• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭାରତ ଯୋଡ଼ – ଓଡ଼ିଶା ପରିବର୍ତନ ଯାତ୍ରା ଆଜି ଜାମୁଝାଡ଼ି ଠାରେ ପଂହଚିଲା

Proprietor Abhimanyu Maharana by Proprietor Abhimanyu Maharana
November 8, 2022
in ଓଡ଼ିଶା, ମହାନଗର, ରାଜନୀତି, ହୋମ୍
0
ଭାରତ ଯୋଡ଼ – ଓଡ଼ିଶା ପରିବର୍ତନ ଯାତ୍ରା ଆଜି ଜାମୁଝାଡ଼ି ଠାରେ ପଂହଚିଲା
Share on FacebookShare on TwitterWhatsapp

ଓଡ଼ିଶା ତାଜା ନ୍ୟୁଜ (୦୮ ନଭେମ୍ବର ମଙ୍ଗଳବାର ) ଭୁବନେଶ୍ୱର :- ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଶରତ ପଟ୍ଟନାୟକଙ୍କ ନେତୃତ୍ୱରେ ସପ୍ତମ ଦିନର ଭାରତ ଯୋଡ଼–ଓଡ଼ିଶା ଭଦ୍ରକ ଜିଲ୍ଲାର ଧାମନଗର ଛକ ଠାରୁ ଆରମ୍ଭ ହୋଇଥିଲା । ଏକ ବିଶାଳା ଶୋଭାଯାତ୍ରାରେ କଂଗ୍ରେସ କର୍ମୀମାନେ ଭଦ୍ରକ ସହାର ଆଡ଼କୁ ଅଗ୍ରସର ହେଲେ । ବାଟରେ ବାରିକପୁର, ବହୁଦରଡ଼ା, ବିଷ୍ଣୁପର, ଚିଙ୍ଗିଡ଼ିପୁର ଓ ଗେଲପୁର ଛକଠାରେ ଭଦ୍ରକ ଜିଲ୍ଲା କଂଗ୍ରେସ ପକ୍ଷରୁ ଉଚ୍ଛ୍ୱସିତ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଥିଲା । ଭଦ୍ରକ ସହର ଦେଇ ପଦଯାତ୍ରା ଭଦ୍ରକ କଂଗ୍ରେସ କାର୍ଯ୍ୟାଳୟରେ ପଂହଚିଥିଲା ଏବଂ ସେଠାରେ ମଧ୍ୟାହ୍ନ ଭୋଜନ ସମାପନ ପରେ ପୁର୍ନବାର ପଦଯାତ୍ରା ଆରମ୍ଭ ହୋଇଥିଲା । ରାଣିତାଲ ଠାରେ ବାଲେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ସଂଜୀବ ଗିରି, ଅନନ୍ତ ପ୍ରସାସ ସେଠୀ, ନବଜ୍ୟୋତି ପଟ୍ଟନାୟକ, ଅଶୋକ ଦାସ, ମଧୁସ୍ମିତା ସେଠୀ, ଗୌତମ ସାହୁ, ରଞ୍ଜନ ଦାସ, ତୁଷାରକାନ୍ତି ତପସ୍ୱୀ ଏବଂ ଅନ୍ୟାନ୍ୟ କର୍ମକର୍ତମାନେ ପିସିସି ସଭାପତିଙ୍କୁ ସ୍ୱାଗତ କରିଥିଲେ । ଜାମୁଝାଡ଼ି ଠାରେ ଶ୍ରୀ ଶରତ ପଟ୍ଟନାୟକଙ୍କୁ ଅଶୋକ ଦାସ ଏବଂ ବାସୁଦେବପୁର ନିର୍ବାଚନ ମଣ୍ଡଳୀର ବରିଷ୍ଠ କଂଗ୍ରେସ ନେତୃବୃନ୍ଦ ଏବଂ ବିଭିନ୍ନ ପଦାଧିକାରୀ ତାଙ୍କୁ ଉଛସିତ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଗଣମାଧ୍ୟମକୁ ସମ୍ବୋଦ୍ଧିତ କରି ପିସିସି ସଭାପତି ଶ୍ରୀ ପଟ୍ଟନାୟକ କହିଥିଲେ ଆମେମାନେ ବ୍ରିଟିଶ ଶାସନର କୃୁରତା ବାବଦରେ ପାଠ୍ୟପୁସ୍ତକରେ ପଢ଼ୁଥିଲେ ଏବେ ବିଜେଡ଼ି ଓ ବିଜେପି ଶାସନରେ ତାହା ପ୍ରତ୍ୟକ୍ଷ ଅନୁଭବ କରୁଛେ । କଂଗ୍ରେସ ପ୍ରଦତ ବ୍ୟକ୍ତି ସ୍ୱାଧୀନତା ଓ ଅଧିକାର ଏହି ଦୁଇଟି ଫାଶିବାଦୀ ସରକାର ଲୋକଙ୍କ ଠାରୁ ଛଡ଼େଇ ନେଇଛନ୍ତି । ଦେଶ ଓ ରାଜ୍ୟକୁ ଦୁର୍ବଳ କରି ନିଜ ଦଳକୁ ସବଳ କରିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କର ମୁଖ୍ୟ ଏଜେଣ୍ଡା । କଂଗ୍ରେସ, ଲୋକଙ୍କର ସେବକଭାବେ କାର୍ଯ୍ୟକରୁଥିବା ବେଳେ ଏମାନେ କଳ କୌଶଳ କରି ଉତ୍ପୀଡ଼କ ଶାସକ ହେବାକୁ ସମସ୍ତ କୁପଥ ଅବଲମ୍ବନ କରୁଛନ୍ତି । କେନ୍ଦ୍ର ଓ ରାଜ୍ୟର ଯୋଜନା ମାଳ ମାଳ ହେଲେ ଓଡ଼ିଶାର ଦୁର୍ଗତୀ ଓ ଦୟନିୟ ଅବସ୍ଥା ଅସମ୍ଭାଳ । ସାଧାରଣ ଜନତାଙ୍କ ସ୍ୱାର୍ଥକୁ ଉପେକ୍ଷା କରି ଏଠି ବିଜେଡ଼ି ସରକାର ରାଜକୋଷ ହରିଲୁଟ କରି ଦଳୀୟକର୍ମୀ ପୋଷଣ କରୁଛି । ମୋଦିଙ୍କ ଶାସନ ଯେତେଦେିନ ରହିବ ଦିନକୁ ଦିନ ଦେଶର ଭାଇଚାରା ଦୁର୍ବଳ ହୋଇଯିବ ।ଶ୍ରୀ ପଟ୍ଟନାୟକ ମହିମଣ୍ଡିତ ଭଦ୍ରକ ମାଟିର ଗୁଣଗାନ କରିଥିଲେ । “ବନ୍ଦେ ଉତ୍କଳ ଜନନୀ”ର ସ୍ରଷ୍ଟା କାନ୍ତକବି ଲକ୍ଷ୍ମିକାନ୍ତ ମହାପାତ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାନସ୍ୱାଧୀନତା ସଂଗ୍ରାମୀ ଓ ନବଉତ୍କଳର ନିର୍ମାତା ଡ. ହରେକୃଷ୍ଣ ମହତାବଙ୍କର ଓଡ଼ିଶା, ଓଡ଼ିଆ ଓ ଓଡ଼ିଆ ଭାଷାପ୍ରତି ଅତୁଳନୀୟ ଅବଦାନ ସଂପର୍କରେ ଆଲୋକପାତ କରିଥିଲେ । ଭଦ୍ରକର ସହୀଦ ନଗର ଓ ରକ୍ତତୀର୍ଥ ଇରମର ସ୍ୱାଧୀନତା ସଂଗ୍ରାମୀ ମାନଙ୍କର ତ୍ୟାଗ ଓ ବଳିଦାନର ସ୍ମୃତି ମନ୍ଥନ କରିଥିଲେ । ଭଦ୍ରକ ଜିଲ୍ଲାର ଜନସାଧାରଣଙ୍କର ତିନୋଟି ପ୍ରମୁଖ ଦାବୀ ପ୍ରଦଶେ କଂଗ୍ରେସ ସଭାପତି ଶ୍ରୀ ପଟ୍ଟନାୟକ ଏବଂ କଂଗ୍ରେସ ଦଳର ବରିଷ୍ଠ କଂଗ୍ରେସ ନେତୃବର୍ଗ ତଥା ଭାରତ ଯୋଡ଼ ଯାତ୍ରୀଙ୍କ ସମ୍ମୁଖରେ ରଖିଥିଲେ । ଭଦ୍ରକରେ ଅତିଶୀଘ୍ର ଏକ ମେଡିକାଲ କଲେଜ, ଭଦ୍ରକ ମୁଖ୍ୟ ଚିକିତ୍ସାଳୟର ସବୁ ବିଭାଗରେ ପୂର୍ଣ୍ଣାଙ୍ଗ ଡାକ୍ତର, ଆଧୁନିକ ଯନ୍ତ୍ରପାତି ତଥା ରୋଗୀ ଶଯ୍ୟା ବୃଦ୍ଧି, ଧାମରା ବନ୍ଦରରେ ଭଦ୍ରକ ଜିଲ୍ଲାର ଲୋକମାନଙ୍କୁ ନିଯୁକ୍ତିରେ ଅଗ୍ରାଧିକାର, ଭଦ୍ରକ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ରୁପାନ୍ତରିକରଣ ତଥା ଭଦ୍ରକ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ନାମ ଲେଖା