• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ବାଚସ୍ପତି ଶ୍ରୀ ଆରୁଖଙ୍କ ଶୋକ ବିଧାନସଭାରେ ଗାର୍ଡ଼ ଅଫ୍‌ ଅନର୍‌

Proprietor Abhimanyu Maharana by Proprietor Abhimanyu Maharana
September 21, 2022
in ଓଡ଼ିଶା, ମହାନଗର, ହୋମ୍
0
ବିରୋଧୀ ଦଳ ଉପନେତା ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ବାଚସ୍ପତି ଶ୍ରୀ ଆରୁଖଙ୍କ ଶୋକ ବିଧାନସଭାରେ ଗାର୍ଡ଼ ଅଫ୍‌ ଅନର୍‌
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୦ ସେପ୍ଟେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ବିରୋଧୀ ଦଳ ଉପନେତା ତଥା ଧାମନଗର ନିର୍ବାଚନ ମଣ୍ଡଳୀର ବିଧାୟକ ବିଷ୍ଣୁ ଚରଣ ସେଠୀଙ୍କ ବିୟୋଗରେ ଓଡ଼ିଶା ବିଧାନସଭାର ବାଚସ୍ପତି ଶ୍ରୀ ବିକ୍ରମ କେଶରୀ ଆରୁଖ ଗଭୀର ଶୋକପ୍ରକାଶ କରିଛନ୍ତି । ଆଜି ପୂର୍ବାହ୍ନରେ ସ୍ୱର୍ଗତ ସେଠୀଙ୍କ ମରଶରୀର ବିଧାନସଭା ପରିସରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ଼ ଅଫ୍‌ ଅନର ଦିଆଯାଇଥିଲା । ମାନ୍ୟବର ବାଚସ୍ପତି, ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ ଏବଂ ଦଳମତ ନିର୍ବିଶେଷରେ ବିଧାୟକବୃନ୍ଦ, ବିଧାନସଭା ସଚିବ ପ୍ରମୁଖ ସ୍ୱର୍ଗତ ସେଠୀଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ା

ବାଚସ୍ପତି ଶ୍ରୀ ଆରୁଖ ଶ୍ରଦ୍ଧାଞ୍ଜଳି ଅର୍ପଣପୂର୍ବକ କହିଛନ୍ତି ଯେ ବିରୋଧୀ ଦଳ ଉପନେତା ବିଷ୍ଣୁବାବୁ କେବଳ ଜଣେ ଲୋକପି୍ରୟ ବିଧାୟକ ନଥିଲେ, ସେ ଥିଲେ ଅମାୟିକ ଓ ବନ୍ଧୁବତ୍ସଳ । ଜନସାଧାରଣଙ୍କ ସମସ୍ୟା ଓ ଅସୁବିଧାକୁ ବିଧାନସଭାରେ ଉପସ୍ଥାପିତ କରିବାରେ ତାଙ୍କର ସ୍ୱତନ୍ତ୍ର ଶୈଳୀ ରହିଥିଲା । ସମସ୍ତ ରାଜନୈତିକ ଦଳର ବ୍ୟକ୍ତବିଶେଷଙ୍କ ସହିତ ତାଙ୍କର ଅତି ସୌହାର୍ଦ୍ଦ୍ୟପୂର୍ଣ୍ଣ ସଂପର୍କ ଥିଲା । ତାଙ୍କ ବିୟୋଗ ଓଡ଼ିଶା ରାଜନୀତି ଜଗତରେ ଏକ ଅପୂରଣୀୟ କ୍ଷତି । ବ୍ୟକ୍ତିଗତ ଭାବେ ଜଣେ ବନ୍ଧୁଙ୍କୁ ହରାଇ ସେ ଅତ୍ୟନ୍ତ ମର୍ମାହତ ବୋଲି ବାଚସ୍ପତି ଶ୍ରୀ ଆରୁଖ ଉଲ୍ଲେଖ କରିଥିଲେ । ବାଚସ୍ପତି ଶ୍ରୀ ଆରୁଖ ଅମର ଆତ୍ମାର ସଦ୍‌ଗତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରିବା ସହ ତାଙ୍କ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜ୍ଞାପନ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

ବିଏମ୍ ସିର 42 ତମ କର୍ପୋରେସନ ବୈଠକ ଶେଷ

July 1, 2026
ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

ଓଡ଼ିଶା ସଚିବାଳୟ ଲେଖକ ପରିଷଦର ଜୁନ ମାସର  ସାରସ୍ୱତ ଆସର ଅବସରରେ ହାତ ଲେଖା ପତ୍ରିକା ପାହାଚ ଉନ୍ମୋଚିତ

July 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

ଲୋକସେବା ଭବନରେ ରାଜ୍ୟ କ୍ୟବିନେଟ ବୈଠକ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବିବୃତ୍ତି 

July 1, 2026
ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

ଓଡ଼ିଶା ବିଧାନ ସଭାରେ କଫିଟେବୁଲ ବୁକ୍‌ ଉନ୍ମୋଚିତ ଏବଂ ଫିଜିଓଥେରାପି ସେଣ୍ଟର ଉଦ୍‌ଘାଟିତ

July 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version