• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଟାଟା ଷ୍ଟିଲ କଳିଙ୍ଗନଗର କର୍ମଚାରୀଙ୍କ ପାଇଁ ସପ୍ଲାଏ ଚେନ୍ ଓ ଲଜିଷ୍ଟିକ୍ ମ୍ୟାନେଜମେଣ୍ଟ ଉପରେ ପାଠ୍ୟକ୍ରମର ସମାବର୍ତ୍ତନ ଉତ୍ସବ ଆୟୋଜିତ

Proprietor Abhimanyu Maharana by Proprietor Abhimanyu Maharana
September 28, 2022
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ଟାଟା ଷ୍ଟିଲ କଳିଙ୍ଗନଗର କର୍ମଚାରୀଙ୍କ ପାଇଁ ସପ୍ଲାଏ ଚେନ୍ ଓ ଲଜିଷ୍ଟିକ୍ ମ୍ୟାନେଜମେଣ୍ଟ  ଉପରେ ପାଠ୍ୟକ୍ରମର ସମାବର୍ତ୍ତନ ଉତ୍ସବ ଆୟୋଜିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୨୭ ସେପ୍ଟେମ୍ବର ମଙ୍ଗଳବାର ) କଳିଙ୍ଗନଗର :- ଟାଟା ଷ୍ଟିଲ କଳିଙ୍ଗନଗରର ପ୍ଲଟ୍‌-୨ ହାଉସିଂ କମ୍ପେ୍ଲକ୍ସଠାରେ ମଙ୍ଗଳବାର ଦିନ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ସୋସିଆଇଲ ୱେଲଫେୟାର ଆଣ୍ଡ ବିଜସେନ୍ ମ୍ୟାନେଜମେଣ୍ଟ (IISWBM), କୋଲାକାତା ପକ୍ଷରୁ ଟାଟା ଷ୍ଟିଲ କଳିଙ୍ଗନଗର କର୍ମଚାରୀଙ୍କ ପାଇଁ ସପ୍ଲାଏ ଚେନ୍ ଓ ଲଜିଷ୍ଟିକ୍‌ ମ୍ୟାନେଜମେଣ୍ଟ ଉପରେ ପୋଷ୍ଟ ଗ୍ରାଜୁଏଟ୍ ସାର୍ଟିଫିକେଟ୍ କୋର୍ସର ପ୍ରଥମ ବ୍ୟାଚ୍‌ର ସମାବର୍ତ୍ତନ ଉତ୍ସବ ଆୟୋଜିତ ହୋଇଯାଇଛି ।

ଏହି ଅବସରରେ ଟାଟା ଷ୍ଟିଲ ମାନବ ସମ୍ବଳ ପରିଚାଳନା ବିଭାଗର ଭାଇସ ପ୍ରେସିଡେଣ୍ଟ ଆତ୍ରେୟୀ ସାନ୍ୟାଲ, ଟାଟା ଷ୍ଟିଲ କଳିଙ୍ଗନଗର ଅପରେସନ୍ସ ବିଭାଗ ଭାଇସ ପ୍ରେସିଡେଣ୍ଟ ରାଜୀବ କୁମାରଙ୍କ ସହିତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବାବେଳେ ଟାଟା ଷ୍ଟିଲ କଳିଙ୍ଗନଗର ଏଚ୍‌ଆରବିପି ବିଭାଗ ଚିଫ୍ ଇମାଦ ଅଲ୍ଲୀ ଏବଂ ଆଇଆଇଏସ୍‌ଡବ୍ଲ୍ୟୁବିଏମ୍‌ର ପୋଗ୍ରାମ୍ କୋଡ଼ିନେଟର ଡଃ ଜୟନ୍ତୀ ଦେ ଉପସ୍ଥିତ ଥିଲେ ।

