• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଅଙ୍ଗନୱାଡ଼ି କର୍ମୀଙ୍କ ବିଭିନ୍ନ ଦାବି ନେଇ ବିଶାଳ ରାଲି ସରକାରଙ୍କ ନାଲି ଆଖିକୁ ଖାତିର ନାହିଁ, ମରିବୁ ପଛେ ଜାରୀ ରଖିବୁ ଲଢେଇ

Proprietor Abhimanyu Maharana by Proprietor Abhimanyu Maharana
November 23, 2022
in Uncategorized
0
ଅଙ୍ଗନୱାଡ଼ି କର୍ମୀଙ୍କ ବିଭିନ୍ନ ଦାବି ନେଇ ବିଶାଳ ରାଲି ସରକାରଙ୍କ ନାଲି ଆଖିକୁ ଖାତିର ନାହିଁ, ମରିବୁ ପଛେ ଜାରୀ ରଖିବୁ ଲଢେଇ
Share on FacebookShare on TwitterWhatsapp

୨୩ ନଭେମ୍ବର ବୁଧବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଗଜପତି ଜିଲ୍ଲା ମୋହନାରେ ଅଙ୍ଗନୱାଡି କର୍ମୀଙ୍କ ରଣ ହୁଙ୍କାର l ବିଭିନ୍ନ ଦାବି ନେଇ ସୋମବାର ଭାରତୀୟ ମଜଦୂର ସଂଘ ଅନୁବନ୍ଧିତ ଅଲ୍ ଓଡିଶା ଅଙ୍ଗନୱାଡି ଲେଡିଜ୍ ୱାର୍କରସ୍ ଆସୋସିଏସନ୍ ପକ୍ଷରୁ ଭୁବନେଶ୍ୱର ଠାରେ ବିଶାଳ ସମାବେଶ ସହ 6୬ବିଧାନସଭା ଘେରlଉ କରଯାଇଛି l ମଙ୍ଗଳାବlର ମୋହନlରେ ୬୩୭ ଟି ଅଙ୍ଗନୱାଡି କେନ୍ଦ୍ରର ଶତାଧିକ କର୍ମୀ ଓ ସହାୟିକା ସ୍ଥାନୀୟ ହାଇସ୍କୁଲ ଛକରୁ ଶୋଭାଯାତ୍ରାରେ ବାହାରି ଆଇସିଡ଼ିଏସ୍ କlର୍ଯ୍ୟlଳୟରେ ପହଞ୍ଚିଥିଲେ l ସେଠାରେ ଧାରଣା ଦେବା ସହ ସେମାନଙ୍କ ପ୍ରତି ରାଜ୍ୟ ସରକାରଙ୍କ ଅବହେଳା ସଂମ୍ପର୍କରେ ଗର୍ଜି ଥିଲେ l ଗର୍ଭବତୀ ଠାରୁ ଆରମ୍ଭ କରି ଛୁଆ ଜନ୍ମ ହେବା ପର୍ଯ୍ୟନ୍ତ ସମସ୍ତ ଦାୟିତ୍ଵ ଅଙ୍ଗନୱାଡି କର୍ମୀ ମାନେ ନେଇଥାନ୍ତି l

ଏଥିସହ ସରକାରଙ୍କ ସମସ୍ତ ଜନହିତକର ଯୋଜନାର ସଫଳ ରୂପାୟନରେ ଅଙ୍ଗନୱାଡ଼ି କର୍ମୀଙ୍କ ଗୁରୁତ୍ଵପୂର୍ଣ୍ଣ ଭୂମିକା ରହିଛି l ମହିଳା ମାନଙ୍କୁ ଏକାଠି କରି ଏସଏଚଜି ଗଠନରେ ଅଙ୍ଗନୱାଡ଼ି କର୍ମୀଙ୍କ ପରିଶ୍ରମ ଯୋଗୁଁ ସରକାର ସଫଳ ହେବା ସହ ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଭିନ୍ନ ସ୍ଥାନରେ ପୁରସ୍କୃତ ହୋଇଛନ୍ତି l ତେବେ ରାଜ୍ୟ ସରକାର ଅଙ୍ଗନୱାଡି କର୍ମୀଙ୍କୁ ୪୫ ଟି କାମ ଲଦିଦେଇଥିବା ବେଳେ ସେମାନଙ୍କ ଦାବି ପ୍ରତି କେବେ ଗୁରୁତ୍ଵ ଦେଉନାହାନ୍ତି l ଅଙ୍ଗନୱାଡ଼ି କର୍ମୀଙ୍କୁ ସରକାରୀ କର୍ମଚାରୀ ମାନ୍ୟତା, ଦରମା ବୃଦ୍ଧି, ମିନି ଅଙ୍ଗନୱାଡି ଉଚ୍ଛେଦ କରାଯାଇ ମୂଖ୍ୟ ଅଙ୍ଗନୱାଡି କର୍ମୀର ମାନ୍ୟତା ପ୍ରଦାନ ସହ ବିଭିନ୍ନ ଦାବି ନେଇ ପ୍ରତିବର୍ଷ ଆନ୍ଦୋଳନ କରାଯାଉଛି l ହେଲେ ସରକାରଙ୍କ କୁମ୍ଭକର୍ଣ୍ଣ ନିଦ୍ରା ଭlଙ୍ଗୁନାହିଁ l ସରକାର ଅଙ୍ଗନୱାଡି କର୍ମୀଙ୍କୁ ସମ୍ମାନ ଦେବା ପରିବର୍ତ୍ତେ ନାଲି ଆଖି ଦେଖାଉଛନ୍ତି ଅଙ୍ଗନୱାଡ଼ି କର୍ମୀଙ୍କ ସମସ୍ୟା ବୁଝିବା ପରିବର୍ତ୍ତେ ଓଲଟା ସରକାର ଆନ୍ଦୋଳନ ବନ୍ଦ କରିବାକୁ ଧମକ ଦେଇଛନ୍ତି l

