• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଣ୍ଟିଲେ ନିଗମ ଦାୟିତ୍ୱ : ମିନତି ବେହେରାଙ୍କୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷ

Proprietor Abhimanyu Maharana by Proprietor Abhimanyu Maharana
October 10, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଣ୍ଟିଲେ ନିଗମ ଦାୟିତ୍ୱ : ମିନତି ବେହେରାଙ୍କୁ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୦ଅକ୍ଟୋବର,ସୋମବାର) ଭୁବନେଶ୍ୱର :- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଭିନ୍ନ ବିଭାଗ ପାଇଁ ଦାୟୀତ୍ୱ ବାଣ୍ଟିଛନ୍ତି । ଏହି କ୍ରମରେ ପ୍ରଶନ୍ନ ପାଟ୍ଟଶାଣୀଙ୍କୁ ରାଜ୍ୟ ପ୍ଲାନିଂ ବୋର୍ଡର ମେମ୍ବର ଭାବେ ନିଯୁକ୍ତି ମିଳିଥିବା ବେଳେ ମିନତି ବେହେରାଙ୍କୁ ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷ ଭାବେ ନିଯୁକ୍ତି ମିଳିଛି । ସେହିଭଳି ବିଭିନ୍ନ ନିଗମର ଦାୟିତ୍ୱ ମଧ୍ୟ ବଣ୍ଟନ କରାଯାଇଛି । ରମେଶ ଚ୍ୟାଉ ପଟ୍ଟନାୟକଙ୍କୁ ରାଜ୍ୟ ପ୍ଲାନିଂ ବୋର୍ଡର ମେମ୍ବର ଭାବେ ନିଯୁକ୍ତି ମିଳିଛି । ପ୍ରଦୀପ ମାଝୀଙ୍କୁ ସ୍ପେଶାଲ ଡେଭଲପମେଣ୍ଟ କାଉନସିଲର ଉପଦେଷ୍ଟା ଭାବେ ଦାୟୀତ୍ୱ ଦିଆଯାଇଛି । ସେହିଭଳି କସ୍ତୁରୀ ମହାପାତ୍ରଙ୍କୁ ଉତ୍କଳ ପ୍ରସଙ୍ଗ ଓଡିଶା ରିଭ୍ୟୁର ସଂପାଦକ ଦାୟିତ୍ୱ ମିଳିଛି ।

ସେହିଭଳି ରାମଚନ୍ଦ୍ର ପଣ୍ଡାଙ୍କୁ କୃଷି ଓ କୃଷକ ସଶକ୍ତିକରଣ ବିଭାଗର ଉପଦେଷ୍ଟା ଭାବେ ନିଯୁକ୍ତି ମିଳିଛି । ଅନୁଭବ ପଟ୍ଟନାୟକଙ୍କୁ ପ୍ରଜ୍ୟୁକ୍ତି ବିଦ୍ୟା କ୍ଷେତ୍ରରେ ଉପଦେଷ୍ଟା । ସୁଧୀର ଦାଶଙ୍କୁ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ପରାମର୍ଶଦାତା, ନିବେଦିତା ନାୟକଙ୍କୁ ମଧ୍ୟ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି । ଅନ୍ୟପଟେ ଲୋପାମୁଦ୍ରା ବକ୍ସିପାତ୍ରଙ୍କ ମିଶନ ଶକ୍ତି ଯୋଜନାର ପରାମର୍ଶଦାତା, ଗୀତା ବସ୍ତିଆଙ୍କୁ ମଧ୍ୟ ମିଶନ ଶକ୍ତି ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି । ସରୋଜିନି ହେମ୍ବ୍ରମଙ୍କୁ ଅନୁସୂଚିତ ଜାତି ଓ ଜନଜାତି ବିକାଶର ଉପଦେଷ୍ଟା ଓ ସୁମିତ୍ରା ଜେନାଙ୍କୁ ମହିଳା ଓ ବାଳ ବିକାଶ ବିଭାଗର ପରାମର୍ଶଦାତା ଭାବେ ନିଯୁକ୍ତି ମିଳିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version