• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମା

Proprietor Abhimanyu Maharana by Proprietor Abhimanyu Maharana
November 14, 2022
in ଓଡ଼ିଶା, ପୁରୀ, ହୋମ୍
0
ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମା
Share on FacebookShare on TwitterWhatsapp

୧୩ ନଭେମ୍ବର ରବିବାର (ଓଡ଼ିଶା ତାଜାନ୍ୟୁଜ) ପୁରୀ  :- ଚଳଚଞ୍ଚଳ ଶ୍ରୀକ୍ଷେତ୍ର । ମାର୍ଗଶିର କୃଷ୍ଣ ପକ୍ଷ ପଞ୍ଚମୀ ତିଥି ।‌ ପରମ୍ପରା ଅନୁଯାୟୀ ଶ୍ରୀକ୍ଷେତ୍ରରେ ଆଜି ଭକ୍ତ ମାନେ ପାଳନ କରିଛନ୍ତି ପଞ୍ଚତୀର୍ଥ ଓ ଶ୍ରୀକ୍ଷେତ୍ର ପରିକ୍ରମା । ସକାଳୁ ସକାଳୁ ଭକ୍ତମାନେ ପଞ୍ଚତୀର୍ଥରେ ସ୍ନାନ କରି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ଶ୍ରୀକ୍ଷେତ୍ରରେ ଥିବା ବିଭିନ୍ନ ଦେବାଦେବୀ ମନ୍ଦିର ଓ ତୀର୍ଥ ସ୍ଥଳୀ ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି ଭକ୍ତ ।ସେହିପରି ପୁରୀର ପ୍ରସିଦ୍ଧ ସିଦ୍ଧମହାବୀର ମନ୍ଦିରରେ ପ୍ରଭୁ ହନୁମାନଙ୍କ ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ଭିଡ ଲାଗିଥିଲା । ମାର୍ଗଶିର କୃଷ୍ଣ ପଞ୍ଚମୀ ତିଥିରେ ତଥା ବର୍ଷକୁ ଏହି ଗୋଟିଏ ଦିନ ସିଦ୍ଧମହିବୀର ମନ୍ଦିରରେ ପ୍ରଭୁ ହନୁମାନଙ୍କ ପାଦ ସ୍ପର୍ଶ କରିବାର ସୁଯୋଗ ମିଳିଥାଏ । ଆଜି ଗୋଟିଏ ଦିନ ପ୍ରଭୁ ହନୁମାନ ବୀର ନାଗା ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେଇଥିବାରୁ ଭକ୍ତ ମାନେ ନିଜକୁ ଧନ୍ୟ ମନେ କରିଛନ୍ତି । ସିଦ୍ଧମହାବୀର ମନ୍ଦିରରେ ରାତି ୧୨ ଟା ୧୦ ମିନିଟରେ ଦ୍ବାର ଫିଟା ନୀତି ପରେ ମଙ୍ଗଳ ଆଳତି, ବାଳଭୋଗ ଧୂପ, ଦ୍ବିପ୍ରହର ଧୂପ ସରିବା ପରେ ପ୍ରଭୁ ସିଦ୍ଧମହାବୀରଙ୍କୁ ନାଗା ବେଶରେ ସଜ୍ଜିତ କରାଯାଇଥିଲା । ଭକ୍ତ ମାନେ ଭୋରୁ ପ୍ରଭୁଙ୍କର‌ ଏହି ଦୁର୍ଲଭ ବେଶର ସୁଯୋଗ ପାଇଛନ୍ତି । ପରମ୍ପରା ଅନୁସାରେ ଏଠାରେ ଆଜି ରସଗୋଲା, ଚୁଡାଘଷା ଓ କ୍ଷୀରୀ ଭୋଗ ସମର୍ପଣ କରି ଭକ୍ତ ମାନେ ପ୍ରଭୁଙ୍କ ଆଶୀର୍ବାଦ ନେଇଛନ୍ତି । ଭକ୍ତଙ୍କ ସୁରକ୍ଷା ଓ ଶୃଙ୍ଖଳିତ ଦର୍ଶନ ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । – ଆଜି ଦିନ ତମାମ ସିଦ୍ଧମହାବୀର ଅଞ୍ଚଳ ଚଳଚଞ୍ଚଳ ହୋଇଥିବା ବେଳେ ସଂନ୍ଧ୍ୟାରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ସହ ମେଳାର ଆୟୋଜନ କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

March 15, 2026

ପରିବାରର ମହାନ ଉଦାରତା : ଉତ୍କଳ ହସ୍ପିଟାଲରେ ଜୀବନ ରକ୍ଷା ପାଇଁ ଶ୍ରୀମତୀ ଉର୍ମିଳା ହରିଚନ୍ଦନଙ୍କ ଯକୃତ ଦାନ

ପରିବାରର ମହାନ ଉଦାରତା : ଉତ୍କଳ ହସ୍ପିଟାଲରେ ଜୀବନ ରକ୍ଷା ପାଇଁ ଶ୍ରୀମତୀ ଉର୍ମିଳା ହରିଚନ୍ଦନଙ୍କ ଯକୃତ ଦାନ

March 15, 2026
କ୍ଷମା ମାଗନ୍ତୁ କୁଳପତି : ଓଡିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଂକ ଦାବି

କ୍ଷମା ମାଗନ୍ତୁ କୁଳପତି : ଓଡିଆ ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଂକ ଦାବି

March 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

ସୁସ୍ଥ ଭବିଷ୍ୟତ ପାଇଁ ଭୁବନେଶ୍ୱରରେ ‘ଏସ୍‌ବିଆଇ ଗ୍ରୀନ୍ ମାରାଥନ୍ ସିଜନ୍–୬’

March 15, 2026
Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

Bhubaneswar Runs for a Greener Tomorrow at SBI Green Marathon Season 6 – Where Fitness Meets Sustainability

March 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version