• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରଣପୁର ନିର୍ବାଚନ ମଣ୍ଡଳୀର ଗୋଡ଼ିପଡା ଜୋନରେ : ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
October 22, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ରାଜନୀତି, ହୋମ୍
0
ରଣପୁର ନିର୍ବାଚନ ମଣ୍ଡଳୀର ଗୋଡ଼ିପଡା ଜୋନରେ : ବିଜେଡ଼ିର ଜନ ସମ୍ପର୍କ ପଦଯାତ୍ରା
Share on FacebookShare on TwitterWhatsapp

ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଡ଼ିପଡ଼ା ଜୋନର ୩ ଟି ପଞ୍ଚାୟତରୁ ଆରମ୍ଭ ହୋଇଯାଇଛି ଜନ ସମ୍ପର୍କ ପଦଯାତ୍ରା ।

ଓଡ଼ିଶା ତାଜା ନ୍ୟୁଜ (୨୧ ଅକ୍ଟୋବର ଶୁକ୍ରବାର ) ରଣପୁର :- ରଣପୁର ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳ ଆନୁକୁଲ୍ୟରେ ଆୟୋଜିତ ହୋଇଯାଇଛି ଜନସମ୍ପର୍କ ପଦଯାତ୍ରା । ରଣପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୋଡ଼ିପଡ଼ା ଜୋନର ୩ ଟି ପଞ୍ଚାୟତରୁ ଆରମ୍ଭ ହୋଇଯାଇଛି ଜନ ସମ୍ପର୍କ ପଦଯାତ୍ରା । ଆଙ୍ଗିସିଙ୍ଗି ଠାରୁ ଏହି ପଦଯାତ୍ରା ଆରମ୍ଭ ହୋଇ ପାଟୁଳି ସାହି ଠାରେ ଶେଷ ହୋଇଥିଲା ।

ଉକ୍ତ ସ୍ଥାନରେ ବିଜେଡ଼ି ନେତା ଓ କର୍ମୀ ମାନଙ୍କ ସମେତ ବହୁ ଜନ ସମାଗମ ହୋଇଥିଲା । ସ୍ଥାନୀୟ ବିଧାୟକ ସତ୍ୟ ନାରାୟଣ ପ୍ରଧାନ ଙ୍କ ନେତୃତ୍ୱରେ ଏହି ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଦଶପଲ୍ଲା ବିଧାୟକ ତଥା ନୟାଗଡ ଜିଲ୍ଲା ସଭାପତି ରମେଶ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ଗୋଡ଼ିପଡା ଜୋନର ଜିଲ୍ଲାପରିଷଦ ସଂଯୁକ୍ତା ପଢ଼ିଆରୀ ଓ ଆଙ୍ଗିସିଙ୍ଗି ସରପଞ୍ଚ ଙ୍କ ନେତୃତ୍ୱରେ ଉକ୍ତ କାର୍ଯ୍ୟକ୍ରମକୁ ସମ୍ପାଦନ କରାଯାଇଥିଲା । ଗତ ୨୨ ବର୍ଷ ର ଶାସନ କାଳରେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ କିଭଳି ଓଡ଼ିଶାବାସୀ ଙ୍କ ପାଖରେ ପହଞ୍ଚି ପାରିଛନ୍ତି ଓ ମୁଖ୍ୟମନ୍ତ୍ରୀ ଙ୍କ ନିଜସ୍ଵ ଯୋଜନା ରେ ଜନସାଧାରଣ ଉପକୃତ ହୋଇପାରିଛନ୍ତି

ସେ ବିଷୟ ରେ ଲୋକଙ୍କୁ ଅବଗତ କରାଇଥିଲେ ଏବଂ ଓଡ଼ିଶାର ବିକାଶ ପାଇଁ ବିଜେଡିକୁ ଶକ୍ତିଶାଳୀ କରିବା ଉପରେ ଅତିଥି ମାନେ ମତବ୍ୟକ୍ତ କରିଥିଲେ । ଉକ୍ତ ପଦଯାତ୍ରାରେ ବିଜେଡ଼ିର ୪ ଟି ଜିଲ୍ଲା ପରିଷଦ ଯଥା ଶରଣକୂଳ ଜୋନର ଚିନ୍ମୟୀ ଦାସ, ରଣପୁର ଓ ଚାନ୍ଦପୁର ଜୋନ ର ଜିଲ୍ଲାପରିଷଦ ଙ୍କ ସମେତ  ଜିଲ୍ଲା ପରିଷଦ ଚେୟାରମ୍ୟାନ ଦେବାଶିଷ ପଟ୍ଟନାୟକ, ଏନଏସି ଚେୟାରମ୍ୟାନ୍ ରଙ୍ଗୀନ ମହାନ୍ତି ,

ସାଂସଦ ପ୍ରତିନିଧି ଲିଙ୍କନ ସୁବୁଦ୍ଧି, ପୁର୍ବତନ ଜିଲ୍ଲାପରିଷଦ ହୁଲାସ ନାୟକ , ବ୍ଲକ୍ ସଭାପତି ପାଣ୍ଡବ ସେଠୀ, ବ୍ଲକ ଭାଇସ ଚେୟାରମ୍ୟାନ ନଣ୍ଡା ଦଳବେହରା, ଯୁବନେତା ସ୍ଵର୍ଣ୍ଣ ପ୍ରକାଶ ରାଉତ ରାୟ , ଜିଲ୍ଲା ସାଧାରଣ ସମ୍ପାଦକ ବନମାଳୀ ମହାପାତ୍ର , ସ୍ବରାଜ ମହାନ୍ତି , ନଗର ସଭାପତି ଲିଙ୍ଗରାଜ ନାୟକ ,ବିଜେଡ଼ି ର ସମସ୍ତ ସରପଞ୍ଚ , ସମିତିସଭ୍ୟ , ୱାର୍ଡମେମ୍ବର ଓ ଦଳର ବରିଷ୍ଠ କର୍ମୀ ମାନେ ଯୋଗ ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version