• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବ୍ଳକସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ : ଏକ ବିକାଶିତ ରାଷ୍ଟ୍ରୀ ପାଇଁ ଦୁର୍ନୀତି ମୁକ୍ତ ଭାରତ ପାଇଁ ଶପଥ

Proprietor Abhimanyu Maharana by Proprietor Abhimanyu Maharana
November 4, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ବ୍ଳକସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ : ଏକ ବିକାଶିତ ରାଷ୍ଟ୍ରୀ ପାଇଁ ଦୁର୍ନୀତି ମୁକ୍ତ ଭାରତ ପାଇଁ ଶପଥ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୪ ନଭେମ୍ବର ଶୁକ୍ରବାର) ବୈପାରିଗୁଡା :- ବୈପାରିଗୁଡା ବ୍ଳକ କାର୍ଯ୍ୟାଳୟ ପରିସରରେ ଥିବା ସଭାଗୃହ ଠାରେ ବ୍ଳକସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ହୋଇଯାଇଛି । ବୈପାରିଗୁଡା ବିଡିଓ ଅଭିମନ୍ୟୁ କବି ଶତପଥିଙ୍କ ସଭାପତିତ୍ୱରେ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଥିବା ବେଳେ ଏହି କାର୍ଯ୍ୟକ୍ରମକୁ ଜୟପୁର ଭିଜିଲାନ୍ସ କାର୍ଯ୍ୟାଳୟର ଇନିସପେକ୍ଟର ସଞ୍ଜୟ କୁମାର ପ୍ରଧାନ ଓ ବିଭାଗର କର୍ମଚାରୀ ଚିଣ୍ଟୁ ପଟ୍ଟନାୟକ ଯୋଗଦାନ କରିଥିଲେ । ଏହି ବ୍ଲକସ୍ତରୀୟ ଦୁର୍ନୀତି ନିବାରଣ ସଚେତନତା ଶିବିରରେ ବ୍ଲକ ଅଧ୍ୟକ୍ଷ ପ୍ରଶାନ୍ତ କୁମାର ଗୁପ୍ତା, ଉପାଧ୍ୟକ୍ଷ ପୂର୍ଣ୍ଣମା ବାରିକ, ବ୍ଲକ ସରକାରୀ ଯନ୍ତ୍ରୀ ( ଏଇ ) ଲମ୍ବୋଧର ନାୟକ,

ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ କାର୍ତିକ ପାଢୀ, ବ୍ଲକର ସମସ୍ତ କର୍ମଚାରୀ ,ବିଦ୍ୟାଳୟ ଓ କଲେଜର ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ଶପଥ ପାଠ କରିଥିଲେ ଯେ ଏକ ବିକାଶିତ ରାଷ୍ଟ୍ରୀ ପାଇଁ ଦୁର୍ନୀତି ମୁକ୍ତ ଭାରତ । ଦୁର୍ନୀତି ନିବାରଣ ସପ୍ତାହ ଅବସରରେ ସଚେତନତା ସଭା ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଟିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟ ଓ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସାଧାରଣ ଜ୍ଞାନ ଓ ପ୍ରବନ୍ଧ ପ୍ରତିଯୋଗିତାଙ୍କୁ ଅତିଥି ଦ୍ୱୟ ପୁରସ୍କୃତ କରିଥିଲେ । ଅତିଥି ମାନେ ଉପସ୍ଥିତ ଥିବା ସରକାରୀକର୍ମଚାରୀ ଓ ଛାତ୍ରଛାତ୍ରୀ ମାନଙ୍କୁ ନିଜ ପ୍ରତିକିୟାରେ ପ୍ରକାଶ କରିଥିଲେ ଯେ ଦୁର୍ନୀତି ଓ ଭ୍ରଷ୍ଟାଚାରର ମୂଳୋତ୍ପାଟନ ହେଲେ ଯାଇ ଦେଶର ପ୍ରକୃତ ବିକାଶ ହୋଇପାରିବ ଏବଂ ଦେଶର ଗରିବ ଶ୍ରେଣୀର ଲୋକ ଉପକୃତ ହୋଇପାରିବେ ବୋଲି ମତବ୍ୟକ୍ତ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version