ଜାଲିଆତିରେ ସଂପୃକ୍ତ ବ୍ୟକ୍ତବିଶେଷଙ୍କୁ କୋଠର ଦଣ୍ଡବିଧାନ ହେଉ ବୋଲି ଦାବି ରଖିଥିଲେ । ଭଦ୍ରକ ସହରକୁ ଏକ ନିଶାମୁକ୍ତ ସହର ଏବଂ ଭାଇଚାରାର ସହର ରୂପେ ଗଢ଼ିତୋଳିବା ପାଇଁ ଦାବି ରଖିଥିଲେ । ଏହି କାର୍ଯ୍ୟକ୍ରମରେ ଜୟଦେବ ଜେନା, ମାନସ ଚୌଧୁରୀ, କିଶୋର ଜେନା, ନଳିନୀ ମହାନ୍ତି, ପଂଚାନନ ମଣ୍ଡଳ, ବନ୍ଦିତା ପରିଡ଼ା, ହରେକୃଷ୍ଣ ସେଠୀ, ପ୍ରଦୀପ ମହାପାତ୍ର, ସଂଜୟ ତ୍ରିପାଠୀ, ପଦ୍ମାକର ଗୁରୁ, ଦେବେନ୍ଦ୍ର ମହାନ୍ତି, ବିସ୍ମୟ ମହାପାତ୍ର, ବାଙ୍କନିଧି ବେହେରା, କୈଳାସ ସାହୁ,ମହମ୍ମଦ ସାହାଦୁଲ୍ଲା, ପ୍ରଦ୍ୟୁମ୍ନ ଦାସ, ନାରାୟଣ ପାଢ଼ୀ, ସେକ୍ ସାହିଲ କାଦିର, ସୁବ୍ରତ ବେଉରା, ମହମ୍ମଦ ସାହାନୱାଜ, ଇଲିଆସ ଅଲ୍ଲି ଖାନ, ମନୋଜ ସାହୁ, ଉଷାରାଣୀ ବେହେରା, ରାଜ ଲାହା, ଆଶ୍ରଫ ଅଲ୍ଲୀ ଖାନ, ରାଜେଶ ପଣ୍ଡା, ହୃଦାନନ୍ଦ ସେଠୀ, ଦୀପକ ମହାପାତ୍ର, ସୟଦ ମଇଫୁଜ, ସଶିକାନ୍ତ ଜେନା, ମନୋଜ ସାହୁ, କାର୍ତିକେଶ୍ୱର କାଣ୍ଡି, ଜାନକୀ ମଲ୍ଲିକ, ସବିତା ଚାନ୍ଦ, ପ୍ରଶନ୍ନ କୁମାର ଧଳ, ଜ୍ୟୋତି ରଞ୍ଜନ ନାୟକ, ଶିଶିର ରଥ, ସୁଦର୍ଶନ ସାହୁ, ସାଗର ପରିଡ଼ା ପ୍ରମୁଖ ହଜାର ହଜାର କଂଗ୍ରେସ କର୍ମୀ ଅଂଶଗ୍ରହଣ କରିଥିଲେ ବୋଲି ଭାରତ ଯୋଡ଼ ଯାତ୍ରା –ଓଡ଼ିଶା”ର ମିଡିଆ ଇନଚାର୍ଜ ପ୍ରକାଶ ମିଶ୍ର ଜଣାଇଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

June 13, 2026
ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଭୟଙ୍କର ଅଗ୍ନିକାଣ୍ଡରେ ଜଳିଗଲା ୫ ବଖରା ଘର ସମେତ ଲକ୍ଷାଧିକ ଟଙ୍କାର ସମ୍ପତ୍ତି

June 13, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

Lovely Professional University Successfully Conducts 2nd Edition of “Experience LPU – A Day of Lifetime Inspiration” in Bhubaneswar, Odisha

June 13, 2026
ଓଡ଼ିଆ ଅନୁବାଦ : ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ପରିବାରମାନଙ୍କୁ ଆର୍ଥିକ ସହାୟତା 

समाज के आर्थिक रूप से कमजोर परिवारों को आर्थिक सहायता

June 13, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version