• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀ : କଟକ ମହାନଗର ନିଗମର ୫୨ ନଂ ଓ ୫୩ ନଂ ୱାର୍ଡ଼ରେ – ଜନସମ୍ପର୍କ ପଦଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
October 12, 2022
in Uncategorized, ଓଡ଼ିଶା, କଟକ, ମହାନଗର, ରାଜନୀତି, ହୋମ୍
0
ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀ : କଟକ ମହାନଗର ନିଗମର ୫୨ ନଂ ଓ ୫୩ ନଂ ୱାର୍ଡ଼ରେ – ଜନସମ୍ପର୍କ ପଦଯାତ୍ରା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୨ ଅକ୍ଟୋବର,ବୁଧବାର) କଟକ :- ବିଜୁ ଜନତା ଦଳର ସଭାପତି ତଥା ଓଡ଼ିଶାର ମାନ୍ୟବର ଜନପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ  ମହୋଦୟଙ୍କ ଆହ୍ୱାନ କ୍ରମେ ମାସେ ବ୍ୟାପି ସାରା ରାଜ୍ୟରେ ଆୟୋଜିତ ‘ଜନସମ୍ପର୍କ ପଦଯାତ୍ରା’ ପରିପ୍ରେକ୍ଷୀରେ ଆଜି ଚୌଦ୍ୱାର-କଟକ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କଟକ ମହାନଗର ନିଗମର ୫୨ ନଂ ଓ ୫୩ ନଂ ୱାର୍ଡ଼ର ବିଭିନ୍ନ ଅଞ୍ଚଳ ଯଥା ରାଜେନ୍ଦ୍ର ନଗର, କଲ୍ୟାଣୀନଗର ଏବଂ ଅନ୍ଦରପୁର ଠାରେ ଆମ ପ୍ରିୟ ନେତା ତଥା ଚୌଦ୍ୱାର-କଟକର ପୂର୍ବତନ ବିଧାୟକ ଡ଼ଃ Pravat Ranjan Biswalଙ୍କ ନେତୃତ୍ୱରେ ଏକ ବିଶାଳ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି ।

ଉକ୍ତ ପଦଯାତ୍ରାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର Housing & Urban Development Department, Govt. of Odisha ବିଭାଗୀୟ ମନ୍ତ୍ରୀ ତଥା କଟକ ଜିଲ୍ଲା ପର୍ଯ୍ୟବେକ୍ଷକ ଶ୍ରୀମତୀ USHA DEVIଙ୍କ ସମେତ ଚୌଦ୍ୱାର-କଟକ ବିଜୁ ଜନତା ଦଳର ସମସ୍ତ ନେତୃମଣ୍ଡଳୀ, ଯୁବ-ଛାତ୍ର-ମହିଳା ନେତୃବୃନ୍ଦ ତଥା ‌କର୍ମକର୍ତ୍ତା, ସ୍ଥାନୀୟ କର୍ପୋରେଟର ଗଣ, କଟକ ଡ଼େପୁଟି ମେୟର, ୱାର୍ଡ଼ ସଭାପତି ପ୍ରମୁଖ ଶତାଧିକ ଦଳୀୟ କର୍ମୀ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରିଥିବାରୁ ସମସ୍ତଙ୍କୁ ମୋର ଆନ୍ତରିକ ଧନ୍ୟବାଦ ଜଣାଉଛି ।

ଏହି ପଦଯାତ୍ରା ମାଧ୍ୟମରେ ସରକାରଙ୍କ କଲ୍ୟାଣକାରୀ କାର୍ଯ୍ୟ ଓ ବିଜୁ ଜନତା ଦଳର ବିକାଶର ବାର୍ତ୍ତା ତୃଣମୂଳସ୍ତରରେ ପହଞ୍ଚିବା ସହ ଲୋକଙ୍କ ନିକଟତର ହୋଇ କାମ କରିବାକୁ ଦଳୀୟ କର୍ମୀଙ୍କ ପାଇଁ ଏହା ନୂଆ ଉତ୍ସାହ ଓ ସୁଯୋଗ ସୃଷ୍ଟି କରିଛି । ସେବା କାର୍ଯ୍ୟକ୍ରମକୁ ଆହୁରି ବ୍ୟାପକ କରିବା ସହ ନୂଆ ଓଡ଼ିଶା ଗଠନ ପାଇଁ ଆଗେଇ ଆସିବାକୁ ସମସ୍ତଙ୍କୁ ମୋର ଆହ୍ୱାନ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

ବିରିଡି ପଞ୍ଚାୟତ ସମିତିର ଦଶମ ସ୍ୱତନ୍ତ୍ର ସାଧାରଣ ବୈଠକ

September 12, 2026
ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

ନିପୁଣ ଓଡ଼ିଶା ଓ ଉଲ୍ଲାସ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବର୍ଣ୍ଣନା କଲେ ବ୍ଲକ୍ ଶିକ୍ଷା ଅଧିକାରୀ

September 11, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version