• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଅପରାଧ

ବୈପାରିଗୁଡା ଅଂଚଳରେ ମାଓବାଦୀ ଏସ୍‌ଓଜି ଗୁଳି ବିନିମୟ ଦୁଇ ମାଓବାଦୀ ନିହତ

Proprietor Abhimanyu Maharana by Proprietor Abhimanyu Maharana
November 11, 2022
in ଅପରାଧ, ଓଡ଼ିଶା, କୋରାପୁଟ, ହୋମ୍
0
ବୈପାରିଗୁଡା ଅଂଚଳରେ ମାଓବାଦୀ ଏସ୍‌ଓଜି ଗୁଳି ବିନିମୟ ଦୁଇ ମାଓବାଦୀ ନିହତ
Share on FacebookShare on TwitterWhatsapp

୧୧ ନଭେମ୍ବର ଶୁକ୍ରବାର ( ଓଡ଼ିଶା ତାଜା ନ୍ୟୁଜ ) ବୈପାରିଗୁଡା :- କିଛି ବର୍ଷର ନିରବତା ପରେ ବୈପାରିଗୁଡା ବ୍ଲକରେ ପୁଣି ଥରେ ମାଓବାଦୀ ସକ୍ରିୟ ହୋଇ ଉଠିବା ସହିତ ଓଡିଶା-ଛତିଶଗଡ ସୀମାନ୍ତ ବୈପାରିଗୁଡା ବ୍ଲକର ରାମଗିରି ଗୁପ୍ତେଶ୍ୱର ଯିବା ରାସ୍ତାର ବଦଲିପାହାଡ ଓ କୁମ୍ଭିଖାରୀ ଅଂଚଳର ଜଙ୍ଗଲରେ ଗୁରୁବାର ଦିନ ରାତ୍ରି ସମୟରେ ବିଏସ୍‌ଏଫ୍ ଓ ଏସ୍‌ଓଜି ଯବାନ ସର୍ଚ୍ଚ ଅପରେଶନ ଚାଲିଥିବା ସମୟରେ ବିଏସଏଫ୍ ଯବାନ ଓ ଏସ୍‌ଓଜି ଯବାନ କୁ ଦେଖି ମାଓବାଦୀଙ୍କ ପକ୍ଷରୁ ଗୁଳି ବିନିମୟ ହେବା ଫଳ ରେ ଘଟଣାସ୍ଥଳରେ ଦୁଇ ଜଣ ମାଓବାଦୀ ମୃତ୍ୟୃବରଣ କରିଥିବା ବେଳେ କିଛି ମାଓବାଦୀ ଛତ୍ରଭଙ୍ଗ ଦେଇ ଜଙ୍ଗଲ ଭିତରକୁ ପଳାଇଛନ୍ତି ବୋଲି କୋରାପୁଟ ସ୍ଥିତ ଏସପି ଙ୍କ କାର୍ଯ୍ୟାଳୟ ପରିସର ଠାରେ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରିି ଦକ୍ଷିଣ ପଶ୍ଚିମଂଚଳ ଡିଆଇଜି ରାଜେଶ ପଣ୍ଡିତ ସୂଚନା ପ୍ରଦାନ କରିଛନ୍ତି । ଏହା ପରେ ଯବାନଙ୍କ ତରଫରୁ ସେହି ଅଂଚଳରେ ସର୍ଚ୍ଚ ଅପରେଶନ କରାଯାଇ ଘଟଣାସ୍ଥଳରୁ ବିପୁଳ ପରିମାଣରେ ଗୁଳିଗୋଳା ଓ ମାଓସାମଗ୍ରୀ ଜବତ କରାଯାଇଛି । ବଦଲିପାହାଡ ଓ କୁମ୍ଭିଖାରୀ ଅଂଚଳର ଜଙ୍ଗଲରେ ସୁରକ୍ଷାବାହିନୀ କମ୍ବିଂ ଅପରେସନ କରୁଥିବାବେଳେ ମାଓବାଦୀ ମାନେ ହଠାତ ଗୁଳିଚାଳନା କରିଥିଲେ । ସୁରକ୍ଷାବାହିନୀ ପକ୍ଷରୁ ତୁରନ୍ତ ଏହାର ଜବାବ ଦିଆଯିବା ସହ ଗୁଳି ଚାଳନା କରାଯାଇଥିଲା । ୧୫ ରୁ ୨୦ ମିନିଟ ଧରି ଗୁଳି ବିନିମୟ ଚାଲିବା ପରେ ମାଓବାଦୀମାନେ ଘଂଚ ଜଙ୍ଗଲର ସୁଯୋଗ ନେଇ ଛତ୍ରଭଙ୍ଗ ଦେଇଥିଲେ । ଘଟଣାସ୍ଥଳରୁ ଜୀବନ୍ତ ଗୁଳି, ୩ ଟି ବନ୍ଧୁକ, ତାର ସହିତ ବିଭିନ୍ନ ପ୍ରକାର ମାଓ ସାମଗ୍ରୀ ଜବତ କରିଛନ୍ତି । ସୂଚନାଯୋଗ୍ୟ ଯେ ବୈପାରିଗୁଡା ଥାନା ଅଂଚଳର ବିଭିନ୍ନ ସ୍ଥାନରେ କିଛି ମାସ ହେବ ମାଓବାଦୀ ମାନେ ତାଣ୍ଡବ ଖେଳାଇଛନ୍ତି ।