• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ଵନ୍ଧ ରେ ଵିଜୁ ଭବନ ଠାରେ ବିଜେଡି ର ସାମ୍ବାଦିକ ସମ୍ମିଳନୀ 

Proprietor Abhimanyu Maharana by Proprietor Abhimanyu Maharana
November 20, 2022
in ଓଡ଼ିଶା, ଖୋର୍ଦ୍ଧା, ରାଜନୀତି, ହୋମ୍
0
ବିଭିନ୍ନ ଉନ୍ନୟନ କାର୍ଯ୍ୟ ସମ୍ଵନ୍ଧ ରେ ଵିଜୁ ଭବନ ଠାରେ ବିଜେଡି ର ସାମ୍ବାଦିକ ସମ୍ମିଳନୀ 
Share on FacebookShare on TwitterWhatsapp

୨୦ ନଭେମ୍ବର ରବିବାର (ଓଡ଼ିଶା ତାଜାନ୍ୟୁଜ ) ବାଣପୁର :- ଚିଲିକା ନିର୍ବାଚନ ମଣ୍ଡଳୀ ବାଣପୁର ଵିଜୁ ଭବନ ଠାରେ ବାଣପୁର ବ୍ଲକ ର ୧୭ ଗୋଟି ପଞ୍ଚାୟତ ର ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟର ସାମ୍ବାଦିକ ସମ୍ମିଳନୀ କରି ସୁଚନା ଦେଇଥିଲେ ଖୋର୍ଦ୍ଧା ଜିଲ୍ଲା ଉପ ସଭାପତି ଶ୍ରୀଯୁକ୍ତ ଗୋପୀନାଥ ମହାରଣା । ବାଣପୁର ବ୍ଲକ ବିଧାୟକ ପ୍ରତିନିଧି ଶ୍ରୀଯୁକ୍ତ ମନୋଜ କୁମାର ପ୍ରଧାନ, ଜିଲ୍ଲା ସାଂସଦ ପ୍ରତିନିଧି ଶ୍ରୀଯୁକ୍ତ ମାନସ ରଞ୍ଜନ ପ୍ରଧାନ, ବାଣପୁର ବ୍ଲକ ସାଂସଦ ପ୍ରତିନିଧି ଶ୍ରୀଯୁକ୍ତ ଯଦୁ ପ୍ରଧାନ, ତୁମୁରାପୁଟ ସରପଞ୍ଚ ଶ୍ରୀଯୁକ୍ତ ଅକ୍ଷୟ ସେଠୀ , ତୋରସିଂହ ସରପଞ୍ଚ ଶ୍ରୀଯୁକ୍ତ ଆକାଶ ପ୍ରଧାନ ଙ୍କ ଉପସ୍ଥିତିରେ ଉନ୍ନୟନ କାର୍ଯ୍ୟଗୁଡିକ ଉପସ୍ଥାପନ କରିଥିଲେ । ସ୍ବାସ୍ଥ୍ୟ, ଶିକ୍ଷା ,ପାନୀୟ,ରାସ୍ତା, ଉପରେ ଗୁରୁତ୍ୱ ଦେଇଥିଲେ, ଉନ୍ନତିମୂଳକ କାର୍ଯ୍ୟ ଭିତରେ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ଵାରା ଭାଟପଡ଼ା ଠାରୁ ସାନ ହନ୍ତୁଆଡ ପର୍ଯ୍ୟନ୍ତ ରାସ୍ତା ଓ ଶଙ୍ଖ ନିର୍ମାଣ ପାଇଁ ୫ କୋଟି ୫୧ ଲକ୍ଷ ଟଙ୍କାର କାର୍ଯ୍ୟ ଚାଲୁ ରହିଥିବା ବେଳେ ଜଳସେଚନ ବିଭାଗ ତରଫରୁ କେନାଲର ଉନ୍ନତି କରଣ ପାଇଁ ୮୪.୨୫ ଲକ୍ଷ ଟଙ୍କାର ଟେଣ୍ଡର କାର୍ଯ୍ୟ ସମ୍ପନ୍ନ ହୋଇଛି । ସେହିଭଳି ଭାବରେ ପୂର୍ତ୍ତ ବିଭାଗ ତରଫରୁ ମା’ ଭଗବତୀ ମନ୍ଦିର ଉନ୍ନତି ପାଇଁ ୧ କୋଟି ୭୨ଲକ୍ଷ ଟଙ୍କା, ବାଣପୁର ତହସିଲର ନୂତନ ଗୃହ ନିର୍ମାଣ ନିମନ୍ତେ ୧.୧୭କୋଟି, ଟ୍ରାଫିକ ସମସ୍ୟା ଦୁରୀଭୂତ ପାଇଁ ୩୯୭.