• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଜିଲ୍ଲାସ୍ତରୀୟ ଆନ୍ତଃବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ପଞ୍ଚମ ଦିନରେ ସେମିଫାଇନାଲ ବିଜୟ ହୋଇ ହୋଇଛନ୍ତି  : ରଣପୁର ଓ ଖଣ୍ଡପଡ଼ା

Proprietor Abhimanyu Maharana by Proprietor Abhimanyu Maharana
October 16, 2022
in ଓଡ଼ିଶା, କ୍ରୀଡ଼ା, ଖେଳ, ନୟାଗଡ଼ ନିଉଜ୍, ଶିକ୍ଷା ଓ ନିଯୁକ୍ତି, ହୋମ୍
0
ଜିଲ୍ଲାସ୍ତରୀୟ ଆନ୍ତଃବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ପଞ୍ଚମ ଦିନରେ ସେମିଫାଇନାଲ ବିଜୟ ହୋଇ ହୋଇଛନ୍ତି  : ରଣପୁର ଓ ଖଣ୍ଡପଡ଼ା
Share on FacebookShare on TwitterWhatsapp

ଆନ୍ତଃବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର : ରଣପୁର ଓ ଖଣ୍ଡପଡ଼ା  ଖେଳିବ ଫାଇନାଲ ମ୍ୟାଚ୍

ଓଡ଼ିଶା ତାଜା ନ୍ୟୁଜ (୧୫ ଅକ୍ଟୋବର ଶନିବାର) ନୟାଗଡ଼ :- ଜିଲ୍ଲାସ୍ତରୀୟ ଆନ୍ତଃବିଦ୍ୟାଳୟ ଫୁଟବଲ୍ ଟୁର୍ଣ୍ଣାମେଣ୍ଟର ପଞ୍ଚମ ଦିନରେ ଦୁଇ ଦୁଇଟି ସେମି ଫାଇନାଲ ଅନୁଷ୍ଠିତ ହୋଇଯାଇଛି । ପ୍ରଥମ ସେମି ଫାଇନାଲରେ ନୟାଗଡ ଓ ଖଣ୍ଡପଡା ବ୍ଳକ ମଧ୍ୟରେ ଚିତ୍ତାକର୍ଷକ ଖେଳ ହୋଇଥିଲା ।

ବାମନ ଅବକାଶ ସରକାରୀ ଉଚ୍ଚ ବିଦ୍ୟାଳୟ ଇଟାମାଟି ଖେଳପଡିଆରେ ଅନୁଷ୍ଠିତ ଏହି ପ୍ରଥମ ସେମି ଫାଇନାଲ ଖେଳରେ ନୟାଗଡ ବ୍ଲକ କୁ ୨-୦ ଗୋଲ୍ ରେ ପରାସ୍ତ କରିଥିଲେ ଖଣ୍ଡପଡ଼ା ବ୍ଳକ। ସେହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏବଂ ସମ୍ମାନିତ ଅତିଥି ଭାବେ ଅବସରପ୍ରାପ୍ତ ଶାରୀରିକ ଶିକ୍ଷା ପରିଦର୍ଶକ ଶ୍ରୀ ତ୍ରିନାଥ ସାହୁ ଓ ଆଶିଷ କୁମାର ପଟ୍ଟନାୟକ ,

ସୂର୍ଯ୍ୟକାନ୍ତ ଦଳବେହେରା , କୈଳାସ ଚନ୍ଦ୍ର ପ୍ରଧାନ ଯୋଗଦେଇଥିଲେ ଏବଂ ପ୍ରସନ୍ନ କୁମାର ନାୟକଙ୍କ ଅତିଥିମାନଙ୍କୁ ସ୍ବାଗତ କରିବା ସହ କାର୍ଯ୍ୟକ୍ରମ ମଞ୍ଚ ପରିଚାଳନା ମଧ୍ୟ କରିଥିଲେ । ଖେଳର ଉଦଘୋଷକ ଭାବେ ଅମିୟ ମୋହନ ସାହୁ ଧାରା ବିବରଣୀ ପ୍ରଦାନ କରିଥିଲେ ।

ପ୍ରଥମ ସେମିଫାଇନାଲରେ ଖଣ୍ଡପଡ଼ା ବ୍ଲକ୍ ର ଶ୍ରେଷ୍ଠ ଖେଳାଳି ଭାବେ ବିବେକ ପ୍ରଧାନ ଓ ଅନ୍ୟ ଖେଳାଳି ମାନେ ବିଜୟ ଲାଭ କରିଥିଲେ । ତତ୍ପରେ ଦ୍ଵିତୀୟ ସେମି ଫାଇନାଲରେ ଓଡ଼ଗାଁ ଓ ରଣପୁର ମଧ୍ୟରେ ଖେଳ ଆରମ୍ଭ ହୋଇଥିଲା ଯେଉଁଥିରେ ରଣପୁର ଟ୍ରାଇ ବେକର୍ ରେ ଓଡ଼ଗାଁ କୁ ୩-୨ ଗୋଲ ରେ ପରାସ୍ତ କରି ବିଜୟୀ ହୋଇଥିଲା ।

କାର୍ଯ୍ୟକ୍ରମ ଟିର ଦ୍ୱିତୀୟ ପର୍ଯ୍ୟାୟ ରେ ରବୀନ୍ଦ୍ରନାଥ ନାୟକ ମଞ୍ଚ ପରିଚାଳନା ଦାୟିତ୍ୱରେ ରହିଥିବା ବେଳେ ମୁଖ୍ୟ ଅତିଥି ଭାବେ ଓଡ଼ଗାଁ ର ବ୍ଲକ୍ ଶିକ୍ଷା ଅଧିକାରୀ ଗୀତାଞ୍ଜଳି ସାହୁ ମଞ୍ଚ ଅଧିଗ୍ରହଣ କରିଥିଲେ । ସୁବାଷ ଚନ୍ଦ୍ର ବେହେରା , ଗଙ୍ଗାଧର ସେଠୀ ଧନେଶ୍ଵର ଗିରି ଇତ୍ୟାଦି ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version