• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସୁରକ୍ଷା ଅନୁଷ୍ଠାନ ପକ୍ଷରୁ ଗଜପତିଜିଲ୍ଲାର ନୂଆଗଡବ୍ଲକ ଓ ଆର. ଉଦୟଗିରି ବ୍ଲକ ଠାରେ ଶୁଭାରମ୍ଭ ହେଲା ମାଣ୍ଡିଆ ରଥ

Proprietor Abhimanyu Maharana by Proprietor Abhimanyu Maharana
November 8, 2022
in ଓଡ଼ିଶା, ଗଜପତି, ହୋମ୍
0
ସୁରକ୍ଷା ଅନୁଷ୍ଠାନ ପକ୍ଷରୁ ଗଜପତିଜିଲ୍ଲାର ନୂଆଗଡବ୍ଲକ ଓ ଆର. ଉଦୟଗିରି ବ୍ଲକ ଠାରେ ଶୁଭାରମ୍ଭ ହେଲା ମାଣ୍ଡିଆ ରଥ
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୮ ନଭେମ୍ବର ମଙ୍ଗଳବାର ) ପାରଳାଖେମୁଣ୍ଡି :- ଓଡିଶା ସରକାରଙ୍କ ଓଡିଶା ମିଲେଟ ପ୍ରୋଜେକ୍ଟର ଲକ୍ଷ୍ୟ ଉଦେଶ୍ୟ ବିଷୟରେ ତଥା ମାଣ୍ଡିଆ ଓ ମାଣ୍ଡିଆ ଜାତୀୟ ଶସ୍ୟ ଉତ୍ପାଦନ, ବଜାରୀକରଣ, ସ୍ଥାନୀୟ ମହିଳାଙ୍କୁ ନେଇ ବିଭିନ୍ନ ପ୍ରକାର ଖାଦ୍ୟ ପ୍ରସ୍ତୁତି କରଣ ସହିତ ଦୈନିକ ଖାଦ୍ୟ ସାରଣୀରେ ଅନ୍ତର୍ଭୁକ୍ତ କରିବା ନିମନ୍ତେ ଚଳିତ ମାସ ୧୦ତାରିଖରେ ପାଳିତ ହେବାକୁ ଯାଉଛି ମାଣ୍ଡିଆ ଦିବସ l ଏହାର ବହୁଳ ପ୍ରଚାର ଓ ପ୍ରସାର ନିମନ୍ତେ ଗଜପତି ଜିଲ୍ଲାର ପ୍ରତ୍ୟେକ ବ୍ଲକରେ କୃଷିବିଭାଗର ସହଯୋଗୀ ଅନୁଷ୍ଠାନ ସହଯୋଗରରେ ଚଳିତମାସ ୭ତା ରିଖ ଠାରୁ ୧୦ ତାରିଖ ପଯ୍ୟନ୍ତ ମାଣ୍ଡିଆ ଦିବସ ପାଳନ ପାଇଁ ସଚେତନ ରଥ ପ୍ରତ୍ୟେକ ଗ୍ରାମ ପରିକ୍ରମା କରି ଲୋକଙ୍କୁ ଜଣାଇବା ନିମନ୍ତେ ଗଜପତି ଜିଲ୍ଲାର ନୂଆଗଡ ବ୍ଲକ ର ନୂଆଗଡ ଓ ଆର. ଉଦୟଗିରି ବ୍ଲକର ଆର ଉଦୟଗିରି ଠାରେ ଗଜପତି ଜିଲ୍ଲାର ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ “ସୁରକ୍ଷା” ଅନୁଷ୍ଠାନ ତରଫରୁ ଏହି ରଥ ର ଶୁଭାରମ୍ଭ କରାଯାଇଛି lଏହି ଅବସରରେ ଆର. ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ  ଲରିମନ୍ ଖରସର୍, ଅତିରିକ୍ତ ଜିଲ୍ଲା କୃଷି ଅଧିକାରୀ , ସୁରେନ୍ଦ୍ର କୁମାର ସାହୁ,ଗ୍ରାମ ପଂଚାୟତ ଅଫିସର , ଶଶାଙ୍କ ଶେଖର ସୁବୁଦ୍ଧି,ଆତ୍ମାଅଧକ୍ଷ ,ଭୀମପାଇକ,ସହକାରୀ ବ୍ଲକକୃଷି ଅଧିକାରୀ ବିଷ୍ଣୁପ୍ରିୟା ଗୌଡ଼ ଉପସ୍ଥିତ ରେ ମାଣ୍ଡିଆ ରଥ ର ଶୁଭ ଉଦଘାଟନ ହୋଇଯାଇଛି l କାର୍ଯ୍ୟକ୍ରମକୁ ଆର. ଉଦୟଗିରି ବ୍ଲକ ର ସୁରକ୍ଷା ସଂଗଠନର ବ୍ଲକ ସଂଯୋଜକ ଶ୍ରୀ ଘନାଶ୍ୟାମ ଜେନା ଆୟୋଜନ କରିଥିଲେ ଓ ଅତିରିକ୍ତ ବ୍ଲକ ସଂଯୋଜକ ଶ୍ରୀ ରଂଜିତ କୁମାର ଦାସ, ମା କୁରେଇସୁଣୀ ପ୍ରଡୁସର କମ୍ପାନୀ ର ଲଜ୍ୟାନିର୍ବାହୀ ଆସିକାରୀ ପଣ୍ଡିତ କୁମାର ପାଣିଗ୍ରାହୀ ଓ ସମସ୍ତ ସହଯୋଗ କରିଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି

ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି

October 18, 2026
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

ନୂତନ ଶ୍ରମ ସଂହିତା ଉପରେ ଖୋର୍ଦ୍ଧାରୋଡ଼ ମଣ୍ଡଳ ପକ୍ଷରୁ ସଚେତନତା ପ୍ରଶିକ୍ଷଣ ଶିବିର ଆୟୋଜିତ

October 18, 2026
ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

ସିଗମା ପବ୍ଲିକ ସ୍କୁଲରେ ନବରାତ୍ର ଉପଲକ୍ଷେ ଦାଣ୍ଡିଆ ନୃତ୍ୟ

October 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି

ବିରିଡି ଅଞ୍ଚଳରେ 50 ଟି ପୂଜା ମଣ୍ଡପ ଝଲସୁଛି

October 18, 2026
ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

ଦୁର୍ଗାପୂଜାରେ ଜନସାଧାରଣଙ୍କ ସୁରକ୍ଷା ପାଇଁ ଓଡ଼ିଶା ଅଗ୍ନିଶମ ଓ ଜରୁରୀକାଳୀନ ସେବାର ‘ଶକ୍ତି ସୁରକ୍ଷା’ ଅଭିଯାନ ପାର୍ବଣର ଆନନ୍ଦ, ସୁରକ୍ଷାର ସଂକଳ୍ପ

October 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version