• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆନ୍ତର୍ଜାତିକ ଗ୍ରାମୀଣ ମହିଳା ଦିବସ : ବେଦାନ୍ତ ଆଲୁମିନିୟମ ଜାତୀୟ ବିକାଶରେ ମହିଳା ମାନଙ୍କ ଅଂଶଗ୍ରହଣକୁ ସଶକ୍ତ କରୁଛି

Proprietor Abhimanyu Maharana by Proprietor Abhimanyu Maharana
October 17, 2022
in ଓଡ଼ିଶା, କଳାହାଣ୍ଡି, ଦେଶ, ହୋମ୍
0
ଆନ୍ତର୍ଜାତିକ ଗ୍ରାମୀଣ ମହିଳା ଦିବସ : ବେଦାନ୍ତ ଆଲୁମିନିୟମ ଜାତୀୟ ବିକାଶରେ ମହିଳା ମାନଙ୍କ ଅଂଶଗ୍ରହଣକୁ ସଶକ୍ତ କରୁଛି
Share on FacebookShare on TwitterWhatsapp

କଳାହାଣ୍ଡି ଓ ରାୟଗଡ଼ାର ୬୭ଟି ଗ୍ରାମରେ ପ୍ରାୟ ୪୦୦୦ ସଦସ୍ୟ ରହିଛନ୍ତି

ଓଡ଼ିଶା ତାଜା ନ୍ୟୁଜ (୧୬ ଅକ୍ଟୋବର ରବିବାର ) ନୂଆଦିଲ୍ଲୀ :- ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାନକାରୀ ବେଦାନ୍ତ ଆଲୁମିନିୟମ ହଜାର ହଜାର ଗ୍ରାମୀଣ ମହିଳାଙ୍କୁ ଦକ୍ଷତା, ଆର୍ଥିକ ସାକ୍ଷରତା, ସମ୍ବଳ, ପ୍ରଯୁକ୍ତିବିଦ୍ୟା ଓ ବଜାର ସହାୟତା ଜରିଆରେ ସକ୍ଷମ କରାଇ ସେମାନଙ୍କୁ ଜାତୀୟ ସାମାଜିକ ଅର୍ଥନୈତିକ କ୍ଷେତ୍ରରେ ସମାନ ଭାବରେ ସାମିଲ କରାଇ ପାରିଛି । କଂପାନିର ମୌଳିକ ନୀତି ଦାରିଦ୍ର‌୍ୟ ଦୂରୀକରଣ ଉଦ୍ଦେଶ୍ୟରେ ଗ୍ରାମୀଣ ମହିଳା ମାନଙ୍କ ପାଇଁ ଏହି ପଦକ୍ଷେପ ସେମାନଙ୍କୁ ନିରନ୍ତର ବିକାଶ ପଥରେ ଆଗେଇ ନେବ । ଓଡ଼ିଶା ଓ ଛତିଶଗଡ଼ରେ ବେଦାନ୍ତ ଆଲୁମିନିୟମର କାର୍ଯ୍ୟ ପରିସର ଅଂଚଳରେ ମହିଳାମାନଙ୍କୁ ଆର୍ଥିକ, ରାଜନୈତିକ ଓ ସାମାଜିକ କ୍ଷେତ୍ରରେ ସଶକ୍ତ କରିବାକୁ କଂପାନି ବହୁ ପଦକ୍ଷେପ ଗ୍ରହଣ କରିଛି । ଯାହାଦ୍ୱାରା ୧୩,୦୦୦ରୁ ଅଧିକ ମହିଳା ଉପକୃତ ହେବା ସହିତ ଶୂନ୍ୟ ଦାରିଦ୍ର‌୍ୟ, ଶୂନ୍ୟ କ୍ଷୁଧା ଓ ଲିଙ୍ଗଗତ ସମାନତାର ବିଶ୍ୱସ୍ତରୀୟ ଲକ୍ଷ୍ୟ ପ୍ରତି କଂପାନିର ପ୍ରତିବଦ୍ଧତା ପୂରଣ ହୋଇ ପାରିଛି ।

