ଓଡ଼ିଶା ତାଜା ନ୍ୟୁଜ (୧୫ ସେପ୍ଟେମ୍ବର ଗୁରୁବାର ) ଭୁବନେଶ୍ବର :- ଯୁକ୍ତ ୩ରେ ବିଜେବି ମହାବିଦ୍ୟାୟରେ ଆନ୍ଥ୍ରୋପଲୋଜି ବିଭାଗରେ ସର୍ବଶ୍ରେଷ୍ଟ ନମ୍ବର ରଖିଥିବା ବୈଭବୀ ଦାଶଙ୍କୁ ଉଦୟନାଥ ସ୍ମାରକି ସମ୍ମାନ ପ୍ରଦାନ କରାଯାଇଛି । ଏଥି ସହ ୪ହଜାର ଟଙ୍କା ପୁରଷ୍କାର ରାଶି ପ୍ରଦାନ କରାଯାଇଛି ।
ଏହି ସମ୍ମାନ ପ୍ରଦାନ ବେଳେ କଲେଜର ଅଧ୍ୟକ୍ଷ ଡ଼ ନିରଞ୍ଜନ ମିଶ୍ର, କଲେଜର ଆନ୍ଥ୍ରୋପଲୋଜି ବିଭାଗ ମୁଖ୍ୟ ଇତିଶ୍ରୀ ପାଢ଼ୀ ଓ ସୋସୋଲଜି ବିଭାଗ ମୁଖ୍ୟ ବିଭାବରୀ ବଳ ପ୍ରମୁଖ ଉପସ୍ଥିତଥିଲେ ।















