• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲୋଜିର 5T ରେ ହେବ ରୂପାନ୍ତରିକରଣ. ମାଷ୍ଟରପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନୁମୋଦିତ

Proprietor Abhimanyu Maharana by Proprietor Abhimanyu Maharana
September 17, 2022
in ଓଡ଼ିଶା, ମହାନଗର, ହୋମ୍
0
ବୁର୍ଲା ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲୋଜିର 5T ରେ ହେବ ରୂପାନ୍ତରିକରଣ.  ମାଷ୍ଟରପ୍ଲାନ ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଅନୁମୋଦିତ
Share on FacebookShare on TwitterWhatsapp

2026 ସୁଦ୍ଧା ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷା ଗ୍ରହଣ କରିବେ, ୨୭ଟି ସେଣ୍ଟର ଅଫ ଏକ୍‌ସେଲେନ୍‌ସ ଗଠନ କରାଯିବ

୫ ବର୍ଷରେ ଖର୍ଚ୍ଚ ହେବ ୨୦୦୦ କୋଟି ଟଙ୍କା , ଡ଼ିସେମ୍ବର ଶେଷ ସୁଦ୍ଧା ସ୍ମାର୍ଟ class ରୁମ କାମ ଶେଷ ହେବ.

ଓଡ଼ିଶା ତାଜା ନ୍ୟୁଜ (୧୭ ସେପ୍ଟେମ୍ବର ଶନିବାର ) ଭୁବନେଶ୍ବର :- ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବୁର୍ଲାସ୍ଥିତ ବୀର ସୁରେନ୍ଦ୍ରସାଏ ୟୁନିଭରସିଟି ଅଫ ଟେକ୍‌ନୋଲେଜି (VSSUT)ର ଉନ୍ନତିକରଣ ପାଇଁ ପ୍ରସ୍ତାବିତ ମାଷ୍ଟରପ୍ଲାନକୁ ଅନୁମୋଦିତ କରିଛନ୍ତି । 2026ସୁଦ୍ଧା ଏହି ଅନୁଷ୍ଠାନରେ ୨୪ଟି ଅଣ୍ଡର ଗ୍ରାଜୁଏଟ ବିଭାଗରେ ୧୦ ହଜାରରୁ ଅଧିକ ଛାତ୍ରଛାତ୍ରୀ ପାଠ ପଢିବାର ବ୍ୟବସ୍ଥା କରାଯିବ । ଏଥିପାଇଁ ୩ଟି ପର୍ଯ୍ୟାୟରେ 2000 କୋଟି ଟଙ୍କା ଖର୍ଚ୍ଚ କରାଯିବ ।

ସୂଚନାଯୋଗ୍ୟ ଯେ ଗତ ଅଗଷ୍ଟ ମାସ ୨୫ ତାରିଖରେ ମୁଖ୍ୟ ଶାସନ ସଚିବ, ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ପ୍ରମୁଖ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବୁର୍ଲା ଗସ୍ତ କରି ଏହାକୁ ଏକ ଉତ୍କର୍ଷ କେନ୍ଦ୍ର ଭାବରେ ବିକଷିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଥିଲେ । ଏହି ମାଷ୍ଟରପ୍ଲାନ ଅନୁଯାୟୀ ୨୦୩୦ ସୁଦ୍ଧା ଏହାକୁ ଏକ Multi-Disciplinary Engineering & Research University ଭାବରେ ବିକଶିତ କରାଯିବ । ଏହା ଦେଶର ପ୍ରମୁଖ ଇଞ୍ଜିନିୟରିଂ ଅନୁଷ୍ଠାନ IIT ଓ NIT ପରି ସଂସ୍ଥା ମାନଙ୍କ ସହିତ ସମକକ୍ଷ ହେବ । ଏଥିରେ School of Engineering, Skill Development Centre, School of Medical Technology ଓ School of Basic Science ପରି ୭ଟି ସ୍କୁଲ ରହିବ ।