ଆଜି ମହିଳାମାନେ ବିଭିନ୍ନ ପ୍ରକାର ସ୍ୱାବଲମ୍ବୀ ମୂଳକ କାର୍ଯ୍ୟ ଜରିଆରେ ନିଜକୁ ପ୍ରତିଷ୍ଠା କରାଇ ପାରିଛନ୍ତି । କେତେକ ପ୍ରମୁଖ କାର୍ଯ୍ୟକ୍ରମ ଗୁଡ଼ିକ ହେଲା- ଶୁଭଲକ୍ଷ୍ମୀ ସମବାୟ: ବେଦାନ୍ତ ଆଲୁମିନିୟମ ବ୍ୟବସାୟର ଫ୍ଲାଗସିପ ଗୋଷ୍ଠୀ ବିକାଶ ପଦକ୍ଷେପ ସ୍ୱରୂପ ଶୁଭଲକ୍ଷ୍ମୀ ସମବାୟ ସମିତି ହେଉଛି ଭାରତର ବୃହତ ଗ୍ରାମୀଣ ମହିଳା ସମବାୟ ସମିତି ଯାହାକି ସ୍ଥାୟୀ ଜୀବିକା ଓ ମହିଳା ସଶକ୍ତିକରଣ ପାଇଁ କାର୍ଯ୍ୟ କରୁଛି । ୨୦୦୮ରେ ଆରମ୍ଭ ହେବା ଦିନଠାରୁ ଆଜି ୪୧୦୦ରୁ ଅଧିକ ମହିଳା ସଦସ୍ୟାଙ୍କ ସଂଖ୍ୟା ବୃଦ୍ଧି ପାଇଛି । ଏହି ସଂସ୍ଥା ଜିରୋ କ୍ଷୁଧା ଓ ଲିଙ୍ଗଗତ ସମାନତାର ସ୍ଥାୟୀ ବିକାଶ ଲକ୍ଷ୍ୟ ପ୍ରତି କଂପାନିର ପ୍ରତିବଦ୍ଧତାର ପ୍ରମାଣ । ସମବାୟ ସମିତି ମାଇକ୍ରୋ ଫାଇନାନସ, ଦକ୍ଷତା ବିକାଶ, ଆର୍ଥିକ ସାକ୍ଷରତା, ବଜାର ଲକ୍ଟଙ୍କକ୍ସ ସହ ଅଶା କର୍ମୀ ମହିଳାମାନଙ୍କୁ ସକ୍ଷମ କରାଇଥାଏ ଓ ହଜାର ହଜାର ମହିଳାଙ୍କ ସ୍ୱପ୍ନ ପୂରଣ କରିଥାଏ । ଏହା ମଧ୍ୟ ଭାରତ ସରକାରଙ୍କ ବିଭିନ୍ନ ବିକାଶ ମୂଳକ କାର୍ଯ୍ୟକ୍ରମ ପାଇଁ ସହାୟତା ପ୍ରଦାନ କରୁଛି ।

ଉନ୍ନତି: ବେଦାନ୍ତ ଆଲୁମିନିୟମର ଛତିଶଗଡ଼ ଭିତିକ ସହାୟକ ବାଲକୋର ଉନ୍ନତି ଅଧିନରେ କଂପାନି ସ୍ୱୟଂ ସହାୟକ ଗୋଷ୍ଠୀରେ ମହିଳାମାନଙ୍କୁ ଏକତ୍ରିତ କରି ପାରିଛି । ଜୀବିକା ନିର୍ବାହ ପାଇଁ ସେମାନେ ବିଭିନ୍ନ ପନ୍ଥା ଆପଣାଇ ନିଜ ତଥା ନିଜ ପରିବାରକୁ ସକ୍ଷମ କରାଇ ପାରିଛନ୍ତି । ଚଳିତ ବର୍ଷରେ ୯୦ଟି ଝରଦ୍ଭଗ୍ଦସଗ୍ଧସଙ୍ଖସଗ୍ଧଚ୍ଚ: ଚଙ୍କଭକ୍ଷସମ (ଉ୪) ନୂଆ ଏସଏଚଜି ଗଠନ କରାଯାଇଛି ଓ ମୋଟ ୪୫୦ଏସଏଚଜି ମଧ୍ୟରୁ ୫୦୦୦ ମହିଳା ସଦସ୍ୟ ଏଥିରେ ସାମିଲ ଅଛନ୍ତି । ସଖୀ ପ୍ରକଳ୍ପ: ଦକ୍ଷତା ତାଲିମ ଓ ଜୀବିକା ନିର୍ବାହ ସୁଯୋଗ ମାଧ୍ୟମରେ ମହିଳାମାନଙ୍କୁ ସଶକ୍ତ କରିବା ପାଇଁ ଏକ ଉଦ୍ୟମ ସହିତ ବେଦାନ୍ତ ଆଲୁମିନିୟମ ସାମାଜିକ ଓ ଅର୍ଥନୈତିକ ସ୍ତରରେ ପ୍ରୋତ୍ସାହିତ କରୁଛି ।

ସେମାନଙ୍କ ଉତ୍ପାଦିତ ସାମଗ୍ରୀର ବଜାର ଲିଙ୍କ ସହ ଶକ୍ତି ସୁରକ୍ଷା ଫେଡେରସନ ଗଠନ କରାଯାଇ ସେମାନଙ୍କୁ ସାମାଜିକ ସୁରକ୍ଷା ସେବା ଯୋଗାଇ ଦିଆଯାଉଛି । ପ୍ରାୟ ୪୦୦୦ ମହିଳା ଏହା ଦ୍ୱାରା ଉପକୃତ ହେଉଛନ୍ତି । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ କଂପାନିର ବିକାଶ ଏଜେଣ୍ଡାକୁ ଦୋହରାଇ ଶ୍ରୀ ରାହୁଲ ଶର୍ମା, ସିଇଓ- ବେଦାନ୍ତ ଲିମିଟେଡ କହିଛନ୍ତିଯେ- ସାମାଜିକ, ଅର୍ଥନୈତିକ ଓ ରାଜନୈତିକ କ୍ଷେତ୍ରରେ ମହିଳାଙ୍କ ଅଂଶଗ୍ରହଣ ବିଶେଷ କରି ଭାରତର ଗ୍ରାମାଂଚଳରୁ ସାମିଲ ହେବା ଗୁରୁତ୍ୱପୂର୍ଣ୍ଣ । ଗୁଣାତକ୍ମ ଶିକ୍ଷା, ସ୍ୱାସ୍ଥ୍ର ସେବା, ଲିଙ୍ଗଗତ ସମାନତା କ୍ଷେତ୍ରରେ ମହିଳାଙ୍କୁ ସମାନ ଅଧିକାର ପ୍ରଦାନ ଦିଗରେ ବେଦାନ୍ତ ପ୍ରୟାସ କରି ଆସୁଛି । ଆଗାମୀ ବର୍ଷରେ ଆମର ବିକାଶ ମୂଳକ କାର୍ଯ୍ୟକ୍ରମର ପ୍ରସାରକୁ ବୃଦ୍ଧି କରିବା ଲକ୍ଷ୍ୟ ରଖିଛୁ ଓ ସେହି ଅନୁସାରେ ମହିଳାଙ୍କ କଲ୍ୟାଣ ପାଇର୍ ଆମର କାର୍ଯ୍ୟକ୍ରମ ପ୍ରସ୍ତୁତ କରିଛୁ । ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା ।

ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ଏହା ବିଶ୍ୱଶ୍ରେଣୀର ୧.୭୫ ଏମଟିପିଏ ଆଲୁମିନିୟମ ସ୍ମେଲଟର ପ୍ଲାଂଟ ଓ ଝାରସୁଗୁଡ଼ାରେ ୩୬୧୫ ମେୱାର ତାପଜ ବିଜୁଳି ଉତ୍ପାଦନ କରୁଛି । ଏକମାତ୍ର ଭାରତୀୟ ସ୍ମେଲଟର ଭାବରେ ବିଶ୍ୱକୁ ୧ ନିୟୂତ ଟନ ଉତ୍ପାଦନ ଓ ଏକସପୋର୍ଟ କ୍ଲବ । ବେଦାନ୍ତର ଝାରସୁଗୁଡ଼ା ହେଉଛି ଏକ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦକ । ଅତ୍ୟାଧୁନିକ ସୁବିଧା, ଦକ୍ଷ ଇଂଜିନିୟରିଂ ଶକ୍ତି, ଆର ଆଣ୍ଡ ଡି ଓ ଅଭିନବ ଦକ୍ଷତାକୁ ନେଇ ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

ଲକ୍ଷ୍ମୀ ମନ୍ଦିର ରତ୍ନମୁଦ ଉତ୍ସବ ଅବସରରେ ଅଷ୍ଟ ପ୍ରହରୀ ନାମ ଯଜ୍ଞ ଅନୁଷ୍ଠିତ

March 18, 2026
ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

ଦ୍ୱିତୀୟ ପାଳି ଚୈତ୍ର ମଙ୍ଗଳବାର ଯାତ୍ରା : ସେବତୀ ବେଶରେ ଦର୍ଶନ ଦେଲେ ମା ‘ପାଟଖଣ୍ଡା

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version