• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ରାଜନେତା ଦାମୋଦର ରାଉତ ଆଜି କରୋନା ମୁକାବିଲା ପାଇଁ ପୁଣି କରିଛନ୍ତି ପ୍ରଶଂସା ।

Proprietor Abhimanyu Maharana by Proprietor Abhimanyu Maharana
May 27, 2020
in Uncategorized, ଓଡ଼ିଶା, ଦେଶ, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ବରିଷ୍ଠ ରାଜନେତା ଦାମୋଦର ରାଉତ ଆଜି କରୋନା ମୁକାବିଲା ପାଇଁ ପୁଣି କରିଛନ୍ତି ପ୍ରଶଂସା ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ , (୨୭ ମଇ, ବୁଧବାର) ଦାମୋଦର ରାଉତ ପୁଣି କରିଛନ୍ତି ପ୍ରଶଂସା : – ଭୁବନେଶ୍ୱର , ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭିନ୍ନ ଭିନ୍ନ ପ୍ରସଙ୍ଗରେ ପ୍ରଶଂସା କରୁଥିବା ବରିଷ୍ଠ ରାଜନେତା ଦାମୋଦର ରାଉତ ଆଜି କରୋନା ମୁକାବିଲା ପାଇଁ ପୁଣି କରିଛନ୍ତି ପ୍ରଶଂସା । ଏନେଇ ଦାମୋଦର ରାଉତ ତାଙ୍କ ଫେସ୍‌ବୁକ୍‌ ଆକାଉଣ୍ଟରେ ଏକ ପୋଷ୍ଟ କରିଛନ୍ତି । ସେଥିରେ ସେ ଉଲ୍ଲେଖ କରିଛନ୍ତି ଯେ ” କରୋନାର ମହାମାରୀକୁ ମୁକାବିଲା ପାଇଁ ଲକଡାଉନ ବିଫଳ ହୋଇଛି ବୋଲି ପ୍ରଧାନମନ୍ତ୍ରୀଙ୍କୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଟାର୍ଗେଟ କରିଛନ୍ତି । ତାଙ୍କୁ ଅନୁସରଣ କରି ଓଡ଼ିଶାରେ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକ ମଧ୍ୟ ରାଜ୍ୟରେ ଲକଡାଉନ ବିଫଳ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରିଛନ୍ତି । କରୋନା ଭୂତାଣୁ ସଂକ୍ରମଣ ଯୋଗୁଁ ସାରାଦୁନିଆରେ ଯେତେବେଳେ ଏକ ଅସ୍ୱାଭାବିକ ଆତଙ୍କ ସୃଷ୍ଟି ହୋଇଛି, ସେତେବେଳେ ଦେଶରେ ଏବଂ ରାଜ୍ୟରେ ମୁଖ୍ୟ ବିରୋଧୀ ଦଳ କଂଗ୍ରେସ ରାଜନୈତିକ ଛକ୍କା ମାରିବା ପାଇଁ ସତେଯେମିତି ବ୍ୟାକୁଳ ହୋଇପଡିଛି ।

ତେବେ ମହାରାଷ୍ଟ୍ରରେ କରୋନା ସଂକ୍ରମଣ କେତେ ନିୟନ୍ତ୍ରିତ ଏବଂ ସେଠାରେ ସରକାରରେ ଭାଗୁଆଳି ଥିବା କଂଗ୍ରେସର ଭୂମିକା କଣ ବୋଲି ଆଜି ପ୍ରଶ୍ନ ଉଠୁଛି । କଥାରେ ଅଛି “ବୁଦ୍ଧି ନ ଦିଶଇ ଘରକୁ, କହିଦେଉଥାଏ ପରକୁ” । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କରୋନା ସଂକ୍ରମଣର ପରିଚାଳନାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, କେନ୍ଦ୍ର ସରକାର ଏବଂ ଅନେକ ରାଜ୍ୟର ମୁଖ୍ୟମନ୍ତ୍ରୀ ପ୍ରସଂଶା କରୁଥିଲାବେଳେ, ରାଜ୍ୟ କଂଗ୍ରେସ ସଭାପତି ନିରଞ୍ଜନ ପଟନାୟକ ଏବଂ ତାଙ୍କର ବନ୍ଧୁମାନେ ରାଜ୍ୟ ସରକାର କି ପ୍ରକାର ପଦକ୍ଷେପ ନେଲେ ସଂକ୍ରମଣ ଜନିତ ସଫଳତା ମିଳିବ, ସେଥିପାଇଁ ୧୯୯୯ ମସିହା ମହାବାତ୍ୟା ଅନୁଭୂତିରୁ ନବୀନ ପଟନାୟକଙ୍କୁ ପରାମର୍ଶ ଦେଲେ ଭଲ ହୁଅନ୍ତା ବୋଲି ସେ ଲେଖିଛନ୍ତି ।

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

ବଲାଙ୍ଗିର ରେ ଓମ୍ ଏଣ୍ଟରପ୍ରାଇଜେସ୍ ର ନୂତନ ବ୍ରାଞ୍ଚ ଉଦଘାଟିତ

March 9, 2026
AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

AIG Hospitals Launches South India’s First ZAP-X®️ Gyroscopic Neuro-Radiosurgery Platform, Transforming Brain Tumor Treatment into a Non-Invasive Day-Care Procedure

March 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

ସିଟୁ ଓ ମହିଳା ସମିତି ତରଫରୁ କଣ୍ଟିଲୋଠାରେ ବିଶ୍ଵ ମହିଳା ଦିବସ ପାଳିତ

March 9, 2026
ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

ଶିବା ସମ୍ପୁର୍ଣା ଫାଉଣ୍ଡେସନ ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ଓ ଅନ୍ନପୂର୍ଣ୍ଣା ସମ୍ମାନ ୨୦୨୬ ଅନୁଷ୍ଠିତ

March 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version