• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସବୁଜିମାର ସ୍ୱର ସାହିତ୍ୟ ପରିବାର ତରଫରୁ : ବିଶ୍ଵ ଖାଦ୍ୟ ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
October 17, 2022
in ଓଡ଼ିଶା, କଟକ, ମହାନଗର, ହୋମ୍
0
ସବୁଜିମାର ସ୍ୱର ସାହିତ୍ୟ ପରିବାର ତରଫରୁ : ବିଶ୍ଵ ଖାଦ୍ୟ ଦିବସ ପାଳିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୭ ଅକ୍ଟୋବର ସୋମବାର) କଟକ :- ସବୁଜିମାର ସ୍ୱର ସାହିତ୍ୟ ପରିବାର ତରଫରୁ ବିଶ୍ଵ ଖାଦ୍ୟ ଦିବସ ଉତ୍କଳମଣି ଗୋପବନ୍ଧୁ ପାର୍କ ପରିସରରେ ପାଳିତ ହୋଇ ଯାଇଛି ।ଉକ୍ତ ଅବସରରେ ଉଦ୍ଘାଟକ ଭାବେ କଟକର ମେୟର ଶ୍ରୀଯୁକ୍ତ ସୁବାସ ସିଂହ ଯୋଗଦେଇ ସମସ୍ତଙ୍କ ପାଖରେ ଖାଦ୍ୟ ସରକାରୀ ଉଦ୍ୟମରେ କିଭଳି ପହଞ୍ଚି ପାରିବ ଏବଂ କ୍ଷୁଧା ମୁକ୍ତ ସମାଜ ଗଠନ ପାଇଁ ସମସ୍ତଙ୍କୁ ପ୍ରେରଣା ଦେଇଥିଲେ । ମୁଖ୍ୟ ଅତିଥି ଭାବେ ଶ୍ରୀଯୁକ୍ତ ଶ୍ରୀକାନ୍ତ ତରାଇ, ସେକ୍ରେଟାରୀ ବୋର୍ଡ ଅଫ ସେକେଣ୍ଡାରୀ ଏଜୁକେଶନ ପରିବେଶ ସୁରକ୍ଷାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିଥିଲେ ।ଏହି କାର୍ଯ୍ୟକ୍ରମରେ ବିଶିଷ୍ଟ ଅତିଥି ଭାବେ ଡାକ୍ତର ଦୀନବନ୍ଧୁ ମହାରଣା ଓଷଧୀୟ ବୃକ୍ଷର ଉପକାରିତା ଏବଂ ଖାଦ୍ୟ ସୁରକ୍ଷା ଉପରେ ବିଶେଷ ମତ ରଖିଥିଲେ ।

ସମ୍ମାନିତ ବକ୍ତା ଶ୍ରୀଯୁକ୍ତ ନାରାୟଣ ଚନ୍ଦ୍ର ସେନାପତି ପରିବେଶର ସୁରକ୍ଷା ଉପରେ ଦାର୍ଶନିକ ପ୍ରେରଣତ୍ମକ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଅତିଥି ଭାବେ ବିଶ୍ୱଜିତ୍ ସୂର୍ଯ୍ୟବଂଶୀ , ଡ଼କ୍ଟର ସତ୍ୟ ରାୟ, ଶ୍ରୀମତୀ ଶ୍ରଦ୍ଧାଞ୍ଜଳୀ ରାୟ, କାମାକ୍ଷା ପ୍ରସାଦ ମହତାବ, ପଣ୍ଡିତ ନୀଳକଣ୍ଠ ରାଉତ, ପ୍ରଦୀପ କୁମାର ପଟ୍ଟନାୟକ, ଡ଼କ୍ଟର ରବୀନ୍ଦ୍ର ବିହାରୀ, ବରଦା ପ୍ରସନ୍ନ ଦାସ, ଡ଼ଃ. ଦୀପାୟନ ପଟ୍ଟନାୟକ, ଅଜୟ କୁମାର ପଣ୍ଡା , ଲକ୍ଷ୍ମଣ ସାହୁ ଏବଂ ଡ. ସେକ କଲିମୁଲ୍ଲା ଯୋଗଦେଇ ବିଶ୍ଵ ଖାଦ୍ୟ ସଙ୍କଟ ଏବଂ ଏହାର ସମାଧାନ ଉପରେ ବକ୍ତବ୍ୟ ରଖିଥିଲେ । ଏହି ଅବସରରେ ପୁଷ୍କରିଣୀ ଏବଂ ଅନ୍ୟାନ୍ୟ ପ୍ରସଙ୍ଗ ଶୀର୍ଷକ ପୁସ୍ତକ ଉନ୍ମୋଚିତ ହୋଇଥିଲା ।