୪୮କୋଟି ଟଙ୍କାର ଟେଣ୍ଡର କାର୍ଯ୍ୟ ସଂପୂଣ୍ଣ ହୋଇଛି । ଆଙ୍କୁଲାପଦର ଠାରେ ସ୍ବାସ୍ଥ୍ୟକେନ୍ଦ୍ରର ନିର୍ମାଣ ପାଇଁ ୬କୋଟି ୭୫ଲକ୍ଷ, ଗୋଦାବରୀଶ ବିଦ୍ୟାଳୟ ଓ ବାଣପୁର ସରକାରି ଉଚ୍ଚବିଦ୍ୟାଳୟର ନୂତନ ଗୃହ ନିର୍ମାଣ ପାଇଁ ପ୍ରତ୍ୟେକ ସ୍କୁଲକୁ ୮୦ ଲକ୍ଷ, ବାଳିକ ସ୍କୁଲର ଗୃହ ନିର୍ମାଣ ପାଇଁ ୨୫ ଲକ୍ଷ, ଆୟତପୁର ଠାରୁ ପଲଟନ ପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ ପାଇଁ ୧୨ କୋଟି, ଗାଲୁଆ ଛକ ଠାରୁ କୋସରଡା ରାସ୍ତାନିର୍ମାଣ ପାଇଁ ୪ କୋଟି, ଧୂଆଁଳ ଠାରୁ ଭିମପୁର ଓ ପଲଟନ ପଡିଆ ଠାରୁ ସାନସିରାଇପୂର ରାସ୍ତା ନିର୍ମାଣ ପାଇଁ ୨୨ କୋଟି,୧୫ଟି ସ୍କୁଲକୁ ୫ଟି ଅନ୍ତର୍ଭୂକ୍ତ କରାଯାଇ ପ୍ରତେକ ସ୍କୁଲକୁ ପ୍ରାୟ ୮୦ ଲକ୍ଷ ଟଙ୍କା ଲେଖାଁଏ ଅନୁଦାନ ରାଶି ଯୋଗାଯିବା ସହ କେତେକ କାର୍ଯ୍ୟ ଚାଲୁ ରହିଥିବାବେଲେ କେତେକ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ଶିକ୍ଷା ବିଭାଗର ଉନ୍ନତି ନିମନ୍ତେ ଭେଟିନାଥ ଦେବ ଉଚ୍ଚ ବିଦ୍ୟାଳୟକୁ ଉଚ୍ଚଶିକ୍ଷା ବିଭାଗରେ ଅନ୍ତର୍ଭୁକ୍ତ କରାଯାଇ ଆସନ୍ତା ଶିକ୍ଷାବର୍ଷ ଠାରୁ +୨ କଳାରେ ଛାତ୍ରଛାତ୍ରୀ ପଢ଼ିବାର ସୁଯୋଗ ପାଇବେ ବୋଲି ଜଣାଇଥିଲେ । ଆଗାମୀ ଦିନ ମାନଙ୍କରେ ଚିଲିକା ନିର୍ବାଚନ ମଣ୍ଡଳୀର ଉନ୍ନତି ପାଇଁ ମୁଖ୍ୟମନ୍ତ୍ରୀ ସମ୍ପୂର୍ଣ୍ଣ ଧ୍ୟାନ ଦେବା ସହ ସାଂସଦ ପିନାକୀ ମିଶ୍ର, ରାଜ୍ୟସଭା ସାଂସଦ ମାନସ ମଙ୍ଗରାଜ ଓ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର ପ୍ରଚେଷ୍ଟା ଜାରି ରହିବ ବୋଲି ଉପାଧ୍ୟକ୍ଷ ଗୋପୀନାଥ ମହାରଣା ପ୍ରତିଶ୍ରୁତି ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

ଜିଲ୍ଲାରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ : ଶାନ୍ତିର ରାଜ୍ୟକୁ ବିଗାଡି ଦେଲାଣି ବିଜେପି ସରକାର

May 15, 2026
ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

ସଂପର୍କ ଓ ପ୍ଲକର ମିଳିତ ଉଦ୍ୟମରେ ମୋ ଓଡ଼ିଶା କାହାଣୀ ସାମୁହିକ ଗଳ୍ପ କଥନ କର୍ମଶାଳା

May 15, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

ପୁତୁରା ଏବଂ ଭାଇର ଆକ୍ରମଣରେ ବଡଭାଇ ମୃତ

May 15, 2026
‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

‘ସଙ୍ଗୀତଧାରା’ ଭକ୍ତିସଙ୍ଗୀତ ପ୍ରତିଯୋଗିତା, ୨୦ରେ ଫାଇନାଲ

May 15, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version