• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଦ୍ୟାଳୟ ପାଖରେ କୁକୁଡା ଫାର୍ମ ପାଇଁ ଦୁର୍ଗନ୍ଧରେ ନାକ ଫାଟୁଛି ଉଚ୍ଛେଦ ପାଇଁ ଦାବି କଲେ ଗ୍ରାମବାସୀ

Proprietor Abhimanyu Maharana by Proprietor Abhimanyu Maharana
November 4, 2022
in ଓଡ଼ିଶା, କୋରାପୁଟ, ହୋମ୍
0
ବିଦ୍ୟାଳୟ ପାଖରେ କୁକୁଡା ଫାର୍ମ ପାଇଁ ଦୁର୍ଗନ୍ଧରେ ନାକ ଫାଟୁଛି ଉଚ୍ଛେଦ ପାଇଁ ଦାବି କଲେ ଗ୍ରାମବାସୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ ( ୪ ନଭେମ୍ବର ଶୁକ୍ରବାର) ବୈପାରିଗୁଡା :- ବିଦ୍ୟାଳୟ ପାଖରେ କୁକୁଡା ଫାର୍ମ ପାଇଁ ଦୁର୍ଗନ୍ଧରେ ଛାତ୍ରଛାତ୍ରୀଙ୍କ ନାକ ଫାଟୁଛି ବୋଲି ଅଭିଯୋଗ କରି କୋରାପୁଟ ଜିଲ୍ଲାପାଳ ଶ୍ରୀଯୁକ୍ତ ମହମ୍ମଦ୍ ଅବଦ୍ଦଲ ଅଖତାର ଦେଖା କରି ସମସ୍ୟା ବିଷୟକୁ ନେଇ ଏକ ଦାବିପତ୍ର ପ୍ରଦାନ କରିଛନ୍ତି ବୈପାରିଗୁଡା ବ୍ଲକ ଦଣ୍ଡାବାଡି ଗ୍ରାମପଂଚାୟତର ରତାଖଣ୍ଡ ଗ୍ରାମବାସୀ । ସେମାନେ ଉକ୍ତ ଦାବିପତ୍ରରେ ଉଲ୍ଲେଖ କରିଛନ୍ତି ଯେ ବିଦ୍ୟାଳୟ ପାଖରେ ହିଁ ଗୋଟିଏ କୁକୁଡା ଫାର୍ମ ରହିଥିବାରୁ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନେ ବସି ପାଠପଢି ପାରୁନଥିବା ବେଳେ ପବନ ହେବା ମାତ୍ର ଦୁର୍ଗନ୍ଧରେ ନାକ ଫାଟୁଛି ବୋଲି ଗ୍ରାମବାସୀଙ୍କ ଠାରୁ ଶୁଣିବାକୁ ମିଳିଛି ।

ବିଦ୍ୟାଳୟ ଠାରୁ ତାହାକୁ ଉଚ୍ଛେଦ କରିବା ପାଇଁ ବାରମ୍ବାର କହିଲେ ମଧ୍ୟ କୌଣସି ପ୍ରକାର ପ୍ରଭାବ ନ ପଡିବାରୁ ଶେଷରେ ବାଧ୍ୟ ହୋଇ କୋରାପୁଟ ଜିଲ୍ଲାପାଳଙ୍କୁ ଗୁହାରୀ ଜଣାଇଛୁ ବୋଲି କହିଛନ୍ତି ଅଂଚଳବାସୀ । ଏହା ସହ କହିଛନ୍ତି ଯେ କୁକୁଡା ଫାର୍ମ ପାଇଁ ସେଠାରେ କୁକୁଡାର ବିଭିନ୍ନ ପ୍ରକାର ଆବର୍ଜନା ଜମି ରହିବା ଫଳରେ ସେହି ରାସ୍ତା ଦେଇ ଯାତାୟତ କରିବା ମଧ୍ୟ କଷ୍ଟକର ହୋଇପଡୁଛି । ଏପରି ପରିବେଶରେ କେମିତି ଛାତ୍ରଛାତ୍ରୀ ମାନେ ବସି ପାଠପଢିବେ ତାହାକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ଗ୍ରାମବାସୀ । ଏହାର ପ୍ରତିିକାର ବ୍ୟବସ୍ଥା ପ୍ରଶାସନ କରିବା ନେଇ କୋରାପୁଟ ଜିଲ୍ଲାପାଳଙ୍କୁ ଭେଟି ଗୁହାରୀ ମଧ୍ୟ କରିଥିଲେ । ଏହି ଦାବିପତ୍ର ପ୍ରଦାନ ସମୟରେ ଦଣ୍ଡାବାଡି ସରପଂଚ ଚେଣ୍ଡିଆ ଖିଲ, ସମିତିସଭ୍ୟ ମାଧବ ଖରା, ପୂର୍ବତନ ସମିତିସଭ୍ୟ ବିଶ୍ୱନାଥ ହନ୍ତାଲ, ଆନନ୍ଦ ନାୟକ, ବିଜୟ ଖରା, ଅନ୍ତୁ ଖରା, ବାଲି ନାୟକ, ଅଭି ଗୌଡ ପ୍ରମୁଖ ଉପସ୍ଥିତ ରହିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026
ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

ନିଆଳି ମହାବିଦ୍ୟାଳୟରେ ବିଦାୟକାଳୀନ ସମାରୋହ ‘ନବପଥ–୨୦୨୬’ ଅନୁଷ୍ଠିତ

April 26, 2026
ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

ବ୍ରାହ୍ମଣ ଝରିଲୋସ୍ଥିତ ଚୋରା ଗ୍ୟାସ ଗୋଦାମ ଉପରେ ପୋଲିସର ଚଢାଉ : ଶହେରୁ ଉର୍ଦ୍ଧ୍ବ ଗ୍ୟାସ ସିଲିଣ୍ଡର ଜବତ, ଦୁଇ ଅଟକ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ

April 26, 2026
ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

ନୟାଗଡ଼ରେ ଜିଲ୍ଲା ସ୍ତରୀୟ କର୍ମଶାଳା “ଆମେ-ଜାଣିବା-ଆମ ବଜେଟ” ଅନୁଷ୍ଠିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version