• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡ଼ାରେ ଧାଡ଼ି ବୃକ୍ଷ ରୋପଣ ଅଭିଯାନ ପରିଚାଳିତ

Proprietor Abhimanyu Maharana by Proprietor Abhimanyu Maharana
November 15, 2022
in ଓଡ଼ିଶା, ବାଣିଜ୍ୟ, ହୋମ୍
0
ବେଦାନ୍ତ ଆଲୁମିନିୟମ ପକ୍ଷରୁ ଝାରସୁଗୁଡ଼ାରେ ଧାଡ଼ି ବୃକ୍ଷ ରୋପଣ ଅଭିଯାନ ପରିଚାଳିତ
Share on FacebookShare on TwitterWhatsapp

୧୪ ନଭେମ୍ବର ସୋମବାର (ଓଡ଼ିଶା ତାଜାନ୍ୟୁଜ) ଝାରସଗୁଡ଼ା :- ବେଦାନ୍ତ ଆଲୁମିନିୟମ, ଭାରତର ବୃହତ ଆଲୁମିନିୟମ ନିର୍ମାତା ରାଜ୍ୟ ରାଜମାର୍ଗ ପାଶ୍ୱର୍ରେ ୧୦ କିମି ବ୍ୟାପୀ ଧାଡ଼ି ବୃକ୍ଷରୋପଣ କରିଛି । ଜିଲ୍ଲା ପ୍ରଶାସନ ସହିତ ସହଯୋଗରେ କଂପାନି ରାସ୍ତାର ଉଭୟ ପାଶ୍ୱର୍ରେ ୩୨୦୦ ଚାରା ରୋପଣ କରାଯାଇଥିଲା । ଏହି ଅଭିଯାନ ବଡ଼ମାଳ-ପ୍ରଶନ୍ନପଡ଼ା-ପଂଚପଡ଼ା ଛକ ଠାରୁ ଆରମ୍ଭ ହୋଇଥିଲା । ଜାମୁ, ଅର୍ଜୁନ, ନିମ, ପେସ୍ତା ବାଦାମ ଓ ରାଧାଚୁଡ଼ା ପରି ବୃକ୍ଷ ଗୁଡ଼ିକୁ ରୋପଣ କରାଯାଇଥିଲା । ବେଦାନ୍ତ ଝାରସୁଗୁଡ଼ାର ପରିବେଶର ଉନ୍ନତି ପାଇଁ ବ୍ୟାପକ କାର୍ଯ୍ୟ କରୁଛି । କଂପାନୀ ପକ୍ଷରୁ ଗ୍ରୀନହାର୍ଟସ-ଏକ ବାର୍ଷିକ ଜୈବ ବିକାଶ ଅଭିଯାନ ପରିଚଳନା କରାଯାଇଥାଏ ଯେଉଁଥିରେ କଂପାନିର ବ୍ୟବସାୟିକ ଗୋଷ୍ଠୀ ବର୍ଷା ଋତୁ ସମୟରେ ଗଣ ବୃକ୍ଷରୋପଣ କରିଥାନ୍ତି ।

ଏହା ଦ୍ୱାରା ଗତ ବର୍ଷ ସୁଦ୍ଧା ୩.୬ ଲକ୍ଷ ବୃକ୍ଷ ରୋପିତ ହୋଇଛି । ବିଭିନ୍ନ ପଦକ୍ଷେପ ଜରିଆରେ ୧.୪୮ ଲକ୍ଷ ଚାରା ରୋପଣ କରାଯାଇଛି । ଚାଲୁ ରହିଥିବା ଏହି କାର୍ଯ୍ୟକ୍ରମ ସଂପର୍କରେ ଶ୍ରୀ ସୁନିଲ ଗୁପ୍ତା, ସିଇଓ ବେଦାନ୍ତ ଲିଃ, ଝାରସୁଗୁଡ଼ା କହିଛନ୍ତିଯେ- ଜୈବ ନିବେଶ ଆମର ସ୍ଥିରତା ପ୍ରୟାସର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ହୋଇଥିବାରୁ ଆମେ ଜିଲ୍ଲା ପ୍ରଶାସନର ସହଭାଗୀତା ପାଇଥିବାରୁ ଗର୍ବିତ । ବେଦାନ୍ତ ଆଗାମୀ କାଲି ପାଇଁ ଏକ ସବୁଜ ଭବିଷ୍ୟତ ନିର୍ମାଣ କରିବାକୁ ପ୍ରୟାସୀ । ଏହି ପଦକ୍ଷେପ ଜରୀଆରେ ଆମେ ଜଳର ପୁନ଼ଃସଂରକ୍ଷଣ, ବର୍ଜ୍ୟବସ୍ତୁ ପରିଚାଳନା, ଅକ୍ଷୟ ଶକ୍ତି କ୍ରୟ ଇତ୍ୟାଦି ସ୍ଥିରତା ମୂଳକ ପଦକ୍ଷେପମାନ ଗ୍ରହଣ କରୁଅଛୁ ।