ମାଷ୍ଟରପ୍ଲାନ ଅନୁଯାୟୀ ଏହି ଅନୁଷ୍ଠାନରେ ୧୦,୮୬୪ ଜଣ ଛାତ୍ରଛାତ୍ରୀ ପାଠ ପଢିବା ପାଇଁ ବ୍ୟବସ୍ଥା କରାଯିବ । ବର୍ତ୍ତମାନ ୨୮୪୯ ଛାତ୍ରଛାତ୍ରୀ ବିଭିନ୍ନ କୋର୍ସରେ ପାଠ ପଢୁଛନ୍ତି । ଏଥିରେ ୭ଟି ସ୍କୁଲରେ ୨୪ଟି ଇଞ୍ଜିନିୟରିଂ ପ୍ରୋଗ୍ରାମ, ୧୪ରୁ ଅଧିକ ବିଭାଗ ଓ ୨୭ରୁ ଅଧିକ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ । ପ୍ରତ୍ୟେକ ସ୍କୁଲରେ ଶ୍ରେଣୀ ଗୃହ, ଲାବୋରେଟୋରୀ, ପ୍ରଫେସର ମାନଙ୍କ ଚାମ୍ବର ଓ ଗ୍ୟାଲେରୀ ରହିବ। ସମସ୍ତ ସ୍କୁଲରେ ଅତ୍ୟାଧୁନିକ ଗବେଷଣା କେନ୍ଦ୍ର ଓ ଲାବୋରେଟୋରୀ ସୁବିଧା ଉପଲବ୍‌ଧ ହେବ । ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ସହିତ ଶିଳ୍ପାନୁଷ୍ଠାନ ମାନଙ୍କର ସହଭାଗୀତା କରାଯିବ ଏବଂ ଏଥିରେ ଅତି କମ୍‌ରେ ଜଣେ ପୂର୍ବତନ ଛାତ୍ର ମେଣ୍ଟର ଭାବରେ ଦାୟିତ୍ବ ଗ୍ରହଣ କରିବେ । ଏହାଦ୍ବାରା ପ୍ରତ୍ୟେକ ଉତ୍କର୍ଷ କେନ୍ଦ୍ର ଶିଳ୍ପାନୁଷ୍ଠାନ ମାନଙ୍କ ପାଇଁ ଅତ୍ୟାଧୁନିକ ଗବେଷଣା ଓ ପରାମର୍ଶ କେନ୍ଦ୍ର ଭାବରେ କାର୍ଯ୍ୟ କରିପାରିବ ଏବଂ ଗ୍ରାମ୍ୟ ଓ ସହରାଞ୍ଚଳର ଉନ୍ନତିକରଣ ପାଇଁ ଏକ ନୋଡାଲ ସେଣ୍ଟର ଭାବରେ ମଧ୍ୟ କାର୍ଯ୍ୟ କରିପାରିବ ।

ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୩ ମାସ ମଧ୍ୟରେ ସମସ୍ତ ସ୍ମାର୍ଟ କ୍ଲାସ ରୁମ୍‌ ନିର୍ମାଣ କାମ ସଂପୂର୍ଣ୍ଣ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ହଷ୍ଟେଲ ଓ ଅନ୍ୟାନ୍ୟ ସାଧାରଣ ମରାମତି କାମକୁ ତୁରନ୍ତ ଶେଷ କରାଯିବ ଏବଂ ଅନୁଷ୍ଠାନକୁ ୨୪ ଘଣ୍ଟିଆ ବିଦ୍ୟୁତ ବ୍ୟବସ୍ଥାର ସୁବିଧା କରାଯିବ । ମୁଖ୍ୟମନ୍ତ୍ରୀ ବିଶ୍ବବିଦ୍ୟାଳୟର କୁଳପତି ଓ ପ୍ରଫେସର ମାନଙ୍କ ସହିତ ଅଲୋଚନା କରିଥିଲେ । ସେମାନେ ସମସ୍ତେ ଏହି ରୂପାନ୍ତର କାର୍ଯ୍ୟର ଉଚ୍ଚପ୍ରଶଂସା କରିବା ସହିତ ଏଥିପାଇଁ ପ୍ରତିବଦ୍ଧତା ସହ କାମ କରିବେ ଦେବେ ବୋଲି ପ୍ରତିଶୃତି ଦେଇଥିଲେ, ଆଲୋଚନା ରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଓ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଦକ୍ଷତା ବିକାଶ ବିଭାଗ ପ୍ରମୁଖ ସଚିବ ଶ୍ରୀ ହେମନ୍ତ ଶର୍ମା ଉପସ୍ଥାପନା ରଖିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୯୧ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

July 1, 2026
ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

ପୁରୀରେ ଜିଲ୍ଲାସ୍ତରୀୟ ରେନବୋ ପ୍ରାଇଡ୍ ୱାକ୍ ସଫଳତାର ସହ ଆୟୋଜିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version