No Result
View All Result
ଓଡ଼ିଶା ତାଜା ନ୍ୟୁଜ (୧୦ଅକ୍ଟୋବର,ସୋମବାର) ଭୁବନେଶ୍ୱର :- ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ପବିତ୍ର ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପିସିସି ପକ୍ଷରୁ କଂଗ୍ରେସ ନେତୃବୃନ୍ଦ ଗୋପବନ୍ଧୁ ଛକ ଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୃର୍ତରେ ମାଲ୍ୟାର୍ପଣ କରିଥିଲେ । ପରେ କଂଗ୍ରେସ ଭବନ ପରିସରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୃର୍ତିରେ ନେତୃବୃନ୍ଦ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ ।
ଏହି ସମସ୍ତ କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ ନିରଞ୍ଜନ ପଟ୍ଟନାୟକ, ଅନନ୍ତ ପ୍ରସାଦ ସେଠୀ, ସୁରେଶ କୁମାର ରାଉତରାୟ, ଶିବାନନ୍ଦ ରାୟ, ଚିନ୍ନମୟ ସୁନ୍ଦର ଦାସ, ଅମୀୟ କୁମାର ପଟ୍ଟନାୟକ, ପଦ୍ମାକର ଗୁରୁ, ମାନସ ରଞ୍ଜନ ଆଚାର୍ଯ୍ୟ, ରଜନୀ ମହାନ୍ତି, ତ୍ରିଲୋଚନ ମହାନ୍ତି, ଲିଙ୍ଗରାଜ ସାହୁ, ଶ୍ରୀନିବାସ ରାଉତରାୟ, ଶଙ୍କୁନା କଂଅର, ସଞ୍ଜୟ ମିଶ୍ର, ଆଲୋକ ମହାନ୍ତି, ଦୀପକ ମହାପାତ୍ର, ଦେବେନ୍ଦ୍ର ପ୍ରସାଦ ଦାସ, ସୁବାସ ମହାନ୍ତି, ରାଇଚରଣ ମହାନ୍ତି, ମିହୀର ଆଚାର୍ଯ୍ୟ ପ୍ରମୁଖ ବହୁ କଂଗ୍ରେସ ନେତୃବୃନ୍ଦ ଉପସ୍ଥିତ ଥିଲେ । ଦୀପକ କୁମାର ମହାପାତ୍ର ସଂଯୋଜକ, ଗଣମାଧ୍ୟମ ବିଭାଗ


No Result
View All Result