• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋହନା ବ୍ଲକ ଅନ୍ତର୍ଗତ ଅଡବାଠାରେ ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
October 20, 2022
in ଓଡ଼ିଶା, ଗଜପତି, ହୋମ୍
0
ମୋହନା ବ୍ଲକ ଅନ୍ତର୍ଗତ ଅଡବାଠାରେ ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୧୯ ଅକ୍ଟୋବର ବୁଧବାର ) ପାରଳଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନା ବ୍ଲକ ଅନ୍ତର୍ଗତ ଅଡବା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଗ୍ରାମ୍ୟମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଗଜପତି ଜିଲ୍ଲା ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମ ଶେଖର ପଣ୍ଡା ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଜୟରାମ ଶତପଥୀଙ୍କ ଉପସ୍ଥିତିରେ ଆସିଥିବା ମୋଟ ୨୧୭ଗୋଟି ଅଭିଯୋଗ ମଧ୍ୟରୁ ୪୭ଟି ସାମୁହିକ ଓ ୧୩୮ଟି ବ୍ୟକ୍ତିଗତ ରହିଥିଲା । ସେଥିମଧ୍ୟରୁ ୩୨ଟି ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଥିବା ବେଳେ ୧୭୦ଟି ଅଭିଯୋଗକୁ ଅତିଶୀଘ୍ର ସମାଧାନ କରିବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା । ସାଧାରଣତଃ ବ୍ଳକର ବିଭିନ୍ନ ଗ୍ରାମକୁ ରାସ୍ତାଘାଟ ସମସ୍ୟା, ପାନୀୟ ଜଳ, ପୋଲ, ଆବାସ, ନେଟୱ।ର୍କ ଆଦି ସମସ୍ୟା ଉପରେ ଅଭିଯୋଗ ହୋଇଥିଲା ।

ଚିକିତ୍ସା ଓ ଅନ୍ୟ ସମସ୍ୟା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡରୁ ୧୧ ଜଣ ବ୍ୟକ୍ତିଙ୍କୁ ୨୮ ହଜାର ୫ ଶହ ଟଙ୍କା ପ୍ରଦାନ କରାଯାଇଥିଲା । ଏହି ଜନ ଅଭିଯୋଗ ଶୁଣାଣୀରେ ସ୍ଥାନୀୟ ଗୋଷ୍ଠି ଉନ୍ନୟନ ଅଧିକାରୀ ତପସ୍ଵିନୀ ହାଁସଦା, ଅଧ୍ଯକ୍ଷ ରଞ୍ଜିବ ଶବର, ଏସଡିପିଓ ଦିଲ୍ଲିପ କୁମାର ନାୟକ, ଜିଲ୍ଲା ମଙ୍ଗଳ ଅଧିକାରୀ ସନ୍ତୋଷ କୁମାର ରଥ,ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଫାଲଗୁନୀ ମାଝୀ, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସା ଅଧିକାରୀ ଡ. ଗିରୀଶ କୁମାର ମହାନ୍ତି, ମୁଖ୍ୟ ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକ, ଜିପିଇଓ ଖଗେଶ୍ଵର ଭୁୟାଁ ,ଅଡବା ସରପଞ୍ଚ, ସମିତି ସଭ୍ୟ, ଜନପ୍ରତିନିଧିମାନଙ୍କ ସମେତ ବ୍ଳକ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

ଅନାବିଳ ବ୍ୟକ୍ତିତ୍ଵ ଡଃ କିଶୋର କୁମାର ପଣ୍ଡା

October 1, 2026
ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

ମାଲଗୋଦାମ ପୋଲିସର ବଡ ସଫଳତା : ଜୀପି କଏଲ୍ ଚୋରୀ ମାମଲାରେ ୨ଗିରଫ,୧୭ ବଣ୍ଡଲ କଏଲ୍ ଜବତ

October 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Odiapreneur 3.0 State-Level Hackathon Inaugurated at IIT Bhubaneswar

Odiapreneur 3.0 State-Level Hackathon Inaugurated at IIT Bhubaneswar

October 1, 2026
ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

ମାଉଲି ମା କୃଷକ ଉତ୍ପାଦକ କମ୍ପାନୀର ବାର୍ଷିକ ସାଧାରଣ ସଭା

October 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version