ଗତ କିଛି ମାସ ତଳେ ବୈପାରିଗୁଡା ବ୍ଲକର ଦଣ୍ଡାବାଡି, ଚିପାକୁର, ହଳଦୀକୁଣ୍ଡ ଓ ରାମଗିରି ଅଂଚଳର ଅନେକ ସ୍ଥାନର ଗଛମୂଳ, ରାସ୍ତାକଡ ସହିତ ଜଙ୍ଗଲ ଭିତରେ ଯବାନ ମାନଙ୍କୁ ଟାର୍ଗେଟ କରି ମାଓବାଦୀ ମାନେ ଟିଫ୍‌ନ ବୋମା ଖଞ୍ଜି ଥିବା ବେଳେ ତାହାକୁ ସ୍ଥାନୀୟ ୧୫୧ ବିଏନ ବିଏସ୍‌ଏଫ୍ ଯବାନ ନିଷ୍ଲ୍ରିୟ କରିଥିବାର ନଜର ରହିଛି । ଗୁଇନ୍ଧା ସୂତ୍ରରୁ ସୂଚନା ପାଇଁ ଏହି ସ୍ଥାନକୁ ସର୍ଚ୍ଚ ଅପରେଶନରେ ଯାଇଥିଲେ ଏସ୍‌ଓଜି ଯବାନ । ଶୁଣିବାକୁ ମିଳୁଛି ଯେ ମାଓବାଦୀ ମାନେ ଏହି ଜଙ୍ଗଲ ମଧ୍ୟରେ କ୍ୟାମ୍ପ କରି ରହିଥିଲେ ଏବଂ ଯବାନଙ୍କୁ ଦେଖି ମାଓବାଦୀ ଓ ଏସ୍‌ଓଜି ମୁହିାଁମୁହିଁ ହେବା ଫଳରେ ଗୁଳି ବିନିମୟ ହୋଇଥିଲା ଏବଂ ଏହି ଘଟଣାରେ ଦୁଇ କ୍ୟାଡର ମାଓବାଦୀ ନିହତ ହୋଇଥିବା କୁହାଯାଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026

New Delhi hosts 3rd World Peace Conclave

ନୂଆଦିଲ୍ଲୀରେ ତୃତୀୟ ବିଶ୍ୱ ଶାନ୍ତି ସମ୍ମିଳନୀ ଆୟୋଜିତ

September 28, 2026
New Delhi hosts 3rd World Peace Conclave

New Delhi hosts 3rd World Peace Conclave

September 28, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

‘ଗୋ-ଧନ’ ଜରିଆରେ ଓଡ଼ିଶାର ଦୁଗ୍ଧଚାଷୀଙ୍କୁ ସଶକ୍ତ କରିବ ହଟ୍‌ସନ୍ ଏଗ୍ରୋ

September 28, 2026
HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

HATSUN AGRO PRODUCT LTD. PARTNERS WITH GOVERNMENT OF ODISHA AND STATE BANK OF INDIA TO LAUNCH ‘GO-DHAN’ TO EMPOWER DAIRY FARMERS

September 28, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version