୍ୟୋତିର୍ମୟୀଙ୍କ ଆତ୍ମଜୀବନୀ ‘ଥମିନି ଜୀବନ ସ୍ରୋତ’ ଲୋକାର୍ପିତ

October 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version