• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୀତିକାର, ସାରସ୍ୱତ ସାଧକ : ସମାଜସେବୀ ହରିଶ ପ୍ରଧାନ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ ହୋଇ – ଜିଲ୍ଲା ପାଇଁ ଗର୍ବ ସାଜିଲେ

Proprietor Abhimanyu Maharana by Proprietor Abhimanyu Maharana
November 18, 2022
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ଗୀତିକାର, ସାରସ୍ୱତ ସାଧକ : ସମାଜସେବୀ ହରିଶ ପ୍ରଧାନ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ ହୋଇ – ଜିଲ୍ଲା ପାଇଁ ଗର୍ବ ସାଜିଲେ
Share on FacebookShare on TwitterWhatsapp

୧୮ ନଭେମ୍ବର ଶୁକ୍ରବାର (ଓଡ଼ିଶା ତାଜାନ୍ୟୁଜ ) ନୟାଗଡ :- ଓଡ଼ଗାଁ ବ୍ଳକ ବାଣ୍ଠପୁର ପଞ୍ଚାୟତ ଅନ୍ତର୍ଗତ ବଣ ଜଙ୍ଗଲ ଘେରା ଆଦିବାସୀ ଗ୍ରାମ ଓସ୍ତିଆମାଳ ର ବାସିନ୍ଦା ହରିଶ ପ୍ରଧାନ ! ନିଜର ପ୍ରତିଭା ବଳରେ ନୟାଗଡ଼ ଜିଲ୍ଲାରେ ଏକ ସ୍ୱତନ୍ତ୍ର ସ୍ଥାନ ଦଖଲ କରିଛନ୍ତି । ନୟାଗଡ଼ ପୁରାଣ, ନୟାଗଡ଼ ଜ୍ଞାନ, ସ୍ୱର୍ଗକୁ ବାଟ, ଭୁତ ସହିତ ରାତିଏ, ମଦ ମଣିଷ, ଅମ୍ଳାନ ସ୍ବାକ୍ଷର ଭଳି ପୁସ୍ତକ, ଅନେକ ଭଜନ ଓ ଆଧୁନିକ ସଂଗୀତ ଭିଡ଼ିଓ କରିବା ସହ “ନୟାଗଡ଼ ଦର୍ପଣ” ଭଳି ଏକ ପାକ୍ଷିକ ଖବର କାଗଜ ପ୍ରତିଷ୍ଠା ଏବଂ ବହୁ ପ୍ରତିଭାର ଅଧିକାରୀ ଭାବେ ଜିଲ୍ଲାରେ ବେଶ ସୁନାମ ଅର୍ଜନ କରିଛନ୍ତି ! ଗୁଣ ଚିହେଁ ଗୁଣିଆ , ସୁନା ଚିହେଁ ବଣିଆ ଭଳି ଜିଲ୍ଲା ମଙ୍ଗଳ ଅଧିକାରୀ ଦୟାନିଧି ନାୟକ, ଜିଲ୍ଲାପାଳ ରବୀନ୍ଦ୍ର ନାଥ ସାହୁ ସୁପାରିଶ କ୍ରମେ ଭୁବନେଶ୍ୱରରେ ଏକ ବର୍ଣ୍ଣାଢ୍ୟ ପରିବେଶରେ କେନ୍ଦ୍ର ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଆନୁକୂଲ୍ୟରେ ଜନଜାତୀୟ ଗୌରବ ଦିବସରେ ଭଗବାନ ବିର୍ଷାମୁଣ୍ଡାଙ୍କ ପବିତ୍ର ଜୟନ୍ତୀରେ ନୟାଗଡ଼ ଜିଲ୍ଲା ତରଫରୁ ତାଙ୍କୁ ” ଜନଜାତୀୟ ଗୌରବ ସମ୍ମାନ” ରେ ସମ୍ମାନିତ କରାଯାଇଛି ! ରାଜ୍ୟ ସରକାରଙ୍କ ତରଫରୁ ଉପଢୌକନ, ମାନପତ୍ର, ଟ୍ରଫି ସହ ୧୦ହଜାର ଟଙ୍କା ପ୍ରଦାନ କରାଯାଇଛି ! ସୂଚନାଯୋଗ୍ୟ ପୂର୍ବରୁ ୨୦୧୪ ମସିହାରେ ସର୍ଜନାତ୍ମକ ଲେଖା ପାଇଁ ଓଡ଼ିଶା ସରକାରଙ୍କ ଦ୍ଵାରା ମନୋନୀତ ହୋଇ ରାଜ୍ୟପାଳ ପୁରସ୍କାରପ୍ରାପ୍ତ ହେବା ସହ ୨୫ହଜାର ଟଙ୍କା ଆର୍ଥିକ ପ୍ରୋତ୍ସାହନ ପାଇ ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି । ଜଣେ ଉଚ୍ଚକୋଟିର ଗୀତିକାର, ସାରସ୍ୱତ ସାଧକ, ଅମାୟିକ, ସ୍ନେହୀ, ଶ୍ରଦ୍ଧାଶୀଳ ବ୍ୟକ୍ତିତ୍ୱ ଭାବେ ଶ୍ରୀଯୁକ୍ତ ହରିଶ ପ୍ରଧାନଙ୍କର ସ୍ୱତନ୍ତ୍ର ପରାକାଷ୍ଠା ସମଗ୍ର ଜିଲ୍ଲା କାହିଁକି ରାଜ୍ୟରେ ରହିଥିବା ଚର୍ଚ୍ଚା ଜୋର ଧରିଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

ମଦ ଦୋକାନରେ ଗୁଣ୍ଡାରାଜ : କଣ୍ଟାବାଞ୍ଜିରେ ଗ୍ରାହକଙ୍କୁ ନିସ୍ତୁକ ମାଡ଼

June 30, 2026
ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

ତୁରେକେଲା-କଣ୍ଟାବାଞ୍ଜି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ନାବାଳକ ମୃତ, ଅନ୍ୟ ଜଣେ ଗୁରୁତର

June 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Historic Milestone : Dhamra Port Sets Double National Record in Dry Bulk Cargo

ଧାମରା ପୋର୍ଟର ଐତିହାସିକ ସଫଳତା : ଡ୍ରାଏ ବଲ୍କ କାର୍ଗୋ ପରିଚାଳନାରେ ଜାତୀୟ ରେକର୍ଡ ଧାମରା

June 30, 2026
Historic Milestone : Dhamra Port Sets Double National Record in Dry Bulk Cargo

Historic Milestone : Dhamra Port Sets Double National Record in Dry Bulk Cargo

June 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version