ସମସ୍ତ ଅତିଥି ଉତ୍କଳମଣି ଗୋପବନ୍ଧୁ ପାର୍କ ପରିସରରେ ବୃକ୍ଷ ରୋପଣ କରି ସବୁଜିମା ସୃଷ୍ଟି ପାଇଁ ସ୍ବତନ୍ତ୍ର ବାର୍ତ୍ତା ପ୍ରଦାନ କରିଥିଲେ । ଉତ୍କଳମଣି ଙ୍କ ପ୍ରତିମୃତି ରେ ସମସ୍ତ ଅତିଥି ପୁଷ୍ପମାଲ୍ୟ ଅର୍ପଣ କରିଥିଲେ । ଏହି ଅବସରରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଆସିଥିବା ଚାଳିଶ ଜଣ କବି ଙ୍କୁ ସବୁଜିମା ପାଇଁ ସଚେତନତା ବାର୍ତ୍ତା ପ୍ରଚାର ପ୍ରସାର କରିଥିବାରୁ ସବୁଜ ଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା । ଦଶ ଜଣ ପରିବେଶବିତ୍ ଓଡ଼ିଶାର ନାମକୁ ଜାତୀୟସ୍ତରରେ ପରିପ୍ରକାଶ କରିଥିବାରୁ ଏବଂ ଅଠର ଜଣ ମାଳି କଟକ ସହରରେ ଚାରୋଟି ପାର୍କ ରେ ଦୀର୍ଘ ଦିନ ଧରି ଯୋଡ଼ି ହୋଇ କାମ କରି ସବୁଜିମାର ସାଧକ ସାଜିଥିବା ରୁ ସେମାନଙ୍କୁ ସବୁଜ ଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା ।

ଆଠଗୋଟି ଆଦର୍ଶ ସାମାଜିକ ସଂଗଠନ ନିଜ ପ୍ରଚେଷ୍ଟାରେ ସବୁଜିମାର ବଳୟ ସୃଷ୍ଟି କରିଥିବାରୁ ସେମାନଙ୍କୁ ସବୁଜ ଶ୍ରୀ ସମ୍ମାନ ପ୍ରଦାନ କରାଯାଇଥିଲା ।ପଚିଶ ଜଣ କବି ବିଶ୍ଵ ଖାଦ୍ୟ ଦିବସ ଏବଂ ପରିବେଶ ସମ୍ପର୍କିତ କବିତା ପାଠ କରିଥିଲେ । ଏହି ଅବସରରେ ଅନୁଷ୍ଠାନ ର ଉପଦେଷ୍ଟା ବିରେନ୍ଦ୍ର କୁମାର ଜେନା, ଭରତ ମିଶ୍ର , ଚିତ୍ତରଞ୍ଜନ ମହାନ୍ତି ଏବଂ ଉପସଭାପତି ସାଗର କୁମାର ସାମନ୍ତରାୟ ଉପସ୍ଥିତ ଥିଲେ । ଅନୁଷ୍ଠାନର ପ୍ରତିଷ୍ଠାତା ସମ୍ପାଦକ ଡଃ ସଂଗ୍ରାମ କେଶରୀ ସାମନ୍ତରାୟ ଅତିଥି ପରିଚୟ ଏବଂ ଧନ୍ୟବାଦ୍ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

ଶ୍ରୀମନ୍ଦିର ରେ ହଜିଯାଇଥିବା ଶିଶୁପୁତ୍ର କୁ ପୋଲିସ ପିତାମାତା ଙ୍କୁ ହସ୍ତାନ୍ତର କଲା

June 19, 2026
ସୋଲାର ପ୍ୟାନେଲ ସ୍ଥାପନା କ୍ଷେତ୍ରରେ ଅଗ୍ରଣୀ ବାଲେଶ୍ଵର ଜିଲ୍ଲାରେ ସ୍ଥାପନ ହୋଇଛି ୧୦ହଜାରରୁ ଅଧିକ ରୁଫଟପ୍ ସୋଲାର୍

Baleshwar Leads Odisha’s Energy Transition with Over 10,000 Rooftop Solar Installations

June 19, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

ସରପଞ୍ଚ ଚାମେଲୀ ଓଝାଙ୍କୁ ନ୍ୟାୟ ପ୍ରଦାନ ପାଇଁ ଅଣ୍ଟା ଭିଡ଼ିଲା ସରପଞ୍ଚ ସଂଘ : ବିଡ଼ିଓଙ୍କୁ ଦାବିପତ୍ର ପ୍ରଦାନ

June 19, 2026
ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

ସିନେ ପ୍ରଯୋଜକ ପ୍ରଦୀପ ଆଚାର୍ଯ୍ୟ ଙ୍କ ଦ୍ୱାରା ନୟାଗଡ଼ ରେ ଧୁମଧାମ ରେ ରାଜମଉଜ ଉତ୍ସବ ପାଳିତ

June 19, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version