• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜାଣନ୍ତୁ ମଙ୍ଗଳବାର ଆପଣଙ୍କର ଆଜିର ରାଶିଫଳ

Proprietor Abhimanyu Maharana by Proprietor Abhimanyu Maharana
September 20, 2022
in Uncategorized, ମହାନଗର, ରାଶିଫଳ, ହୋମ୍
0
ଜାଣନ୍ତୁ ମଙ୍ଗଳବାର ଆପଣଙ୍କର ଆଜିର ରାଶିଫଳ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ସେପ୍ଟେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ମେଷ : ସ୍ଵାସ୍ଥ୍ୟ ଭଲ ରହିବ। ମାନସିକ ରୂପରେ ପ୍ରସନ୍ନତା ରହିବ। ସାହିତ୍ୟ କଳା କ୍ଷେତ୍ରରେ ମଧ୍ୟ ଆପଣ ନିଜର ସୃଜନାତ୍ମକତା ପ୍ରସ୍ତୁତ କରିବେ। ଘରେ ଶାନ୍ତିପୂର୍ଣ୍ଣ ବାତାବରଣ ରହିବ। ଦୈନିକ କାର୍ଯ୍ୟଗୁଡ଼ିକରେ କିଛି ଅବରୋଧ ଆସିପାରେ। ବ୍ୟବସାୟ କ୍ଷେତ୍ରରେ ଉଚ୍ଚ ଅଧିକାରୀଗଣଙ୍କ ସହିତ ତାଳମେଳ ବନାଇ ରଖିବେ।

ବୃଷ : ମାତାଙ୍କର ସ୍ଵାସ୍ଥ୍ୟକୁ ନେଇ ଚିନ୍ତା ହୋଇପାରେ। ସ୍ଥାୟୀ ସଂପତ୍ତିର କାଗଜପତ୍ର ଉପରେ ଆଜି ହସ୍ତାକ୍ଷର କରନ୍ତୁ ନାହିଁ ପରେ ଦେଖିଚାହିଁ କରିବେ। ନକାରାତ୍ମକ ବିଚାରରୁ ଦୂରରେ ରୁହନ୍ତୁ। ଆପଣଙ୍କ ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟରେ ସୁଧାର ହେବ। ବିଦ୍ୟାର୍ଥିମାନଙ୍କପାଇଁ ସମୟ ଅନୁକୂଳ ଅଟେ। ରଚନାତ୍ମକ କ୍ଷମତା ଭଲ ରହିବ।

ମିଥୁନ : କାର୍ଯ୍ୟରେ ସଫଳତା ମିଳିବାରରୁ ଆପଣଙ୍କ ମନ ପ୍ରସନ୍ନ ରହିବ। ଶତ୍ରୁ ମଧ୍ୟ ଆପଣଙ୍କଠାରୁ ପରାଜିତ ହେବେ। ଘରର ବାତାବରଣ ଭଲ ରହିବ। ପରିଜନମାନଙ୍କ ସହିତ ମନମାଳିନ୍ୟ ନ ହେଉ, ଏହାର ଧ୍ୟାନ ରଖିବେ। ମାତାଙ୍କର ସ୍ୱାସ୍ଥ୍ୟର ଧ୍ୟାନ ରଖିବେ। ନକାରାତ୍ମକ ବିଚାର ଆପଣଙ୍କୁ ଚିନ୍ତାରେ ପକାଇପାରନ୍ତି। ଭାଗ୍ୟବୃଦ୍ଧିର ସଂକେତ ଅଛି।

କର୍କଟ : ପରିଜନମାନଙ୍କ ସହିତ ବାତାବରଣ ଚିନ୍ତାପୂର୍ଣ୍ଣ ହୋଇପାରେ। ନିର୍ଦ୍ଧାରିତ କାର୍ଯ୍ୟଗୁଡ଼ିକରେ ବିଚାର ଅପେକ୍ଷା କମ ସଫଳତା ମିଳିବ। ମଧ୍ୟାହ୍ନ ପରେ ଆପଣଙ୍କ ସମୟ ଭଲ ରହିବ। ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ। ଭାଇ-ଭଉଣୀମାନଙ୍କଠାରୁ ଆପଣଙ୍କୁ ଲାଭ ମିଳିବ। ଚାକିରିରେ ପ୍ରତିଷ୍ଠା ବଢ଼ିବ।