ଏହାବ୍ୟତୀତ ଟାଟା ଷ୍ଟିଲ କଳିଙ୍ଗନଗରର ବରିଷ୍ଠ ଅଧିକାରୀମାନେ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ନିର୍ମାଣକାରୀ ଉଦ୍ୟୋଗରେ ଏକ ଗୁରୁତ୍ୱପୁର୍ଣ୍ଣ ବିଭାଗ ରୂପେ ପରିଚିତ ସପ୍ଲାଏ ଚେନ୍ ଓ ଲଜିଷ୍ଟିକ୍ ମ୍ୟାନେଜମେଣ୍ଟ ଉପରେ ସଫଳତାର ସହ ପୋଷ୍ଟ ଗ୍ରାଜୁଏଟ ସାର୍ଟିଫିକେଟ୍ କୋର୍ସ ସମାପ୍ତ କରିଥିବା ୩୭ ଜଣ କର୍ମଚାରୀଙ୍କୁ ପାଠ୍ୟକ୍ରମ ସମାପନ ପ୍ରମାଣପତ୍ର ପ୍ରଦାନ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜାତିସଙ୍ଘ ନୀତି ଅଧିକାରୀ ବୈଶାଳୀଙ୍କ ଦମ ଦାର ନୃତ୍ୟ ପ୍ରଦର୍ଶନ

ଜାତିସଙ୍ଘ ନୀତି ଅଧିକାରୀ ବୈଶାଳୀଙ୍କ ଦମ ଦାର ନୃତ୍ୟ ପ୍ରଦର୍ଶନ

October 24, 2026
ଭୀମପୁର ଓ ଗାଲୁଆ ପଞ୍ଚାୟତର ଯୁବକଙ୍କ ବୈଠକ : ଗ୍ରାମ ଉନ୍ନତି ଓ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଉପରେ ଆଲୋଚନା

ଭୀମପୁର ଓ ଗାଲୁଆ ପଞ୍ଚାୟତର ଯୁବକଙ୍କ ବୈଠକ : ଗ୍ରାମ ଉନ୍ନତି ଓ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଉପରେ ଆଲୋଚନା

October 24, 2026
ଭସାଣୀରେ କଟକ ସହରର ୧୩୯ ଟି ମା,ଦୂର୍ଗାଙ୍କ ପ୍ରତିମୂର୍ତ୍ତି ବିସର୍ଜନ

ଭସାଣୀରେ କଟକ ସହରର ୧୩୯ ଟି ମା,ଦୂର୍ଗାଙ୍କ ପ୍ରତିମୂର୍ତ୍ତି ବିସର୍ଜନ

October 24, 2026
କଟକ ଜିଲ୍ଲାରେ ଅବକାରୀ ବିଭାଗର ଚଢାଉ : ବିପୁଳ ପରିମାଣର ମଦ ଜବତ

କଟକ ଜିଲ୍ଲାରେ ଅବକାରୀ ବିଭାଗର ଚଢାଉ : ବିପୁଳ ପରିମାଣର ମଦ ଜବତ

October 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜାତିସଙ୍ଘ ନୀତି ଅଧିକାରୀ ବୈଶାଳୀଙ୍କ ଦମ ଦାର ନୃତ୍ୟ ପ୍ରଦର୍ଶନ

ଜାତିସଙ୍ଘ ନୀତି ଅଧିକାରୀ ବୈଶାଳୀଙ୍କ ଦମ ଦାର ନୃତ୍ୟ ପ୍ରଦର୍ଶନ

October 24, 2026
ଭୀମପୁର ଓ ଗାଲୁଆ ପଞ୍ଚାୟତର ଯୁବକଙ୍କ ବୈଠକ : ଗ୍ରାମ ଉନ୍ନତି ଓ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଉପରେ ଆଲୋଚନା

ଭୀମପୁର ଓ ଗାଲୁଆ ପଞ୍ଚାୟତର ଯୁବକଙ୍କ ବୈଠକ : ଗ୍ରାମ ଉନ୍ନତି ଓ ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ଉପରେ ଆଲୋଚନା

October 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version