• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବାସ୍ତବ ରେ କର୍ମ ଓ ନିସ୍ବାର୍ଥପର ସେବା ହିଁ ମାନବ ସମାଜର ମୂଳମନ୍ତ୍ର : ଜ୍ୟୋତି ପ୍ରକାଶ ପାଣିଗ୍ରାହୀ

Proprietor Abhimanyu Maharana by Proprietor Abhimanyu Maharana
November 6, 2022
in ଓଡ଼ିଶା, କଟକ, ବାଲେଶ୍ଵର, ହୋମ୍
0
ବାସ୍ତବ ରେ କର୍ମ ଓ ନିସ୍ବାର୍ଥପର ସେବା ହିଁ ମାନବ ସମାଜର ମୂଳମନ୍ତ୍ର :  ଜ୍ୟୋତି ପ୍ରକାଶ ପାଣିଗ୍ରାହୀ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୫ ନଭେମ୍ବର ଶନିବାର ) ନହଙ୍ଗ ପଞ୍ଚାୟତ ର ଶ୍ରୀଯୁକ୍ତ ସୁବାସ ଦାସଙ୍କ ୧୩ ବର୍ଷୀୟ ପୁତ୍ର ସତ୍ୟ ଦାସ ଙ୍କ ର ଦୁଇଟି ଗୋଡ଼ ଅଚଳ ହୋଇଯିବା ଖବର ଗଣମାଧ୍ୟମ ରୁ ପାଇ ମାନ୍ୟବର ବିଧାୟକ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ତାଙ୍କୁ ଭେଟି ସାହାଯ୍ୟ ର ହାତ ବଢେଇଥିଲେ ।

ଆଜି ସହଯୋଗ କ୍ରମେ ଉକ୍ତ ବାଳକ ଜଣକକୁ AIIMS ମେଡିକାଲ ନେଇ ଡାକ୍ତର ଦେଖାଇଲି । ଡାକ୍ତର ଙ୍କ କହିବା ଅନୁଯାୟୀ ଏହା ଏକ ବଂଶାନୁକ୍ରମିକ ଦୁରାରୋଗ୍ୟ ବ୍ୟାଧି (Duchene muscular dystrophy),ଏହି ରୋଗର କୌଣସି ଔଷଧ ନାହିଁ,

କେବଳ ନିୟମିତ ବ୍ୟାୟାମ କରିବା ଦ୍ୱାରା ଶରୀର ଟିକେ ସ୍ଵସ୍ଥ ରହିବ । ଆପଣ ମାନେ ସମସ୍ତେ ପ୍ରାର୍ଥନା କରନ୍ତୁ , ଜୀବନକୁ ଠିକ୍ ରେ ବୁଝିବା ଆରମ୍ଭ କରିନଥିବା ଏହି ନିରୀହ ନାବାଳକ ଟିକୁ ଜୀବନର ଚଲାପଥରେ ଭଗବାନ ଶକ୍ତି ଓ ସାମର୍ଥ୍ୟ ଦିଅନ୍ତୁ । ମାନବତାର ମନ୍ତ୍ର ସେବା । ତ୍ୟାଗ ,ସମର୍ପଣ ରୁ ସବୁଠୁ ନୈସର୍ଗିକ ଭାବନା ହେଉଛି ସେବା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026
କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

କାଲିମେଳା ବ୍ଲକ ଭୁବନପାଲ୍ଲୀ ଗ୍ରାମ ପଞ୍ଚାୟତ ଠାରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version