ସିଂହ : ଆପଣ ଆତ୍ମବିଶ୍ଵାସ ପୂର୍ଣ୍ଣ ରହିବ। ପ୍ରତ୍ୟେକ କାର୍ଯ୍ୟ ଦୃଢ ନିର୍ଣ୍ଣୟ ଶକ୍ତିରେ କରିବେ। କ୍ରୋଧର ଭାବନା ଅଧିକ ରହିପାରେ, ମନ ଶାନ୍ତ ରଖିବେ। ସରକାରୀ କାର୍ଯ୍ୟଗୁଡ଼ିକରେ ଲାଭ ହେବ। ପରିଜନମାନଙ୍କର ସହଯୋଗ ମିଳିବ।

କନ୍ୟା : ଆଜି ଆପଣଙ୍କ ମନ କିଛି ଅଧିକ ଭାବନାଶୀଳ ରହିବ। ଭାବନାର ପ୍ରବାହରେ ବହି ଆପଣ କୌଣସି ଭୁଲ କାର୍ଯ୍ୟ କରନ୍ତୁ ନାହିଁ, ସାବଧାନ ରୁହନ୍ତୁ। ଚର୍ଚ୍ଚା ଏବଂ ବିବାଦରୁ ଦୂରରେ ରୁହନ୍ତୁ। ମଧ୍ୟାହ୍ନ ପରେ ଆପଣଙ୍କ ଭିତରେ ଆତ୍ମବିଶ୍ଵାସ ବଢିଲା ପରି ନଜର ଆସିବ। ସମାଜରେ ପ୍ରତିଷ୍ଠା ବଢ଼ିବ।

ତୁଳା : ମିତ୍ରମାନଙ୍କଠାରୁ ଲାଭ ମିଳିବାର ଯୋଗ ଅଛି। ବ୍ୟାପାର କ୍ଷେତ୍ରରେ ଆପଣଙ୍କୁ ଲାଭ ହେବ। ସନ୍ତାନମାନଙ୍କ ସହିତ ସମ୍ବନ୍ଧ ସୁମଧୁର ରହିବ। ମଧ୍ୟାହ୍ନ ପରେ ମାନସିକ ଏବଂ ଶାରୀରିକ ସ୍ଵାସ୍ଥ୍ୟ ଖରାପ ହୋଇପାରେ, ଧ୍ୟାନ ରଖିବେ। ଉଗ୍ର ଚର୍ଚ୍ଚା-ବିବାଦରୁ ଦୂରରେ ରୁହନ୍ତୁ।

ବିଚ୍ଛା : ଦୃଢ଼ ମନୋବଳ ଏବଂ ଆତ୍ମବିଶ୍ଵାସରେ ଆପଣ ପ୍ରତ୍ୟେକ କାର୍ଯ୍ୟ ଆଜି ସରଳତା ପୂର୍ବକ ସମ୍ପୂର୍ଣ୍ଣ କରିବେ। ବ୍ୟବସାୟ ଏବଂ ବ୍ୟାପାର କ୍ଷେତ୍ରରେ ମଧ୍ୟ ଆପଣଙ୍କ ବୁଦ୍ଧି ପ୍ରତିଭାକୁ ପ୍ରଶଂସିତ କରାଯିବ। ଉଚ୍ଚ ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ଆନନ୍ଦିତ ହେବେ। ଆର୍ଥିକ ଲାଭ ହେବାର ଯୋଗଅଛି।

ଧନୁ : କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଂଗରେ ଉପସ୍ଥିତ ରହିବେ। ଆପଣଙ୍କ ବ୍ୟବହାର ମଧ୍ୟ ଆଜି କିଛି ନ୍ୟାୟପ୍ରିୟ ରହିବ। ହାନିକାରକ କାର୍ଯ୍ୟରୁ ଦୂରରେ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ। କିନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କ ଦିନ ବହୁତ ଭଲ ଏବଂ ସଫଳତା ଭରା ରହିବ। ଆପଣଙ୍କ କାର୍ଯ୍ୟ ସରଳତା ପୂର୍ବକ ସମ୍ପୂର୍ଣ୍ଣ ହେବ।

