• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ପାଇଁ ନଭେମ୍ବର ୧୩ ରେ ଜଳପରୀଙ୍କ ସନ୍ତରଣ

Proprietor Abhimanyu Maharana by Proprietor Abhimanyu Maharana
November 11, 2022
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ଚିଲିକାରେ ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ପାଇଁ ନଭେମ୍ବର ୧୩ ରେ ଜଳପରୀଙ୍କ ସନ୍ତରଣ
Share on FacebookShare on TwitterWhatsapp

୧୦ ନଭେମ୍ବର ଗୁରୁବାର ( ଓଡ଼ିଶା ତାଜା ନ୍ୟୁଜ ) ଭୁବନେଶ୍ୱର :- ଶୀତଋତୁରେ ଏସିଆର ବୃହତ୍ତମ ହ୍ରଦ ଚିଲିକାକୁ ଦେଶ ବିଦେଶରୁ ନାନା ଜାତି ପ୍ରଜାତିର ପକ୍ଷୀ ଉଡ଼ି ଆସନ୍ତି ଏବଂ ଶୀତ ଦୁଇ ମାସ ପରେ ନିଜ ନିଜ ଦେଶକୁ ପ୍ରତ୍ୟାବର୍ତ୍ତନ କରିଥାନ୍ତି । ଚିଲିକା ହ୍ରଦର ବାତାବରଣ ଭିତରେ ସେମାନଙ୍କର ଏହି ଦୁଇ ମାସର ଶାନ୍ତିପୂର୍ଣ୍ଣ ସହାବସ୍ଥାନ ସାରା ବିଶ୍ୱକୁ ଅନେକ ସନ୍ଦେଶ ଦେଇଯାଏ । ଏହି ପକ୍ଷୀମାନେ ଆସୁଥିବା ଦେଶ ଗୁଡ଼ିକ ପରସ୍ପର ମଧ୍ୟରେ ସଂଘର୍ଷ କରୁଥିବା ସମୟରେ ସେହି ଦେଶର ପକ୍ଷୀମାନେ ଏଠାରେ ଏକାଠି ରହି ବିଶ୍ୱବନ୍ଧୁତାର ବାର୍ତ୍ତା ଦେଇଥାନ୍ତି ଏବଂ ଓଡ଼ିଶା ମାଟିରେ ଥିବା ଏହି ଈଶ୍ୱରୀୟ ପ୍ରଭାବର ବାର୍ତ୍ତା ଦେଇଥାନ୍ତି । ସନାତନ ସଂସ୍କୃତିର ଜଗନ୍ନାଥ ସଂସ୍କୃତିର ବାର୍ତ୍ତା ବାଣ୍ଟିଥାନ୍ତି । ଆମ ଶାନ୍ତିପୂର୍ଣ୍ଣ ସହାବସ୍ଥାନର ଏହି ନୀରବ ପ୍ରଚାରକ ବିଦେଶାଗତ ପକ୍ଷୀଙ୍କ ସୁରକ୍ଷା ପାଇଁ ଭାରତର ଜଳପରୀ ଭାବେ ପରିଚିତ ୧୪ ବର୍ଷୀୟା ଦିବ୍ୟାଙ୍ଗିନୀ ବାଳିକା ସୁଶ୍ରୀ ଜିୟା ରାୟ ଆଗାମୀ ନଭେମ୍ବର ୧୩ ତାରିଖରେ ଚିଲିକାରେ ଦୀର୍ଘ ସାତ ଘଣ୍ଟା ଧରି ସନ୍ତରଣ କରିବେ । ବିଗତ ଦିନରେ ଏହି ଦିବ୍ୟାଙ୍ଗିନୀ ବାଳିକା ଶ୍ରୀଲଙ୍କାରୁ ଭାରତ ୨୯ କିଲୋମିଟର ବ୍ୟାପ୍ତ ପ୍ରଣାଳୀରେ ସନ୍ତରଣ କରିଥିଲେ । ଏହା ସହିତ ୧୭ ଫେବ୍ରୁଆରୀ ୨୦୨୧ ରେ ମୁମ୍ବାଇର ୱର୍ଲି ସମୁଦ୍ର ତଟରୁ ଗେଟ ୱେ ଅଫ ଇଣ୍ଡିଆ ପର୍ଯ୍ୟନ୍ତ ଖୋଲା ସମୁଦ୍ରରେ ସନ୍ତରଣ କରି ବିଶ୍ୱ କୀର୍ତ୍ତିମାନ ସ୍ଥାପନ କରିଥିଲେ। ତତ୍ ସହିତ ସବୁଠାରୁ କମ ବୟସର ଜଣେ ଦିବ୍ୟାଙ୍ଗିନୀ ବାଳିକା ଭାବରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରି ଦେଶର ଯଶସ୍ୱୀ ପ୍ରଧାନମନ୍ତ୍ରୀ ମାନନୀୟ ନରେନ୍ଦ୍ର ମୋଦିଙ୍କ ଦ୍ଵାରା “ମନ କୀ ବାତ” ରେ ଉଚ୍ଚ ପ୍ରଶଂସିତ ହୋଇଥିଲେ ଏବଂ ଭାରତ ସରକାରଙ୍କ ପକ୍ଷରୁ ୨୦୨୨ ପାଇଁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ ପୁରସ୍କାର ପାଇଁ ମନୋନୀତ ହୋଇଥିଲେ । ଏହି ବିଶ୍ଵ ପ୍ରସିଦ୍ଧ ଦିବ୍ୟାଙ୍ଗିନୀ ବାଳିକା ଜିୟା ରାୟଙ୍କ ଚିଲିକା ବକ୍ଷରେ ସନ୍ତରଣ କରିବା ସମଗ୍ର ଓଡ଼ିଶା ପାଇଁ ଏକ ଗୌରବର ବିଷୟ । ଭେଟେରାନ୍ସ କ୍ଲବ ଓଡ଼ିଶା ଏବଂ ଭାରତୀୟ ନୌସେନା ପ୍ରଶିକ୍ଷଣ କେନ୍ଦ୍ର ଆଇଏନଏସ୍ ଚିଲିକାର ମିଳିତ ଆନୁକୂଲ୍ୟରେ ଏହି ଅନ୍ତରାଷ୍ଟ୍ରୀୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବାକୁ ଯାଉଛି ବୋଲି ଭେଟେରାନ୍ସ କ୍ଲବ ଓଡ଼ିଶାର ଅଧ୍ୟକ୍ଷ ଭେଟେରାନ୍ ବିଦ୍ୟାଧର ନାୟକ ସୂଚନା ଦେଇଛନ୍ତି । ଭୁବନେଶ୍ୱର ସ୍ଥିତ ପାନ୍ଥନିବାସରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ଦିବ୍ୟାଙ୍ଗିନୀ ବାଳିକା ଜିୟା ରାୟଙ୍କ ପିତା ଶ୍ରୀଯୁକ୍ତ ମଦନ ରାୟ ଏହି ଐତିହାସିକ କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ ସମସ୍ତଙ୍କଉ ଶୁଭେଚ୍ଛା ଏବଂ ଉପସ୍ଥିତି କାମନା କରିଛନ୍ତି । ସାମ୍ବାଦିକ ସମ୍ମିଳନୀରେ ଯୋଗ ଦେଇ ଭେଟେରାନ୍ ସମରେନ୍ଦ୍ର ପରିଜା ଏବଂ ଭେଟେରାନ୍ ଅଜୟ ନାୟକ ସମସ୍ତ ଗଣମାଧ୍ୟମ ଏହି କାର୍ଯ୍ୟକ୍ରମକୁ ବ୍ୟାପକ ପ୍ରସାରଣ ପାଇଁ ଅନୁରୋଧ କରିଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢିବାର ଏକ ମହାନ ପ୍ରକ୍ରିୟା – ମୁଖ୍ୟମନ୍ତ୍ରୀ

ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢିବାର ଏକ ମହାନ ପ୍ରକ୍ରିୟା – ମୁଖ୍ୟମନ୍ତ୍ରୀ

September 6, 2026
ଆଦର୍ଶ ଶିଶୁ ନିକେତନ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଉତ୍ସଵ ଧୁମ୍ ଧାମରେ ପାଳିତ

ଆଦର୍ଶ ଶିଶୁ ନିକେତନ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଉତ୍ସଵ ଧୁମ୍ ଧାମରେ ପାଳିତ

September 6, 2026
ଗୁରୁ ସାକ୍ଷାତ ପରଂବ୍ରହ୍ମ କାର୍ଯ୍ୟକ୍ରମ ରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାବିତ ସମ୍ବର୍ଦ୍ଧିତ

ଗୁରୁ ସାକ୍ଷାତ ପରଂବ୍ରହ୍ମ କାର୍ଯ୍ୟକ୍ରମ ରେ ହଜାର ହଜାର ଶିକ୍ଷକ, ଶିକ୍ଷୟିତ୍ରୀ ଓ ଶିକ୍ଷାବିତ ସମ୍ବର୍ଦ୍ଧିତ

September 6, 2026
ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

ଗୁରୁ ଦିବସରେ ଶିକ୍ଷାର୍ଥୀଙ୍କ ଜୀବନରେ ଗୁରୁଙ୍କ ଭୂମିକା ଉପରେ ଗୁରୁତ୍ୱାରୋପ

September 6, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢିବାର ଏକ ମହାନ ପ୍ରକ୍ରିୟା – ମୁଖ୍ୟମନ୍ତ୍ରୀ

ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢିବାର ଏକ ମହାନ ପ୍ରକ୍ରିୟା – ମୁଖ୍ୟମନ୍ତ୍ରୀ

September 6, 2026
ଆଦର୍ଶ ଶିଶୁ ନିକେତନ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଉତ୍ସଵ ଧୁମ୍ ଧାମରେ ପାଳିତ

ଆଦର୍ଶ ଶିଶୁ ନିକେତନ ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ଉତ୍ସଵ ଧୁମ୍ ଧାମରେ ପାଳିତ

September 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version