ଏହି ପଦକ୍ଷେପକୁ ପ୍ରଶଂସା କରି ଝାରସୁଗୁଡ଼ାର ଜିଲ୍ଲା ମାଜିଷ୍ଟ୍ରେଟ ଓ କଲେକ୍ଟର ଶ୍ରୀ ସରୋଜ କୁମାର ସାମଲ, କହିଛନ୍ତିଯେ ଅମାର ରାଜଥକୁ ସୁନ୍ଦର କରିବା ଦ୍ୱାରା ଆମ ଅଂଚଳର ଶୋଭା ବୃଦ୍ଧି ହୋଇ ପାରିବ । ବୃକ୍ଷ ରୋପଣ ଅଭିଯାନ ସହିତ ଆସନ୍ତା ତିନିବର୍ଷ ପାଇର୍ ଏହାର ରକ୍ଷଣାବେକ୍ଷଣ ପାଇଁ ଆମେ କଂପାନିକୁ ଧନ୍ୟବାଦ ଜଣାଉଛୁ । ବେଦାନ୍ତ ଆଲୁମିନିୟମ ବ୍ୟବସାୟ ହେଉଛି ବେଦାନ୍ତ ଲିମିଟେଡ଼ର ଏକ ଅଂଶ ଯିଏକି ଭାରତର ଅଗ୍ରଣୀ ଆଲୁମିନିୟମ ନିର୍ମାତା ପ୍ରାୟତଃ ଏହା ଭାରତର ଅର୍ଦ୍ଧେକ ଆଲୁମିନିୟମ ଉତ୍ପାଦନକାରୀ ଓ ଆର୍ଥିକ ବର୍ଷ ୨୨ ରେ ୨.୨୬ ନିୟୁତ ଟନ୍ ଆଲୁମିିନିୟମ ଉତ୍ପାଦନ କରିଥିବା ସଂସ୍ଥା ।

ବେଦାନ୍ତ ଆଲୁମିନିୟମର ର‌୍ୟାଙ୍କ ଡାଓ ଜୋନସ ସସଟାନବିଲିଟି ଇଣ୍ଡେକ୍ସ ୨୦୨୧ରେ ୪ର୍ଥ ର‌୍ୟାଙ୍କ ଧାରୀ ଓ ସ୍ଥାୟୀ ବିକାଶ ଅବଲମ୍ବନକାରୀ ସଂସ୍ଥା । ବେଦାନ୍ତ ମୂଲ୍ୟଯୁକ୍ତ ଆଲୁମିନିୟମ ଉତ୍ପାଦ ନିର୍ମାଣ କରିବାରେ ଅଗ୍ରଣୀ ଭୂମିକା ନିର୍ବାହ କରିବା ସହ ଔଦ୍ୟୋଗିକ କ୍ଷେତ୍ରରେ ସର୍ବବୃହତ ଜ୍ଞାନକୌଶଳକୁ ଆପଣାଇ ବିଶ୍ୱ ଶ୍ରେଣୀୟ ସ୍ମେଲ୍‌ଟର, ପାୱାର ପ୍ଲାଂଟ ଓ ଆଲୁମିନା ରିଫାଇନାରୀ କାର୍ଯ୍ୟ କରୁଛି । ଏକ ସବୁଜ ଭବିଷ୍ୟତ ପାଇଁ ମେଟାଲ ଅଫ୍ ଦି ଫ୍ୟୁଚର ଭାବରେ ଆଲୁମିନିୟମର ପ୍ରୟୋଗକୁ ପ୍ରସାରିତ କରିବା ପାଇଁ କମ୍ପାନୀ ତାର ଲକ୍ଷ୍ୟ ପୂରଣ କରୁଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026
କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

କଟକ ଜିଲ୍ଲା ଅବକାରୀ ବିଭାଗର ଚଢାଉ : ଜବତ ହେଲା ବିପୁଳ ପରିମାଣର ଅଫିମ, ଗଞ୍ଜେଇ

March 18, 2026
ବିଡାନାସୀ ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସଚେତନତା ସଭା

ବିଡାନାସୀ ବରିଷ୍ଠ ନାଗରିକଙ୍କ ପାଇଁ ସୁରକ୍ଷା ସଚେତନତା ସଭା

March 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

ରାଜ୍ୟସ୍ତରୀୟ ନାଟକ ମହୋତ୍ସବର ତୃତୀୟ ସନ୍ଧ୍ୟା, ନାଟକ ‘ଏକ ନାୟକର ମୃତ୍ୟୁ’ : ବ୍ୟବସ୍ଥା ଓ ଦୁର୍ନୀତି ବିରୋଧରେ ଏକ ଶାଣିତ ସ୍ୱର

March 18, 2026
ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

ବାଲିପାଟଣାରେ ବ୍ଲକ ସ୍ତରୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

March 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version