ମକର : ଆଜିର ଦିନ ସମ୍ଭାଳିକରି ଚାଲନ୍ତୁ। ସ୍ଵାସ୍ଥ୍ୟ ବିଷୟରେ ଦାୟିତ୍ୱହୀନ ହୁଅନ୍ତୁ ନାହିଁ ଏବଂ ନିଷେଧାତ୍ମକ ବିଚାରକୁ ନିଜ ଉପରେ ପ୍ରଭାବୀ ହେବାପାଇଁ ଦିଅନ୍ତୁ ନାହିଁ। ଆକସ୍ମିକ ବ୍ୟୟ ପାଇଁ ମାନସିକ ରୂପରେ ପ୍ରସ୍ତୁତ ରୁହନ୍ତୁ। ଧାର୍ମିକ ସ୍ଥାନର ଯାତ୍ରା କରିପାରନ୍ତି।

କୁମ୍ଭ : ଆର୍ଥିକ ଯୋଜନା କରି ପାରିବେ। ଶାରୀରିକ ଏବଂ ମାନସିକ ରୂପରେ ସୁସ୍ଥତା ଅନୁଭବ କରିବେ। ପ୍ରିୟଜନମାନଙ୍କଠାରୁ ସୁଖ ଏବଂ ଆନନ୍ଦ ମିଳିବ। ଆଜି କରାଯାଇଥିବା କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବାର ଯୋଗ ଅଛି। ସାମାଜିକ ଦୃଷ୍ଟିରୁ ଅପମାନିତ ନହେବାପାଇଁ ଧ୍ୟାନ ରଖିବେ।

ମୀନ : ଆପଣଙ୍କ କାର୍ଯ୍ୟରେ ବିଘ୍ନ ଉପସ୍ଥିତ ହେବାରୁ କାର୍ଯ୍ୟପୂର୍ତ୍ତି ହେବାରେ ବିଳମ୍ବ ହୋଇପାରେ। ସହକର୍ମିମାନଙ୍କ ସହଯୋଗରେ ବାଧା ଆସିବ। ଦାମ୍ପତ୍ୟଜୀବନରେ ଅଶାନ୍ତିର ବାତାବରଣ ଲମ୍ବା ସମୟ ପର୍ଯ୍ୟନ୍ତ ନ ରହୁ ଏହାର ଧ୍ୟାନ ରଖିବେ। ବ୍ୟାପାରରେ ପାର୍ଟନର ସହିତ ସମ୍ଭାଳିକରି ରୁହନ୍ତୁ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

March 14, 2026
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

March 14, 2026
Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

Empreo Announces “Empro Carnival”: A Spectacular Multi-Day Automotive Extravaganza in Bhubaneswar

March 14, 2026
Mobile Creches Calls for “Sneha Mandals”A Multi-Sector Partnerships to Expand Quality Childcare in Odisha

ମୋବାଇଲ କ୍ରେଚେସ୍‌ ଓଡ଼ିଶାରେ ଗୁଣାତ୍ମକ ଶିଶୁ ଯତ୍ନକୁ ସମ୍ପ୍ରସାରିତ କରିବାକୁ ଏକ ବହୁ-କ୍ଷେତ୍ରୀୟ ସହଭାଗୀତା ‘ସ୍ନେହ ମଣ୍ଡଳସ୍‌’ ନିମନ୍ତେ ଆହ୍ୱାନ ଦେଉଛି

March 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

ୱାର୍ଡ ମେମ୍ବରଙ୍କ ମାନବିକତା, ଦୁସ୍ଥ କବିଙ୍କୁ ସାହାଯ୍ୟ

March 14, 2026
ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

ଆନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ନାଟକ ଖାଣ୍ଟି ସୁନା

March 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version