• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ପୁରୀ ନୀଳାଚଳ ହାଟଠାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା -୨୦୨୨

Proprietor Abhimanyu Maharana by Proprietor Abhimanyu Maharana
September 11, 2022
in Uncategorized, ଅପରାଧ, କଟକ, ମହାନଗର, ହୋମ୍
0
ପୁରୀ ନୀଳାଚଳ ହାଟଠାରେ ସ୍ୱତନ୍ତ୍ର ହସ୍ତତନ୍ତ ମେଳା -୨୦୨୨
Share on FacebookShare on TwitterWhatsapp

1. ସେପେଫମ୍ବର ୧୫ ପର୍ଯ୍ୟନ୍ତ ଚାଲିବ ଏହି ମେଳା

2. ଗ୍ରାହକଙ୍କ ପାଇଁ ୧୦% ରିହାତି

ଓଡ଼ିଶା ତାଜା ନ୍ୟୁଜ (୧୧ ସେପ୍ଟେମ୍ବର ରବିବାର ) ଭୁବନେଶ୍ୱର :- ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨ ପୁରୀସ୍ଥିତ ନୀଳାଚଳ ହାଟଠାରେ ଆୟୋଜନ କରାଯାଇଛି । ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କରେ ଜଡ଼ିତ ଥିବା ବୁଣାକାରମାନଙ୍କ ଦ୍ୱାରା ପ୍ରସ୍ତୁତ ଲୁଗାର ବିକ୍ରୟ ବୃଦ୍ଧି କରି ତାଙ୍କୁ ନିୟମିତ କାମ ଯୋଗାଇଦେବା ପାଇଁ ରାଜ୍ୟ ସରକାରଙ୍କ ‘ପୋହି ୨୦୨୨-୨୩’  ଯୋଜନାରେ ଏହା ଅନୁଷ୍ଠିତ ହୋଇଛି । ଏହି ମେଳାରେ ରାଜ୍ୟର ବିଭିନ୍ନ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀର ୩୦୦ ମହିଳା ବୁଣାକାର ଓ ସମ୍ବଲପୁରୀ ବସ୍ତ୍ରାଳୟ ଅଧୀନରେ କାମ କରୁଥିବା ୪୦୦ ଜଣ ମହିଳା ବୁଣାକାର ତାଙ୍କର ଉତ୍ପାଦିତ ଲୁଗା ବିିକି୍ର କରିବାର ସୁବିଧା ପାଇବା ସଙ୍ଗେ ସଙ୍ଗେ ରୋଜଗାର ପାଇପାରିବେ ।

ଏହା ସେମାନଙ୍କୁ ନିଜର କଳା ଓ କୌଶଳକୁ ଗ୍ରାହକମାନଙ୍କ ଆଗରେ ଉତ୍‌ଥାପନ କରିବା ସଙ୍ଗେ ସଙ୍ଗେ ସେମାନଙ୍କଠାରୁ ଡିଜାଇନର ଉନ୍ନତିକରଣ ଓ ରଙ୍ଗ ସଜ୍ଜା ଉପରେ ମତାମତ ପାଇପାରିବେ । ଏହି ମେଳାରେ ସମ୍ବଲପୁରୀ ବସ୍ତ୍ରାଳୟ ସହ ରାଜ୍ୟର ବରଗଡ଼, କଟକ, ସୋନପୁର, ଆଠଗଡ଼, ଢେଙ୍କାନାଳ, ବାରିପଦା, ଖୋର୍ଦ୍ଧା, ନୟାଗଡ଼, କଳାହାଣ୍ଡି, ବଲାଙ୍ଗୀର ଓ ବୌଦ୍ଧ ବୟନମଣ୍ଡଳମାନଙ୍କରୁ ୨୨ଟି ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ ସେମାନଙ୍କର ଉତ୍ପାଦିତ ଲୁଗାର ପ୍ରଦର୍ଶନୀ ଓ ବିକ୍ରୟ କରିବା ପାଇଁ ଯୋଗଦାନ କରିଛନ୍ତି ତଥା ୧୧ଟି ହସ୍ତଶିଳ୍ପ କାରିଗର ଯୋଗଦାନ କରିଛନ୍ତି ।

ଏଥି ସକାଶେ ସେମାନଙ୍କୁ ୩୩ଟି ଦେୟମୁକ୍ତ ଷ୍ଟଲ ପ୍ରଦାନ କରାଯାଇଛି । ଏହି ସ୍ୱତନ୍ତ୍ର ହସ୍ତତନ୍ତ ମେଳା ଚଳିତ ମାସ ୧୫ ତାରିଖ ପର୍ଯ୍ୟନ୍ତ ଚାଲୁରହିବ । ଏହି ନୀଳାଚଳ ହାଟରେ ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗଙ୍କ ପ୍ରଚେଷ୍ଟାରେ ୨୦୨୨ ଜୁନ୍‌ ୧୦ରୁ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ହସ୍ତତନ୍ତ ବୁଣାକାର/ସଂସ୍ଥା ଓ ହସ୍ତଶିଳ୍ପ କାରିଗର ଭାଗ ନେଇ ଯଥାକ୍ରମେ ୯୮.୪୮ ଲକ୍ଷ ଟଙ୍କା ଓ ୧୪.୯୬ ଲକ୍ଷ ଟଙ୍କା,

ଏହିପରି ମୋଟ ୧୦୩.୪୪ ଲକ୍ଷ ଟଙ୍କାର କାରବାର କରିପାରିଛନ୍ତି, ଯାହାକି ଏକ ଯୁଗାନ୍ତକାରୀ ପଦକ୍ଷେପ ଅଟେ । ଉକ୍ତ ଅବଧି ମଧ୍ୟରେ ଏକାମ୍ର ହାଟ ମଧ୍ୟକୁ ୧.୧୪ ଲକ୍ଷ ଲୋକ ଆଗମନ କରିଛନ୍ତି । ଚଳିତ ମାସ ୧ ତାରିଖରୁ ଆରମ୍ଭ ହୋଇଥିବା ସ୍ୱତନ୍ତ୍ର ମେଳାରେ ଗ୍ରାହକମାନେ ରାଜ୍ୟର ବିଭିନ୍ନ ପ୍ରାନ୍ତର ଉତ୍ପାଦିତ ହସ୍ତତନ୍ତ ଲୁଗା ସୁଲଭ ମୂଲ୍ୟରେ ୧୦% ସରକାରୀ ରିହାତିରେ କିଣିପାରିବେ । ଏହାର ସୁଯୋଗ ନେବା ପାଇଁ ସମିତି ତରଫରୁ ଗ୍ରାହକମାନଙ୍କୁ ଅନୁରୋଧ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version