• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୁରୀରେ ହବିଷ୍ୟାଳି ମା ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ହବିଷ୍ୟାଳି ମା’ଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ – ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
October 11, 2022
in ଓଡ଼ିଶା, ପୁରୀ, ମହାନଗର, ହୋମ୍
0
ପୁରୀରେ ହବିଷ୍ୟାଳି ମା ମାନଙ୍କ କାର୍ତ୍ତିକ ବ୍ରତ ଆରମ୍ଭ ହବିଷ୍ୟାଳି ମା’ଙ୍କ ପାଇଁ ବୃନ୍ଦାବତୀ ନିବାସ ଲୋକାର୍ପିତ କଲେ – ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ହବିଷ୍ୟାଳି ଯୋଜନା ର ମା’ଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ପ୍ରଦାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଜଗନ୍ନାଥ ମୁଖ୍ୟମନ୍ତ୍ରୀଙ୍କୁ ‘କୋଟିଏ ପରମାୟୁ ଦିଅନ୍ତୁ’ – ହବିଷ୍ୟାଳି ମା ମାନେ

ଓଡ଼ିଶା ତାଜା ନ୍ୟୁଜ (୧୧ ଅକ୍ଟୋବର,ମଙ୍ଗଳବାର ) ଭୁବନେଶ୍ୱର :- ପୁରୀରେ ହବିଷ୍ୟାଳି ମା ମାନଙ୍କର କାର୍ତ୍ତିକ ବ୍ରତ ଆରମ୍ଭ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ହବିଷ୍ୟାଳି ମା ମାନଙ୍କ ପାଇଁ ‘ବୃନ୍ଦାବତୀ ନିବାସ’ ଲୋକାର୍ପିତ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସବୁ ହବିଷ୍ୟାଳି ମା ମାନଙ୍କୁ ସ୍ବାଗତ କରି ସମସ୍ତଙ୍କୁ ଗୋଟିଏ ଗୋଟିଏ ଶାଲ୍‌ ଉପହାର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି । ମା ମାନେ ଶାନ୍ତି ଓ ଆନନ୍ଦରେ କାର୍ତ୍ତିକ ବ୍ରତ ପାଳନ କରିବେ ବୋଲି ଆଶା ପ୍ରକାଶ କରି ମୁଖ୍ୟମନ୍ତ୍ରୀ ସେମାନଙ୍କ ଓ ସେମାନଙ୍କ ପରିବାର ତଥା ସାରା ଓଡିଶାବାସୀଙ୍କ ପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ଆଶୀର୍ବାଦ କାମନା କରିଥିଲେ ।

ଏହି ଅବସରରେ ମନ୍ତ୍ରୀ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ସମୀର ରଂଜନ ଦାଶ, କ୍ରୀଡା ଓ ଯୁବସେବା ମନ୍ତ୍ରୀ ଶ୍ରୀ ତୁଷାରକାନ୍ତି ବେହେରା ଓ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଶ୍ରୀ ଅଶ୍ବିନୀ ପାତ୍ର ଓ ସାଂସଦ ଶ୍ରୀ ପିନାକୀ ମିଶ୍ର ପ୍ରମୁଖ ସେମାନଙ୍କର ଅଭିଭାଷଣ ରଖି କହିଥିଲେ ଯେ ମୁଖ୍ୟମନ୍ତ୍ରୀ ସବୁବେଳେ ଓଡିଶାବାସୀଙ୍କ କଲ୍ୟାଣ ପାଇଁ କାମ କରିଆସିଛନ୍ତି ।

ଆଜି ମା ମାନଙ୍କ ମନ କଥା ଜାଣି, ସେ ପୁରୀରେ କାର୍ତ୍ତିକ ବ୍ରତ ପାଳନ ପାଇଁ ବୃନ୍ଦାବତୀ ନିବାସ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ୩ ଜଣ ହବିଷ୍ୟାଳି ମା ଗଞ୍ଜାମ ର ଉର୍ମିଳା ପଟନାୟକ, ମୟୁରଭଞ୍ଜ ର ସାବିତ୍ରୀ ବିନ୍ଧାଣି ଓ ପୁରୀ ର ଡ଼ଲିମଣି ନାଇଡ଼ୁ ସେମାନଙ୍କ ଏହି ନୂଆ ସୁବିଧା ସଂପର୍କରେ ମତବ୍ୟକ୍ତ କରି କହିଲେ ଯେ ମୁଖ୍ୟମନ୍ତ୍ରୀ ଆମ ପାଇଁ ସବୁ ସୁବିଧା କରିଛନ୍ତି ।

ରହିବା, ଶୋଇବା, ଖାଇବା କୌଣସିରେ ଅସୁବିଧା ନାହିଁ । ଜଗନ୍ନାଥ ମହାପ୍ରଭୁ ଆମ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କୋଟିଏ ପରମାୟୁ ଦିଅନ୍ତୁ କହି ସେମାନେ ମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଶୀର୍ବାଦ ଭିକ୍ଷା କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ । ପୁରୀ ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ, ପରିଚାଳନା କମିଟିର ସଦସ୍ୟଗଣ ଓ ଅନ୍ୟ ବରିଷ୍ଠ ବ୍ୟକ୍ତି ମାନେ ଯୋଗ ଦେଇଥିଲେ । ପୁରୀ ଜିଲ୍ଲାପାଳ ସ୍ବାଗତ ଭାଷଣ ଦେଇଥିଲେ ଓ ଅତିରିକ୍ତି ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
ଓଡ଼ିଶା ଉମେନ୍ ଇନ୍ ମିଡିଆ (OWM)ର ୩ୟ ବାର୍ଷିକ ଅବସରରେ ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

OWM’s 3rd Annual function highlights professional responsibilities and personal happiness

March 16, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

ଏସସିବି ଘଟଣାକୁ ନେଇ ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ ଟାର୍ଗେଟ୍ – ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି

March 17, 2026
ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

ରାଜ୍ୟସଭାକୁ ନିର୍ବାଚିତ ହେଲେ ମନମୋହନ ସାମଲ, ସୁଜିତ କୁମାର, ସଂନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ ରାୟ

March 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version