• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଧାମନଗରର ପ୍ରିୟ ଭାଇ ଓ ଭଉଣୀମାନଙ୍କୁ ମୋର ନମସ୍କାର

Proprietor Abhimanyu Maharana by Proprietor Abhimanyu Maharana
October 31, 2022
in ଓଡ଼ିଶା, ଭଦ୍ରକ, ରାଜନୀତି, ହୋମ୍
0
ଧାମନଗରର ପ୍ରିୟ ଭାଇ ଓ ଭଉଣୀମାନଙ୍କୁ ମୋର ନମସ୍କାର
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୩୧ ଅକ୍ଟୋବର,ସୋମବାର ) ଧାମନଗର :- ଆପଣମାନେ ଜାଣନ୍ତି, ବିଜୁ ଜନତା ଦଳ ସବୁବେଳେ ଆପଣମାନଙ୍କ ସାଥିରେ ଅଛି । ସୁଖ ଦୁଃଖ ସବୁବେଳେ ଆପଣମାନଙ୍କ ପାଖରେ ଅଛି । ଆପଣମାନଙ୍କ ପାଇଁ କାମ କରିଆସୁଛି । ସବୁବର୍ଗର ଲୋକଙ୍କ କଲ୍ୟାଣ ପାଇଁ କାମ କରୁଛି । ଧାମନଗର ହେଉଛି ଶାନ୍ତି, ସଦ୍ଭାବର ଭୂମି । ଭାଇଚାରାର ଭୂମି । ଏହା ଧାମନଗରର ସବୁଠାରୁ ବଡ ପରିଚୟ । ଏହି ପରିଚୟର ସୁରକ୍ଷା ପାଇଁ ଆମେ ସମସ୍ତେ କାମ କରୁଛୁ । ମୁଁ ବହୁତ ଖୁସି ଯେ କାଳିଆ ଯୋଜନା ହେଉ, ବା ମିଶନ ଶକ୍ତି, ବା ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା – ସବୁ ଯୋଜନାର ସୁବିଧା ଆପଣ ମାନଙ୍କ ପାଖରେ ପହଞ୍ଚି ପାରିଛି । ମା ମାନେ ସଶକ୍ତ ହେଉଛନ୍ତି । ମିଶନ ଶକ୍ତି ସେମାନଙ୍କ ନୂଆ ପରିଚୟ ହୋଇଛି । ମା ମାନଙ୍କ ଭଲ କାମ ହିଁ ମୋତେ ବହୁତ ଖୁସି ଦେଇଛି । ତେଣୁ ଜଣେ ମା କୁ ଆପଣଙ୍କ MLA ଭାବରେ ଦେଖିବାକୁ ମୁଁ ଚାହେଁ ।

ଆପଣମାନେ ବି ଚାହାନ୍ତି । ମା ମାନେ ସବୁ ଦାୟିତ୍ବକୁ ସୁନ୍ଦର ଭାବରେ ନିର୍ବାହ କରିପାରୁଛନ୍ତି ।ଆପଣମାନଙ୍କ ସହଯୋଗରେ ଓଡିଶା ଆଜି ବିକାଶ କ୍ଷେତ୍ରରେ ସାରା ଦେଶରେ ସୁନାମ କରିଛି । ଆପଣାନଙ୍କ ସହଯୋଗରେ ଏ ଧାରା ଆହୁରି ଆଗକୁ ବଢିବ ବୋଲି ମୋର ପୁରା ବିଶ୍ବାସ । 2019 ନିର୍ବାଚନରେ ଆପଣମାନେ ଯେଉଁ ମତ ରଖିଥିଲେ, 2022 ପଞ୍ଚାୟତ ଓ ପୌର ନିର୍ବାଚନରେ ସେଥିରେ ପରିବର୍ତ୍ତନ କରିଛନ୍ତି । ଶଙ୍ଖ ଚିହ୍ନରେ ବିଶ୍ବାସ ରଖିଛନ୍ତି । ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳକୁ, ଶଙ୍ଖ ଚିହ୍ନକୁ ଯେଭଳି ବିପୁଳ ସମର୍ଥନ ଦେଇଛନ୍ତି, ସେବାର ସୁଯୋଗ ଦେଇଛନ୍ତି, ସେଥିପାଇଁ ମୁଁ ଋଣୀ ।

ଧାମନଗରର ୬ଟି ଜିଲ୍ଲା ପରିଷଦ ଆସନରୁ ସବୁ ଆସନରେ ଆପଣମାନେ ବିଜୁ ଜନତା ଦଳକୁ ସେବାର ସୁଯୋଗ ଦେଇଛନ୍ତି । ସେହିପରି ଧାମନଗର ଏନ.ଏ.ସିର ୧୧ଟି ୱାର୍ଡରୁ ୯ଟି ୱାର୍ଡ ସହିତ ଅଧ୍ୟକ୍ଷ ଓ ଉପାଧ୍ୟକ୍ଷ ଦାୟିତ୍ବ ମଧ୍ୟ ଆପଣମାନେ ବିଜେଡିକୁ ଦେଇଛନ୍ତି । ମୋର ପୁରା ବିଶ୍ବାସ, ଏ ନିର୍ବାଚନରେ ବି ସେ ଧାରା ଜାରି ରହିବ ଏବଂ ଧାମନଗରର ବିକାଶ ଆହୁରି ଆଗକୁ ବଢିବ। ବର୍ତ୍ତମାନ general election ଆଉ ମାତ୍ର ୧୮ ମାସ ରହିଲା । ଏ ସମୟ ଭିତରେ ଆମେ ପାଞ୍ଚ ବର୍ଷର କାମ କରିପାରିବା । ଏହା ମୁଁ ନିଜେ ଦେଖିବି । ଧାମନଗରର ବିକାଶ ଆହୁରି ଆଗକୁ ବଢିବ । ମୋର ଅନୁରୋଧ, ଏ ନିର୍ବାଚନରେ ଆପଣମାନେ ବିଜୁ ଜନତା ଦଳର ପ୍ରାର୍ଥୀଙ୍କୁ ଶଂଖ ଚିହ୍ନରେ ଭୋଟ ଦେଇ ଆଶୀର୍ବାଦ କରନ୍ତୁ । ଆପଣମାନଙ୍କ ଅଞ୍ଚଳର ବିକାଶ ଦାୟିତ୍ବ ମୋର । ଧାମନଗର ନିର୍ବାଚନ ମଣ୍ଡଳୀର ବିକାଶ ଦାୟିତ୍ବ ମୋର ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version