• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାହା ସ୍ୱାର୍ଥ ରେ ‘ମହାପ୍ରୟାଣ’ ଗାଡି ବ୍ୟବସ୍ଥା : ମୃତଦେହ ନେବାକୁ ଲୋକେ ହନ୍ତସନ୍ତ ହେଉଛନ୍ତି

Proprietor Abhimanyu Maharana by Proprietor Abhimanyu Maharana
September 14, 2022
in ଓଡ଼ିଶା, କନ୍ଧମାଳ, ହୋମ୍
0
କାହା ସ୍ୱାର୍ଥ ରେ ‘ମହାପ୍ରୟାଣ’ ଗାଡି ବ୍ୟବସ୍ଥା : ମୃତଦେହ ନେବାକୁ ଲୋକେ ହନ୍ତସନ୍ତ ହେଉଛନ୍ତି
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୪ ସେପ୍ଟେମ୍ବର ବୁଧବାର ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ମୁଖ୍ୟ ଡାକ୍ତରଖାନାରେ କୌଣସି ଚିକିତ୍ସାଧୀନ ଅବସ୍ଥାରେ ରୋଗୀଙ୍କ ମୃତ୍ୟୁ ଘଟିଲେ ମୃତଦେହ ନିଜ ଘରକୁ ନେବା ପାଇଁ ଶବବାହକ ଗାଡି ନଥିବା ଅଭିଯୋଗ ହୋଇଛି । ମୁଖ୍ୟ ଡାକ୍ତରଖାନା ମଧ୍ୟରେ ତିନୋଟି ଜରୁରୀକାଳୀନ ସେବା ପାଇଁ ଆମ୍ବୁଲାନ୍ସ ଗାଡି ରହିଛି । ସେଥି ମଧ୍ୟରୁ ଗୋଟିଏ ବହୁଦିନ ହେଲା ଅଚଳାବସ୍ଥାରେ ପଡ଼ିରହିଛି । ଅନ୍ୟ ଦୁଇଟି ଆମ୍ବୁଲାନ୍ସ ମଧ୍ୟରୁ ଗୋଟିଏ ଦୁର୍ଘଟଣା ଜନିତ ଓ ଅନ୍ୟଟି ମହିଳାଙ୍କ ଜରୁରୀକାଳୀନ ସେବା ପାଇଁ ନିୟୋଜିତ ରହିଛି ।

କିନ୍ତୁ ରୋଗୀଙ୍କ ମୃତ୍ୟୁ ଘଟିଲେ, ଉକ୍ତ ଦୁଇଟି ଆମ୍ବୁଲାନ୍ସ ମଧ୍ୟରୁ ଖାଲି ଥିବା ଗୋଟିଏ ଆମ୍ବୁଲାନ୍ସ ଉପରେ ନିର୍ଭର କରିବାକୁ ପଡୁଛି । ଯାହାଫଳରେ ଶବ ନେବାପାଇଁ ପରିବାର ଲୋକେ ବହୁ ସମସ୍ୟାର ସମ୍ମୁଖିନ ହେଉଛନ୍ତି । ଫୁଲବାଣୀ ପୌରପରିଷଦ ପକ୍ଷରୁ ଶବ ନେବାପାଇଁ ‘ମହାପ୍ରୟାଣ’ ନାମକ ଏକ ଗାଡିର ବ୍ୟବସ୍ଥା କରାଯାଇଥିଲା । ଉକ୍ତ ମହାପ୍ରଣୟ ଗାଡିଟି ଗତ ୬ମାସ ତଳେ ଶବନେଇ ତୁମୁଡିବନ୍ଧରୁ ଯାଇ ଫେରୁଥିବା ବେଳେ ଦୁର୍ଘଟଣାର ସମ୍ମୁଖିନ ହୋଇଥିଲା । ସେହିଦିନ ଠାରୁ ପୌରପରିଷଦର ମହାପ୍ରୟାଣ ଗାଡି ଅଚଳ ଅବସ୍ଥାରେ ରହିଛି ।

ଦୀର୍ଘ ମାସ ଧରି ଗାଡିଟି ଅଚଳ ହୋଇ ପଡି ରହିଥିଲେ ମଧ୍ୟ ଜିଲାପ୍ରଶାସନ, ସ୍ୱାସ୍ଥ୍ୟ ବିଭାଗ କିମ୍ବା ପୌରପରିଷଦର କୌଣସି କର୍ମକର୍ତ୍ତା ପଦକ୍ଷେପ ଗ୍ରହଣ କରୁନଥିବାରୁ ଜନ ସାଧାରଣରେ ଅସନ୍ତୋଷ ବୃଦ୍ଧି ପାଇଛି । ଜିଲ୍ଲାପାଳ ମୁଖ୍ୟ ଚିକିତ୍ସାଧିକାରୀ ପୌରପରିଷଦର ନିର୍ବାହି ଅଧିକାରୀ । ତୁରନ୍ତ ଶବ ବାହକ ଗାଡିକୁ ସଚଳ କରିବା ପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ନିମନ୍ତେ ଜିଲ୍ଲା ମିଳିତ କ୍ରିୟାନୁଷ୍ଠାନ କମିଟି ଓ ସଚେତନ ବରିଷ୍ଠ ନାଗରିକ ସଂଘ ର କର୍ମକର୍ତ୍ତା ମାନେ ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

August 12, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

State Panchayati Raj Minister Meets Union Minister to Discuss Housing and Rural Development in Odisha

August 11, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

August 11, 2026
Bajaj Finance Conducts Financial Literacy Programs in Rural Odisha

Bajaj Finance Conducts Financial Literacy Programs in Rural Odisha

August 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

ବେଗୁନିଆରେ ଦେଶପ୍ରେମର ବାର୍ତ୍ତା ନେଇ ତ୍ରିରଙ୍ଗା ପଦଯାତ୍ରା

August 12, 2026
ଓଡ଼ିଶାର ଆବାସ ଓ ଗ୍ରାମୀଣ ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟ ପଞ୍ଚାୟତିରାଜ ମନ୍ତ୍ରୀଙ୍କ ଆଲୋଚନା

State Panchayati Raj Minister Meets Union Minister to Discuss Housing and Rural Development in Odisha

August 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version