• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସିସିଡି ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
November 24, 2022
in ଓଡ଼ିଶା, ଗଜପତି, ହୋମ୍
0
ସିସିଡି ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ତିନିଦିନିଆ ପ୍ରଶିକ୍ଷଣ ଶିବିର ଉଦଯାପିତ
Share on FacebookShare on TwitterWhatsapp

୨୪ ନଭେମ୍ବର ଗୁରୁବାର (ଓଡ଼ିଶା ତାଜାନ୍ୟୁଜ ) ପାରଳାଖେମୁଣ୍ଡି :- ଓଡିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ଯୋଗାଣ ବିଭାଗ ସହାୟତାରେ ସିସିଡି ଆନୁକୁଲ୍ୟରେ ୱାର୍ଡ ସଭ୍ୟସଭ୍ୟାଙ୍କ ନିମନ୍ତେ ତିନିଦିନିଆ ପ୍ରାରମ୍ଭିକ ପ୍ରଶିକ୍ଷଣ ଶିବିର ଉଦଯାପିତ ହୋଇଯାଇଛି । ଏହି ପ୍ରଶିକ୍ଷଣ ଶିବିରରେ ଗୁମ୍ମା ବ୍ଲକ୍ ର ପରିଡା, ଗାଇବା, ବୃଷଭ ଓ ବାଇଝଲ୍ ପଞ୍ଚାୟତର ୩୦ ଜଣ ୱାର୍ଡ ସଭ୍ୟସଭ୍ୟା ଉପସ୍ଥିତ ଥିଲେ ଏହି ପ୍ରଶିକ୍ଷଣ ଶିବିରକୁ ଓଡିଶାସରକାରଙ୍କ ପଞ୍ଚାୟତି ରାଜ ବିଭାଗ ଦ୍ୱାରା ମନୋନୀତ ନରେଶ ନାଥ ମହାପାତ୍ର ଏବଂ ସୋମନାଥ ଚୌଧୁରୀ ମୁଖ୍ୟ ସମ୍ବଳବ୍ୟକ୍ତି ଭାବେ ଯୋଗଦେଇ ଏହି ତିନିଦିନିଆ ପ୍ରଶିକ୍ଷଣ ଶିବରକୁ ପରିଚାଳନା କରିଥିଲେ । ଉଦଘାଟନୀ ଉତ୍ସବରେ ସିସିଡିର ସଂପାଦକ ଏ ଜଗନ୍ନାଥ ରାଜୁ ଉପସ୍ଥିତ ରହି ସମସ୍ତ ୱାର୍ଡ ସଭ୍ୟ ସଭ୍ୟାଙ୍କୁ ସେମାନଙ୍କର ଦାୟୀତ୍ୱ,

କର୍ତ୍ତବ୍ୟ ଏବଂ ପଞ୍ଚାୟତରେ ମୂଖ୍ୟତଃ ମହିଳା ସଭ୍ୟାଙ୍କର ଭୂମିକା ଉପରେ ସଚେତନ କରିଥିଲେ । ଏହି କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦ ର ମୁଖ୍ୟ କାର୍ଯ୍ୟକ୍ରମ ପରିଚାଳକ ଦେବେନ୍ଦ୍ର ନାଥକର ଉପସ୍ଥିତ ରହି ସମସ୍ତ ୱାର୍ଡସଭ୍ୟସଭ୍ୟାଙ୍କୁ ଉତ୍ସାହିତ କରିଥିଲେ । ସମ୍ବଳ ବ୍ୟକ୍ତି ଗଣ ଉପସ୍ଥିତ ସଭ୍ୟସଭ୍ୟାଙ୍କୁ ବିଭିନ୍ନ ପାୱାର ପଏଣ୍ଟ ଏବଂ ଖେଳ ମାଧ୍ୟମରେ ସରକାରଙ୍କ ବିଭିନ୍ନ ଯୋଜନା ଏବଂ ପଞ୍ଚାୟତ ତଥା ନିଜ ନିଜର ୱାର୍ଡ ର ଉନ୍ନତି କରିବା ପାଇଁ ସଚେତନ କରିଥିଲେ ତୃତୀୟ ଦିନରେ ସମସ୍ତ ୱାର୍ଡ ସଭ୍ୟସଭ୍ୟାଙ୍କୁ କ୍ଷେତ୍ର ଭ୍ରମଣରେ ଝାମୀ ପଞ୍ଚାୟତର ବିଭିନ୍ନ ଉନ୍ନୟନ କାର୍ଯ୍ୟକ୍ରମ କୁ ପରିଦର୍ଶନ କରାଇବା ପରେ ପ୍ରମାଣ ପତ୍ର ସହ ସମସ୍ତଙ୍କର ମିଳିତ ଫୋଟ ସିସିଡି ସଂପାଦକ, ସମ୍ୱଳବ୍ୟକ୍ତି ଓ ଦେବେନ୍ଦ୍ରନାଥ କର ଦ୍ୱାରା ପ୍ରଦାନ କରାଯାଇଥିଲା ।ଏହି ତିନିଦିନିଆ ପ୍ରଶିକ୍ଷଣ ଶିବିରକୁ ସିସିଡିର ସମସ୍ତ କର୍ମୀପରିଚାଳନା କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

October 17, 2026
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
TPSODL Flags Off Solar Rath in Koraput

TPSODL Flags Off Solar Rath in Koraput

October 17, 2026
ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

ରଣପୁର ଏନଏସି ରେ ସ୍ବଚ୍ଛତା ହିଁ ସେବା ୨୦୨୬ ର ଉଦ‌ଯାପନୀ ଉତ୍ସବ

October 17, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

ଭୁବନେଶ୍ୱରରେ ‘ସ୍ୱଚ୍ଛତା ଉତ୍ସବ’ ର ଭବ୍ୟ ଆୟୋଜନ

October 17, 2026
Bhubaneswar hosts Swachhata Utsaba in Grandeur

Bhubaneswar hosts Swachhata Utsaba in Grandeur

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version