• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ସ୍ନାନଯାତ୍ରାର ସିଧା ପ୍ରସାରଣ କରିବା ଦିଗରେ ଆବଶ୍ୟକୀୟ ବ୍ୟବସ୍ଥା – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ।

Proprietor Abhimanyu Maharana by Proprietor Abhimanyu Maharana
May 30, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ସ୍ନାନଯାତ୍ରାର ସିଧା ପ୍ରସାରଣ କରିବା ଦିଗରେ ଆବଶ୍ୟକୀୟ ବ୍ୟବସ୍ଥା – ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ।
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍‌ (୩୦ ମଇ, ଶନିବାର ) ପୁରୀ, ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ସ୍ନାନଯାତ୍ରାର : – ପୁରୀ , ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ସ୍ନାନଯାତ୍ରାର ଦୂରଦର୍ଶନରେ ସିଧା ପ୍ରସାରଣ ପାଇଁ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସମସ୍ତ ପ୍ରକାର ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ କରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସଚିବଙ୍କୁ ପତ୍ର ଲେଖିଛନ୍ତି । ମୁଖ୍ୟ ପ୍ରଶାସକ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ଏଥର କୋଭିଡ-୧୯ ମହାମାରୀ ପାଇଁ ମହାପ୍ରଭୁଙ୍କର ସ୍ନାନଯାତ୍ରାର ସମସ୍ତ ନୀତିକାନ୍ତି ଶ୍ରୀମନ୍ଦିର ପରିସରରେ ଥିବା ସ୍ନାନମଣ୍ଡପରେ ସମ୍ପନ୍ନ ହେବ । ଏହି ସ୍ନାନଯାତ୍ରାର ସିଧା ପ୍ରସାରଣ ବିଭିନ୍ନ ଟେଲିଭିଜନ ଚ୍ୟାନେଲ ଦ୍ୱାରା ହୋଇଆସୁଛି ଏବଂ ଏହା ଶ୍ରୀ ଜଗନ୍ନାଥ ପ୍ରେମୀ ଓ ଭକ୍ତ ମାନଙ୍କ ପାଇଁ ଏକ ଲୋକପ୍ରିୟ କାର‌୍ୟ୍ୟକ୍ରମ ।

କିନ୍ତୁ କୋଭିଡ-୧୯ ମହାମାରୀ ପାଇଁ ଦେଶରେ ଜାରି ହୋଇଥିବା ଲକଡାଉନ ଯୋଗୁଁ ଶ୍ରୀମନ୍ଦିରକୁ ଦର୍ଶନ ପାଇଁ ସର୍ବସାଧାରଣଙ୍କ ଉପରେ କଟକଣା ଲାଗୁ କରାଯାଇଛି । ଏହା ବ୍ୟତିତ ସାମାଜିକ ଦୂରତ୍ୱ ରକ୍ଷା ପ୍ରବୃତି ବହୁ କଟକଣା ରହିଥିବାରୁ ଏଥର ସୂଚନା ଓ ଲୋକ ସମ୍ପର୍କ ବିଭାଗ ସ୍ନାନଯାତ୍ରାର ସିଧା ପ୍ରସାରଣ କରିବା ଦିଗରେ ଆବଶ୍ୟକୀୟ ବ୍ୟବସ୍ଥା ଗ୍ରହଣ କରିବେ ସୂଚନା ଓ ଲୋକସମ୍ପର୍କ ବିଭାଗ ସ୍ନାନଯାତ୍ରା ସିଧା ପ୍ରସାରଣର ବିବରଣୀ ଅନ୍ୟ ଚ୍ୟାନେଲ ଗୁଡିକୁ ସେୟାର କରିବେ । କିନ୍ତୁ ବ୍ୟକ୍ତିଗତ ଚ୍ୟାନେଲ ଗୁଡିକୁ ଏଥିପାଇଁ ଅନୁମତି ଦିଆଯିବ ନାହିଁ । ଏହି କାର‌୍ୟ୍ୟ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରୀ ସୁଭ୍ରାଂଶୁ ସେଖର ପାଢୀ ମୋବାଇଲ ନମ୍ବର ୭୦୦୮୮୧୦୧୯୮କୁ ନୋଡାଲ ଅଫିସର ଭାବେ ନିଯୁକ୍ତି ଦିଆଯାଇଛି ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର କହିଛନ୍ତି ।

odishatazanews.com, whatsApp – 9938341180, ph.7008991872, facebook – odishatazanews, ଲାଇକ୍ ଓ ସେୟାର କରନ୍ତୁ – Mail – odishatazanews1@gmail.com

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version