• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚନ୍ଦାହାଣ୍ଡି ବ୍ଲକର ଦୁର୍ଗମ ଅଞ୍ଚଳ କୁହୁଡ଼ି ଗ୍ରାମ ପଞ୍ଚାୟତ ଗସ୍ତକରି ଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ – ପ୍ରକାଶ ଚନ୍ଦ୍ର ମାଝୀ

Proprietor Abhimanyu Maharana by Proprietor Abhimanyu Maharana
May 26, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ଚନ୍ଦାହାଣ୍ଡି ବ୍ଲକର ଦୁର୍ଗମ ଅଞ୍ଚଳ କୁହୁଡ଼ି ଗ୍ରାମ ପଞ୍ଚାୟତ ଗସ୍ତକରି ଲୋକଙ୍କ ସମସ୍ୟା ବୁଝିଲେ  ବିଧାୟକ  – ପ୍ରକାଶ ଚନ୍ଦ୍ର ମାଝୀ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୨୬ ମଇ, ମଙ୍ଗଳବାର) ଚନ୍ଦାହାଣ୍ଡି :- ଚନ୍ଦାହାଣ୍ଡି ବ୍ଲକର ଦୁର୍ଗମ ଅଞ୍ଚଳ କୁହୁଡି ଗ୍ରାମ ପଞ୍ଚାୟତ କୁ ବିଧାୟକ ଝରିଗାଁ ଇଂ.ପ୍ରକାଶ ଚନ୍ଦ୍ର ମାଝୀଙ୍କ ଗସ୍ତ । କରୋନା ମହାମାରୀ କୁ ଭୟଭୀତ ନ ହୋଇ ସଚେତନ ରହିଲେ ସୁରକ୍ଷିତ ରହିବା ତତ ସହିତ ପ୍ରବାସୀ ଭାଇଭଉଣୀ ମାନଙ୍କୁ ସଙ୍ଘରୋଧ ଗୃହରେ ରହିବାକୁ ପରାମର୍ଶ ଦେବା ସହ ସେମାନଙ୍କର ଯତ୍ନ ନେବାକୁ ପଂଚାୟତ ବାସୀଙ୍କୁ ବୁଝାଇଥିଲେ । ଏହି ଅବସରରେ ମାନ୍ୟବର ବିଧାୟକ କୁହୁଡି ଗ୍ରାମ ପଞ୍ଚାୟତର ସରପଞ୍ଚ, ସମିତି ସଭ୍ୟ, ୱାଡ଼ସଭ୍ୟସଭ୍ୟା ଓ ଜନସାଧାରଣଙ୍କୁ ଏ ଅଞ୍ଚଳର ସୁବିଧା ଅସୁବିଧା ପଚାରି ବୁଝିଥିଲେ । ପେନସନ,ଗ୍ରାମୀଣ ଆବାସ, ବିଜୁପକାଘର, ଖାଉଟି ସାମଗ୍ରୀ ଓ ଅନ୍ୟାନ୍ୟ ସରକାରୀ ଯୋଜନା ଠିକଭାବରେ ପାଇପାରୁଥିବାର ବୁଝିବାକୁ ପାଇଥିଲେ ।

କରୋନା ମହାମାରୀ ଯୋଗୁଁ ସାରା ଦେଶରେ ଲଗ ଡାଉନ ଚାଲୁଥିବା ହେତୁ ଛତିଶଗଡ଼ ଦେଇ କଳାହାଣ୍ଡି ଯିବାରେ ବହୁତ ଅସୁବିଧା ହେଉଛି ଏଣୁ କୁହୁଡି କୁଆମ୍ବ ଦେଇ ଝରିଗାଁ କୁ ସଂଯୋଗ କରୁଥିବା ଭାଲୁଡୋବା ରାସ୍ତା,କୁଆମ୍ବା ଠାରୁ ଗୋତମୁଣ୍ଡା ରାସ୍ତା ଓ କୁଆମ୍ବା ଠାରୁ ଋଷିଝରନ ରାସ୍ତା ତିଆରି କରିବାକୁ ମାନ୍ୟବର ବିଧାୟକ ଙ୍କୁ କୁହୁଡି ପଞ୍ଚାୟତ ବାସୀ ଅନୁରୋଧ କରିଥିଲେ । କୁହୁଡି ଗ୍ରାମପଞ୍ଚାୟତ ରେ ମୋବାଇଲ ସେବା ଠିକ ଭାବରେ ଉପଲବ୍ଧ ନ ଥିବାରୁ ସରକାରଙ୍କ ଜରୁରୀ କାଳୀନସେବା ପାଇବାରୁ ବଞ୍ଚିତ ହେଉଥିବା ପଞ୍ଚାୟତବାସୀ ମାନ୍ୟବର ବିଧାୟକ ଙ୍କୁ ଜଣାଇଥିଲେ ।

ମାନ୍ୟବର ବିଧାୟକ ପଞ୍ଚାୟତ ବାସୀ ଙ୍କ ଅନୁରୋଧ ରକ୍ଷାକରି ୦୮ କିଲୋମିଟର ପଞ୍ଚାୟତ ବାସୀ ଙ୍କ ସହ ଚାଲିଚାଲି ରାସ୍ତାର ସମସ୍ୟା ବୁଝିଥିଲେ । ଆଗାମୀ ଦିନରେ କୁହୁଡି ଠାରୁ କଳାହାଣ୍ଡି ଓ ଝରିଗାଁ କୁ ସଂଯୋଗ କରୁଥିବା ରାସ୍ତାର ଉନ୍ନତି ଦିଗରେ ପଦକ୍ଷେପ ନେବାକୁ ମାନ୍ୟବର ବିଧାୟକ ପଞ୍ଚାୟତ ବାସୀଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଏହି ଗସ୍ତ ସମୟରେ ସମିତି ସଭ୍ୟ ନୀଳମଣି ଗୌଡ଼,ବଳରାମ ପଟ୍ଟନାୟକ, ସଂଗ୍ରାମ ସାହୁ,ଶରତ ମାଝୀ,ପୁଷ୍ପ ମାଝୀ,ଶ୍ୟାମ ମାଝୀ,ଭକ୍ତ ମାଝୀ,କୁମ ମାଝୀ , ବେଣୁ ମାଝୀ, ନରେନ୍ଦ୍ର ମାଝୀ, କୀର୍ତ୍ତନ ମାଝୀ, ହେମ ନାୟକ, କରୁଣା ମାଝୀ, ସଦନ ମାଝୀ ପ୍ରମୁଖ ଉପସ୍ଥିତ ଥିଲେ । ( ରିପୋର୍ଟ-ବଳରାମ / ଯୁବରାଜ )

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026
Delay in water supply in Pune : Water to taps only between 1 and 2 pm

Delay in water supply in Pune : Water to taps only between 1 and 2 pm

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version