• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କୁ ସାକ୍ଷାତ କଲେ ଭିସୁଟ୍‌ର କୁଳପତି

Proprietor Abhimanyu Maharana by Proprietor Abhimanyu Maharana
September 20, 2022
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତାଙ୍କୁ ସାକ୍ଷାତ କଲେ ଭିସୁଟ୍‌ର କୁଳପତି
Share on FacebookShare on TwitterWhatsapp

ବିଶ୍ୱବିଦ୍ୟାଳୟର ଉନ୍ନତି ପାଇଁ ନିଆଯାଇଥିବା ପଦକ୍ଷେପ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ

ଓଡ଼ିଶା ତାଜା ନ୍ୟୁଜ (୧୯ ସେପ୍ଟେମ୍ବର ସୋମବାର ) ଭୁବନେଶ୍ୱର :- ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର କୁଳପତି ପ୍ରାଧ୍ୟାପକ ବଂଶୀଧର ମାଝୀ ଆଜି ପୂର୍ବାହ୍ନରେ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ତଥା ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଅସିତ କୁମାର ତି୍ରପାଠୀଙ୍କୁ ସାକ୍ଷାତ କରି ନିକଟରେ ବିଶ୍ୱବିଦ୍ୟାଳୟ ପାଇଁ ସରକାର ନେଇଥିବା ପଦକ୍ଷେପ ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇବା ସହ ଏହି ଉପକ୍ରମରେ ଶ୍ରୀ ତି୍ରପାଠୀଙ୍କ ସହଯୋଗର ଭୂୟସୀ ପ୍ରଶଂସା କରିଥିଲେ । ପୂର୍ବତନ ଛାତ୍ର ଭାବେ ଶ୍ରୀ ବ୍ରହ୍ମାନନ୍ଦ ମିଶ୍ର ଓ ଶ୍ରୀ ବିମଳ କୁମାର ମିଶ୍ର କୁଳପତିଙ୍କ ସହ ଏହି ସାକ୍ଷାତବେଳେ ଉପସ୍ଥିତ ଥିଲେ । ବିଶ୍ୱବିଦ୍ୟାଳୟକୁ ୫-‘ଟିି’ ଉପକ୍ରମ ମଧ୍ୟରେ ସାମିଲ କରିଥିବାରୁ ସେମାନେ ୫-‘ଟିି’ ସଚିବ ଶ୍ରୀ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନ୍‌ଙ୍କୁ ମଧ୍ୟ ଧନ୍ୟବାଦ ଜଣାଇଥିଲେ ।

ଦଶହରା ଛୁଟି ପରେ ଏକ ଛାତ୍ର ପ୍ରତିନିଧି ମଣ୍ଡଳୀ ସହ ପୁରାତନ ବିଦ୍ୟାର୍ଥୀ ସ୍ୱତନ୍ତ୍ର ଭାବେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି କୃତଜ୍ଞତା ଜଣାଇବେ ବୋଲି କୁଳପତି ପ୍ରାଧ୍ୟାପକ ମାଝୀ କହିଥିଲେ । ଆଗାମୀ ୫ ବର୍ଷ ମଧ୍ୟରେ ତିନୋଟି ପର୍ଯ୍ୟାୟରେ ୨ ହଜାର କୋଟି ଅର୍ଥ ବ୍ୟୟ କରି ଏହାକୁ ଏକ ପୂର୍ଣ୍ଣାଙ୍ଗ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ଗଢ଼ିତୋଳିବା ପାଇଁ ମାଷ୍ଟର ପ୍ଲାନ୍‌ କରାଯାଇଛି, ଯାହାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି ।

ସେହିପରି ୨୦୩୦ ସୁଦ୍ଧା ଭିଏସ୍‌ଏସ୍‌ୟୁଟିକୁ ବହୁ ବିଭାଗୀୟ ଇଂଜିନିୟରିଂ ଏବଂ ଗବେଷଣା ବିଶ୍ୱବିଦ୍ୟାଳୟ ଭାବେ ବିକଶିତ କରାଯିବ । ଏଥି ସହ ବିଶ୍ୱବିଦ୍ୟାଳୟ ଅଧୀନରେ ୧୪ରୁ ଅଧିକ ବିଭାଗ ଖୋଲାଯିବା ସହ ୨୭ରୁ ଊଦ୍ଧ୍ୱର୍ ଉତ୍କର୍ଷ କେନ୍ଦ୍ର ଗଠନ କରାଯିବ । ଏହି ବିଶ୍ୱବିଦ୍ୟାଳୟକୁ ଯୁଗୋପଯୋଗୀ କରାଯାଇ ଅଧିକ ବ୍ୟବହାରିକ ବିଷୟରେ ପାଠ ପଢ଼ିବାର ବ୍ୟବସ୍ଥା କରାଯିବା ପାଇଁ ଯୋଜନା କରାଯାଇଛି । ଆଗାମୀ ୨୦୨୬ ସୁଦ୍ଧା ଏହି ବିଶ୍ୱବିଦ୍ୟାଳୟ ଅଧୀନରେ ପ୍ରାୟ ୧୦ ହଜାର ଛାତ୍ରଛାତ୍ରୀ ପଢ଼ିପାରିବେ ବୋଲି କୁଳପତି ଶ୍ରୀ ମାଝୀ ଏହି ସାକ୍ଷାତ ସମୟରେ ପ୍ରକାଶ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version