ଆନ୍ଦୋଳନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି ରାଜ୍ୟ ସରକାର l ନବୀନ ସରକାର ଗାଁ କୁ କାମ ମା କୁ ସମ୍ମାନ ଦିଆ ଯାଉଛି ବୋଲି କହୁଛନ୍ତି l ହେଲେ ଅଙ୍ଗନୱାଡି କର୍ମୀ କଣ ଜଣେ ଜଣେ ମା ନୁହନ୍ତି କି ବୋଲି ପ୍ରଶ୍ନ କରିଛନ୍ତି ଅଙ୍ଗନୱାଡି କର୍ମୀ l ସରକାର ତାଙ୍କ ଦାବି ପୂରଣ କରିବା ପରିବର୍ତ୍ତେ ସେମାନଙ୍କୁ ଧମକ ଦେଇଛନ୍ତି l ଏ କଣ ସରକାରଙ୍କ ମା କୁ ସମ୍ମାନ l ରାଜ୍ୟ ସରକାର ଯେତେ ଧମକ ଦେଲେ ମଧ୍ୟ ଡରିବୁ ନାହିଁ l ଆମ ହକ ପାଇଁ ଆମେ ଲଢେଇ କରୁଛୁ l ସରକାର ଯେତେ ଦିନ ପର୍ଯ୍ୟନ୍ତ ତାଙ୍କ ଦାବି ପୂରଣ କରିନାହାନ୍ତି ସେତେଦିନ ପର୍ଯ୍ୟନ୍ତ ଆମ ଲଢେଇ ଜାରୀ ରହିବ ବୋଲି ଅଙ୍ଗନୱାଡି କର୍ମଚାରୀ ସଂଘର ସଭାନେତ୍ରୀ ପବିତ୍ରା ନାୟକ ଓ ସମ୍ପାଦିକା ଅଞ୍ଜଳି ନାୟକ କହିଛନ୍ତି l ଏହି ଅବସରରେ ସଂଘର ଉପ ସଭାନେତ୍ରୀ ଭାରତୀ ନାୟକ ଓ କୋଷାଧ୍ୟକ୍ଷ ଅମିତା ନାୟକ ଯୋଗ ଦେଇଥିଲେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

ପୁରୀ କୋର୍ଟରେ ବୋମା ଗୁଜବ ପୋଲିସ ଅନୁସନ୍ଧାନ ପରେ କୋର୍ଟକାର୍ଯ୍ଯ ସ୍ବାଭାବିକ

March 10, 2026
ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

ମହିଳାଙ୍କ ଉନ୍ନତିରେ ଦେଶର ପ୍ରଗତି : ସଙ୍ଗଶ୍ରୀ ଫାଉଣ୍ଡେସନ ଟ୍ରଷ୍ଟ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳିତ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

ରଣପୁରରେ ଧୁମଧାମରେ ପଞ୍ଚୁଦୋଳ ଯାତ୍ରା : ଯୋଗ ଦେଲେ ବାଚସ୍ପତି 

March 10, 2026
ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

ଦୋଳପୂର୍ଣ୍ଣିମା ଉପଲକ୍ଷେ ବାଦୀପlଲା ଉଦଯାପିତ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version